ଆଜି ଖୋଲିଲା ଶିମିଳିପାଳ : ପ୍ରଥମ ଦିନରେ ପର୍ଯ୍ୟଟକଙ୍କୁ ସ୍ବାଗତ ଲାଗି ସ୍ବତନ୍ତ୍ର ବ୍ୟବସ୍ଥା

ବାରିପଦା ଅଫିସ,୧।୧୧: ପର୍ଯ୍ୟଟକମାନଙ୍କ ପାଇଁ ଶୁକ୍ରବାରଠାରୁ ଶିମିଳିପାଳ ଅଭୟାରଣ୍ୟ ଖୋଲିଛି। ଅଭୟାରଣ୍ୟ ଭିତରକୁ ପର୍ଯ୍ୟଟକମାନେ ପିଠାବଟା(ଲୁଲୁଙ୍ଗ) ଓ କାଳିଆଣି(ଯଶିପୁର) ଗେଟ୍‌ ଦେଇ ଯାଇଛନ୍ତି। ପିଠାବଟା ଗେଟ୍‌ ଦେଇ ୧୬ଟି ଚାରିଚକିଆ ଯାନରେ ମୋଟ ୧୦୬ ଜଣ ପର୍ଯ୍ୟଟକ ଶିମିଳିପାଳ ଭତରକୁ ଯାଇଥିବାବେଳେ କାଳିଆଣି ଗେଟ୍‌ ଦେଇ ମୋଟ ୫ଟି ଗାଡ଼ିରେ ୩୦ଜଣ ପର୍ଯ୍ୟଟକ ଯାଇଛନ୍ତି। ପ୍ରଥମ ଦିନରେ ପର୍ଯ୍ୟଟକମାନଙ୍କୁ ସ୍ବାଗତ କରିବା ଲାଗି କର୍ତ୍ତୃପକ୍ଷ ସ୍ବତନ୍ତ୍ର ବ୍ୟବସ୍ଥା କରିଛନ୍ତି। ଗୋଲପ ଫୁଲ ଦେଇ ପର୍ଯ୍ୟଟକମାନଙ୍କୁ ସ୍ବାଗତ କରାଯାଇଛି। ଶିମିଳିପାଳ ଭିତରକୁ ପ୍ଲାଷ୍ଟିକ ନିଷେଧ କରାଯାଇଥିବା ବେଳେ ପର୍ଯ୍ୟଟକମାନେ କିପରି ସୁରକ୍ଷିତ ଭାବେ ଭିତରେ ବୁଲାବୁଲି କରି ଫେରିବେ ସେ ନେଇ ଗୁରୁତ୍ୱ ଦିଆଯାଇଥିବା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ଉପକ୍ଷେତ୍ର ନିର୍ଦ୍ଦେଶକ ଯଜ୍ଞଦତ୍ତ ପତି କହିଛନ୍ତି।


All Right Reserved By Dharitri.Com

ବ୍ରାଉନ୍‌ସୁଗାର ଡିଲର ସେକ୍‌ ରାଜାଙ୍କ ଘର ଉପରେ ଚଢ଼ାଉ: ସିସି କ୍ୟାମେରା ଜଗୁଥିଲା କଳାବେପାର

ଭୁବନେଶ୍ୱର, ୧୯।୯(ବ୍ୟୁରୋ)/ ବାଲେଶ୍ୱର ଅଫିସ: ବ୍ରାଉନ୍‌ସୁଗାର ଡିଲର ସେକ୍‌ ରାଜା କ୍ରାଇମବ୍ରାଞ୍ଚ ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ହାତରେ ଧରାପଡିବା ପରେ ଅନେକ ଗୁମର ଫିଟିବାରେ ଲାଗିଛି।...

୨୧୮୧୪ଜଣଙ୍କୁ ରନ୍ଧାଖାଦ୍ୟ ଦିଆଗଲା

ଦେବଗଡ,୬ା୪(ଡି.ଏନ.ଏ): ଦେବଗଡ ଜିଲାର ତିନୋଟି ବ୍ଲକର ୬୧ ପଞ୍ଚାୟତର ୨୩୨୨ ଏବଂ ପୌରାଞ୍ଚଳରେ ୩୦୦ଜଣ ଅସହାୟ, ନିରାଶ୍ରୟ ଏବଂ ଶ୍ରମିକଙ୍କୁ ଦୈନିକ ବିଭିନ୍ନ ସ୍ଥାନରେ ରନ୍ଧାଖାଦ୍ୟ...

କୁଜଙ୍ଗ ବ୍ଲକରେ ପାନୀୟଜଳ ପ୍ରକଳ୍ପ ଅଧାପନ୍ତରିଆ : କୂଅ, ପୋଖରୀ ପାଣି ପିଉଛନ୍ତି ଲୋକେ

କୁଜଙ୍ଗ,୨୮ା୭(ସ୍ବ.ପ୍ର.): କୁଜଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତରେ ଏବେ କୋଟି କୋଟି ଟଙ୍କାର ପାନୀୟଜଳ ପ୍ରକଳ୍ପ ଅଧାପନ୍ତରିଆ ହୋଇ ରହିଛି। ଫଳରେ ସମ୍ପୃକ୍ତ ଅଞ୍ଚଳର ଲୋକେ ବିଶୁଦ୍ଧ...

ଗେଷ୍ଟ୍‌ ହାଉସ୍‌ରୁ ୨ ଚୋରଙ୍କୁ ଧରିଲା ପୋଲିସ

ଧାମନଗର,୧୦।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗରସ୍ଥିତ ଖାନକା ପରିସରରେ ଥିବା ଏକ ଗେଷ୍ଟ୍‌ହାଉସ୍‌ରେ ୧୦ଦିନ ଧରି ରହିଆସୁଥିବା ଦୁଇ ଚାଉଳ ଚୋରଙ୍କୁ ଝାରସୁଗୁଡ଼ା ଆର୍‌ପିଏଫ୍‌ ପୋଲିସ ସୋମବାର...

ଗଞ୍ଜାମ ଜିଲା ଲକ୍‌ଡାଉନ୍‌: ବିଦେଶ ଫେରନ୍ତା ପଞ୍ଜିକରଣ ନ କଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର, ୨୨।୩(ଡି.ଏନ୍‌.ଏ.)- ମୁଖମନ୍ତ୍ରୀ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ରବିବାରଠାରୁ ଗଞ୍ଜାମ ଜିଲାରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏଥିସହ ଜନତା କର୍ଫ୍ୟୁ ମଧ୍ୟକୁ ଲୋକେ ମାନି ଘରୁ...

ମଦ ଧରି ପୋଲିସ ଜିମା ଦେଲେ ଗ୍ରାମବାସୀ

ଖଇରା,୨୪।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ କଇଥଗଡିଆ ଗ୍ରାମରେ ଦେଶୀମଦ କାରବାର ଦିନକୁ ଦିନ ବଢି ଚାଲିଛି। ସରପଞ୍ଚ ଗୋବର୍ଦ୍ଧନ ପାଇକରାୟ, ପୂର୍ବତନ ସରପଞ୍ଚ ବଳରାମ...

ଦୁର୍ଦ୍ଦିନରେ କରତକଳ ଶ୍ରମିକ

ବାଲେଶ୍ୱର ଅଫିସ, ୭।୧୨- ବାଲେଶ୍ୱର ଜିଲାର କାଠ ଶିଳ୍ପ ସହିତ ପ୍ରତ୍ୟକ୍ଷ ଓ ପରୋକ୍ଷ ଭାବେ ଜଡ଼ିତ ବିଭିନ୍ନ ବର୍ଗର ୧୨ଶହରୁ ଊର୍ଦ୍ଧ୍ୱ ଶ୍ରମିକ ପରିବାର...

ଲକ୍ଷାଧିକ ଟଙ୍କାର ପଲିଥିନ୍‌, ଗୁଟ୍‌ଖା, ପ୍ଲାଷ୍ଟିକ ସାମଗ୍ରୀ ଜବତ

ବାଲିଗୁଡ଼ା,୩।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଏନ୍‌ଏସି ପକ୍ଷରୁ ଶନିବାର ବାଲିଗୁଡା ଇଲେକ୍ଟ୍ରି ସାହିର ଟୁକୁନା ପାତ୍ରଙ୍କ ଗୋଦାମ ଘରେ ଅଚାନକ ଚଢ଼ାଉ କରାଯାଇଛି । ସେଠାରୁ...

Leave a comment

Your email address will not be published. Required fields are marked *