ଦୃଷ୍ଟିଶକ୍ତି ବୃଦ୍ଧି କରେ ଗାଜର

ଗାଜର ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଥାଏ। ଏହାସହ କର୍କଟ ପରି ରୋଗରୁ ରକ୍ଷା କରିଥାଏ। ଗାଜରରେ ପୋଷକ ତତ୍ତ୍ବ, ଭିଟାମିନ-ଏ ଏବଂ ଆଣ୍ଟି-ଅକ୍ସିଡାଣ୍ଟ ଥିବାରୁ ତାହା ଶରୀର ପାଇଁ ଲାଭଦାୟକ ରହିଥାଏ। ପ୍ରତିଦିନ ଗୋଟିଏ ଗାଜର ଖାଇଲେ ସୌନ୍ଦର୍ଯ୍ୟ ବୃଦ୍ଧି ଘଟେ। ଏହାଛଡା ଗାଜର ଦୃଷ୍ଟିଶକ୍ତି ବୃଦ୍ଧି କରିବାରେ ସହାୟକ ହୋଇଥାଏ। ଗାଜରରେ ଥିବା ଲ୍ୟୁଟିନ ଓ ଲାଇକୋପିନ ଦୃଷ୍ଟିଶକ୍ତି ବଢାଇବାରେ ସାହାଯ୍ୟ କରିଥାଏ। ଗାଜରରେ ଫାଇବର ପର୍ଯ୍ୟାପ୍ତ ପରିମାଣରେ ଥିବାରୁ ଶରୀରରେ ଓଜନ ହ୍ରାସ ଘଟେ। ଗାଜର ଖାଇବା ଦ୍ୱାରା ଶରୀରରେ କ୍ୟାଲସିୟମ ମାତ୍ରା ବୃଦ୍ଧି ହୋଇଥାଏ। ସ୍ତନ କର୍କଟ ରୋଗୀଙ୍କ ପାଇଁ ଗାଜର ଉପକାରୀ ଅଟେ। ରକ୍ତକୁ ସଫା ରଖିବାରେ ଗାଜର ଅତି ଉପକାରୀ ହୋଇଥାଏ।


All Right Reserved By Dharitri.Com

ମେଦବହୁଳତାରୁ ଦୂରେଇ ରହିବା ପାଇଁ ସପ୍ତାହରେ ଏଥିରୁ ୩ ଥର…

ପରିବର୍ତ୍ତିତ ଜୀବନ ଶୈଳୀ ତଥା ଖାଦ୍ୟପେୟରେ ଅନିୟମିତତା ଯୋଗୁ କେତେକଙ୍କଠାରେ ମେଦବହୁଳତା ଦେଖାଦେଇଥାଏ। ତେବେ ଏଥିରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨-୩ଥର କଲରା ଖାଇଲେ...

ଡାଇବେଟିସ ରୋଗୀଙ୍କ ପାଇଁ ଲାଭଦାୟକ ସୋୟାବିନ୍‌

ଆମେରିକାସ୍ଥିତ ମାସାଚ୍ୟୁଟ୍‌ ଅଫ୍‌ ଟେକ୍ନୋଲୋଜି(ଏମ୍‌ଆଇଟି)ର ଏକ ଗବେଷଣାରୁ ଜଣାପଡ଼ିଛି, ଡାଇବେଟିସ ରୋଗୀଙ୍କ ପାଇଁ ସୋୟାବିନ ସବୁଠୁ ଲାଭଦାୟକ। ଏଥିରେ ଆଇସୋଫ୍ଲୋଭୋନେସ୍‌ ରହିଛି, ଯାହା ବ୍ଲଡ୍‌ ସୁଗାର...

ଏହି ଶାଗ ଖାଆନ୍ତୁ ଉଚ୍ଚ ରକ୍ତଚାପରୁ ଦୂରେଇ ରୁହନ୍ତୁ…

ସଜନା ଶାଗରେ ଅନେକ ଉପକାରୀ ପୋଷକତତ୍ତ୍ୱ ରହିଛି । ସପ୍ତାହରେ ୨-୩ଥର ସଜନା ଶାଗ ଭଜା ଖାଇଲେ ଏହା କୋଲେଷ୍ଟରଲସ୍ତରକୁ ନିୟନ୍ତ୍ରିତ କରିବା ସହିତ ଉଚ୍ଚରକ୍ତଚାପ...

ଓଜନ କମାଇବାର ସହଜ ଉପାୟ

ଓଜନ କମାଇବାର ଏକ ସହଜ ତଥା ସରଳ ଉପାୟ ରହିଛି। ପୁଣି ଏଥିପାଇଁ ଅଧିକ ପରିଶ୍ରମ ମଧ୍ୟ କରିବାକୁ ପଡ଼ିବ ନାହିଁ। ବାସ୍‌, ପ୍ରତିଦିନ ଗୋଟିଏ...

ଜୁଆଣିପାଣିରେ ଭରି ରହିଛି ଏସବୁ ଔଷଧୀୟ ଗୁଣ

ଜୁଆଣି ପାଣିରେ ଅନେକ ଔଷଧିୟ ଗୁଣ ଭରିରହିଛି। ଏହା ଶରୀର ପାଇଁ ବେଶ୍‌ ଲାଭଦାୟକ। ସକାଳେ ଜୁଆଣି ପାଣି ପିଇଲେ ପେଟ ଥଣ୍ଡା ରହିବା ସହ...

ଶରୀରରେ ଯଦି ଏହି ବ୍ୟତିକ୍ରମ ଥାଏ

ବିଭିନ୍ନ କାରଣ ହେତୁ କେତେକଙ୍କ ଶରୀରର କୌଣସି ଅଂଶରେ ବ୍ୟତିକ୍ରମ ବା କିଛି ଚିହ୍ନ ଦେଖା ଦେଇଥାଏ। ତେବେ ଏହା ଆମ ଶରୀରକୁ କୌଣସି କ୍ଷତି...

କାଶ ଭଲକରେ ପାନ

ପାନକୁ ବିଭିନ୍ନ ଢଙ୍ଗରେ ଖିଆଯାଇଥାଏ। କେହି କେହି ଖାଲି ପାନ ସହ ଗୁଆ ଖାଇବାକୁ ପସନ୍ଦ କରନ୍ତି ତ ଆଉ କେହି ବିନା ଚୂନରେ ପାନ...

ପର୍ସରେ ରଖନ୍ତୁ ନାହିଁ ଏଭଳି ଜିନିଷ, ହୋଇଥାଏ ଦୁର୍ଭାଗ୍ୟର କାରଣ

ପର୍ସ ବା ଓ୍ବାଲେଟ ଟଙ୍କା ପଇସା ରଖିବା ପାଇଁ ଉଦ୍ଦିିଷ୍ଟ। ତେବେ ଅନେକେ ଏଥିରେ ଏଭଳି କିଛି ଜିନିଷ ରଖିଥାନ୍ତି, ଯାହା ଧନହାନି ବା ଦୁର୍ଭାଗ୍ୟର...

Leave a comment

Your email address will not be published. Required fields are marked *