୬ରେ ଓଡ଼ିଶା ଆସିବେ ଆନ୍ନା ହଜାରେ

ଭୁବନେଶ୍ୱର,୧।୧୧(ବ୍ୟୁରୋ): ଆସନ୍ତା ୬ ତାରିଖରେ ଓଡ଼ିଶା ଆସିବେ ବିଶିଷ୍ଟ ସମାଜସେବୀ ଆନ୍ନା ହଜାରେ। ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜିତ ନବ ନିର୍ମାଣ କୃଷକ ସଂଗଠନର ରାଷ୍ଟ୍ରୀୟ ସମ୍ମିଳନୀରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ସଂଗଠନର ଏହା ଦ୍ୱିତୀୟ ରାଷ୍ଟ୍ରୀୟ ସମ୍ମିଳନୀ। ତେବେ ଏଥିରେ ଆନ୍ନା ଯୋଗଦେବେ ବୋଲି ଶୁକ୍ରବାର ସଂଗଠନର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାରଙ୍କ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ବୁଧବାରଠାରୁ ‘ମୋ ସରକାର’: ପ୍ରତିଦିନ ୧୦ ଲୋକଙ୍କଠାରୁ ସରକାରୀ ସେବାକୁ ନେଇ ମତାମତ ନେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧।୧୦(ବ୍ୟୁରୋ): ଏକ ମାସର ପ୍ରସ୍ତୁତି ପରେ ବୁଧବାରଠାରୁ ରାଜ୍ୟରେ ଆରମ୍ଭ ହେବ ‘ମୋ ସରକାର’ କାର୍ଯ୍ୟକ୍ରମ। ସରକାରୀ ସେବାକୁ ନେଇ ଜନତା ଦେବେ ମତ। ଭଲ...

କୁନ୍ଦୁଲି ମାମଲା: କୋରାପୁଟରେ ପହଞ୍ଚିଲା ଏସଆଇଟି ଟିମ୍‌

କୋରାପୁଟ, ୨।୧୨(ସ୍ବ.ପ୍ର.): କୁନ୍ଦୁଲି ଗଣବଳାତ୍କାର ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ଏସଆଇଟି ଟିମ୍‌ ସୋମବାର କୋରାପୁଟ୍‌ରେ ପହଞ୍ଚିଛନ୍ତି। ଏହି ଟିମ୍‌ କୋରାପୁଟ ଡିଆଇଜି କାର୍ଯ୍ୟାଳୟରେ ପହଞ୍ଚି...

ହାତକଡ଼ି ସହ ଅଭିଯୁକ୍ତ ଚମ୍ପଟ ଘଟଣା: ୨ ପୋଲିସ ନିଲମ୍ବିତ

ଚାନ୍ଦବାଲି, ୧୦।୧୦ (ଡି.ଏନ.ଏ.)- ଏକ କମେଣ୍ଟ ମାରିବା ଘଟଣାରେ ଗିରଫ ଜଣେ ଅଭିଯୁକ୍ତଙ୍କୁ ଭଦ୍ରକ ଜେଲକୁ ନିଆଯାଉଥିଲା। ରାସ୍ତାରେ ବାଇକ୍‌ରୁ ଡେଇଁ ହାତକଡ଼ି ସହିତ ଅଭିଯୁକ୍ତ...

ଫେବୃୟାରୀ ୧କୁ ଘୁଞ୍ଚିଲା ମହାନଦୀ ଜଳ ବିବାଦ ଶୁଣାଣି

ଭୁବନେଶ୍ୱର,୧୪।୧୨(ବ୍ୟୁରୋ): ଓଡ଼ିଶା ଓ ପଡ଼ୋଶୀ ଛତିଶଗଡ଼ ମଧ୍ୟରେ ଲାଗି ରହିଥିବା ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ଶନିବାର ଟ୍ରିବ୍ୟୁନାଲ କରିଛନ୍ତି। ଏଥିରେ ପରବର୍ତ୍ତୀ ଶୁଣାଣିକୁ...

ମୋହନାରେ ଜିତିଲା କଂଗ୍ରେସ

ମୋହନା,୨୪।୫(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ନିର୍ବାଚନ ମଣ୍ଡଳୀରେ କଂଗ୍ରେସ ପ୍ରାର୍ଥୀ ଦାଶରଥୀ ଗମାଙ୍ଗ ୫୩,୭୦୫ ଭୋଟ ପାଇ ବିଜୟୀ ହୋଇଛନ୍ତି। ତାଙ୍କ ନିକଟତମ ପ୍ରତିଦ୍ୱନ୍ଦୀ ବିଜେଡି...

ମନ ଜିଣିଲେ ‘ସୁପର ୨୨’

ଭୁବନେଶ୍ୱର,୫ା୧୧(ବ୍ୟୁରୋ): ଗୋଡ଼ ନ ଥାଇ ବି ନାଚିବାର ଇଚ୍ଛା। ହାତ ନ ଥାଇ ବି ଅଭିନୟ କରିବାର ଇଚ୍ଛା। କଥା କହି ନ ପାରିଲେ ବି...

ପି.ଏନ. କଲେଜ ଖୋର୍ଦ୍ଧା: ସଂସ୍କୃତରେ ୨୯ ଛାତ୍ରୀଛାତ୍ର ଫେଲ; ପରୀକ୍ଷା ପରିଚାଳନାର ସ୍ବଚ୍ଛତା ଉପରେ ପ୍ରଶ୍ନବାଚୀ

ଖୋର୍ଦ୍ଧା ଅଫିସ, ୨୩ା୬: ଖୋର୍ଦ୍ଧା ପି.ଏନ. କଲେଜ ଯୁକ୍ତ ୨ ଇଚ୍ଛାଧୀନ ସଂସ୍କୃତ ବିଷୟରେ ୨୯ ଛାତ୍ରୀଛାତ୍ରଙ୍କୁ ପରୀକ୍ଷାରେ ଫେଲ କରି ଦିଆଯାଇଛି। ସେମାନଙ୍କୁ ଅନୁପସ୍ଥିତ...

ବାଲିଯାତ୍ରାକୁ ଜାତୀୟ ଐତିହ୍ୟ ମାନ୍ୟତା ଦାବି

କଟକ ଅଫିସ, ୨୪।୧୦: ପ୍ରଥମ ରାଜଧାନୀ ତଥା ହଜାରେ ବର୍ଷର ସହର କଟକ ଏବଂ ଉତ୍କଳୀୟ ସଂସ୍କୃତି ଓ ପରମ୍ପରାର ଏକ ସର୍ବପୁରାତନ ଅଂଶ ଐତିହାସିକ...

Leave a comment

Your email address will not be published. Required fields are marked *