Posted inଜାତୀୟ

ସରକାର ଗଠନ ପାଇଁ ଭାଜପା ବୁକ୍‌ କଲା ଷ୍ଟାଡିୟମ୍‌

ମୁମ୍ବାଇ,୧।୧୧: ମହାରାଷ୍ଟ୍ରରେ କାହାର ସରକାର ଗଠନ ହେବ ସେନେଇ ସମସ୍ତ ଦଳ ମଧ୍ୟରେ ଛକାପଞ୍ଝା ଲାଗି ରହିଛି। ଏଭଳିସ୍ଥିତିରେ ବିଧାନସଭା ନିର୍ବାଚନରେ ସବୁଠାରୁ ଅଧିକ ଆସନ ହାସଲ କରିଥିବା ଭାଜପା, ସରକାର ଗଠନ ପାଇଁ ଆଶ୍ୱସ୍ତ ରହିଥିବା ଜଣାପଡ଼ିଛି। ଶପଥ ଗ୍ରହଣ ପାଇଁ ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌କୁ ନଭେମ୍ବର ୫ ପାଇଁ ବୁକ୍‌ କରିଥିବା ସୂଚନା ମିଳିଛି। ତେବେ ଭାରତୀୟ କ୍ରିକେଟ ବୋର୍ଡ(ବିସିସିଆଇ)ର ଅନୁମତି ମିଳିବା ପରେ ଷ୍ଟାଡିୟମ୍‌କୁ ଶପଥ ଗ୍ରହଣ ପାଇଁ ଭାଜପାକୁ ମିଳିପାରିବ। କାରଣ ନଭେମ୍ବର ୮ରୁ ଓ୍ବାଙ୍ଖଡେରେ ମ୍ୟାଚ ଆରମ୍ଭ ହେବ।


All Right Reserved By Dharitri.Com

ଡି.କେ. ଶିବକୁମାରଙ୍କୁ ଜାମିନ୍‌

ନୂଆଦିଲ୍ଲୀ,୨୩।୧୦: ବ୍ୟାପକ ଟଙ୍କା ହେରଫେର୍‌ ମାମଲାରେ କର୍ନାଟକ କଂଗ୍ରେସ ନେତା ଡି.କେ. ଶିବକୁମାରଙ୍କୁ ବୁଧବାର ଦିଲ୍ଲୀ ହାଇକୋର୍ଟ ପକ୍ଷରୁ ଜାମିନ ମିଳିଛି। ତାଙ୍କୁ ସର୍ତ୍ତମୂଳକ ଜାମିନ...

ନାଥୁରାମଙ୍କୁ ଦେଶଭକ୍ତ କହିବା ଘଟଣା: ପ୍ରିୟଙ୍କା କହିଲେ ‘ହେ ରାମ୍‌’

ନୂଆଦିଲ୍ଲୀ, ୧୭।୫: ମାଲେଗାଁଓ ବିସ୍ଫୋରଣରେ ଅଭିଯୁକ୍ତ ତଥା ଭୋପାଳ ଲୋକସଭା ଆସନର ଭାଜପା ପ୍ରାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କୁ...

ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କୁ ସୁପ୍ରିମ୍‌କୋର୍ଟରେ ଝଟ୍‌କା: ସତ୍ୟପାଠରେ ମିଥ୍ୟା ତଥ୍ୟ ଦେଇଥିବାରୁ ଏବେ ଚାଲିବ ବିଚାର

ମୁମ୍ବାଇ,୧।୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ାନଭୀସ୍‌ଙ୍କୁ ସୁପ୍ରିମ୍‌କୋର୍ଟରେ ମଙ୍ଗଳବାର ବଡ଼ ଝଟ୍‌କା ମିଳିଛି। ସେ ନିଜ ସତ୍ୟପାଠରେ ମିଥ୍ୟା ତଥ୍ୟ ଦେଇଥିବାରୁ ଜନପ୍ରତିନିଧି ଅଧିନିୟମ ଅନ୍ତର୍ଗତ...

ଲୋକ ସଭା ନିର୍ବାଚନ:ମଇଦାନରେ ୧୬୩ ନିରକ୍ଷର

ନୂଆଦିଲ୍ଲୀ,୧୭।୫(ଆଇଏଏନ୍‌ଏସ୍‌):୨୦୧୯ ସାଧାରଣ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ସମସ୍ତ ପ୍ରାର୍ଥୀଙ୍କ ମଧ୍ୟରୁ ମାତ୍ର ୪୮% ସ୍ନାତକ ହୋଇଥିବାବେଳେ ୧୬୩ ଜଣ ନିରକ୍ଷର। ନିର୍ବାଚନୀ ସଂସ୍କାର କ୍ଷେତ୍ରରେ କାର୍ଯ୍ୟରତ...

ଓ୍ବାଙ୍ଖଡେ ଷ୍ଟାଡିୟମରେ ଫାଇନାଲ ଖେଳିବ ଭାଜପା

ମୁମ୍ବାଇ,୨୬।୧୧: ସୁପ୍ରିମକୋର୍ଟର ରାୟ ପରେ ମହାରାଷ୍ଟ୍ର ରାଜନୀତିରେ ପରିବର୍ତ୍ତନ ଲକ୍ଷ୍ୟ କରାଗଲାଣି। ବୁଧବାର ସନ୍ଧ୍ୟା ୫ଟା ପୂର୍ବରୁ ଭାରତୀୟ ଜନତା ପାର୍ଟି(ଭାଜପା) ନେତୃତ୍ୱାଧିନ ସରକାର ସଂଖ୍ୟା...

ପୋଲିସକୁ ଝଟକା, ଓକିଲଙ୍କ ଉପରେ ନିଆଯିବନି କାର୍ଯ୍ୟାନୁଷ୍ଠାନ: ହାଇକୋର୍ଟ

ନୂଆଦିଲ୍ଲୀ,୬।୧୧: ଦିଲ୍ଲୀରେ ପୋଲିସ ଓ ଓକିଲଙ୍କ ବିବାଦ ଥମିବାର ନାଁ ନେଉନି। ତିସ୍‌ ହଜାରୀ ହିଂସା ମାମଲାରେ ବୁଧବାର ହାଇକୋର୍ଟରୁ ପୋଲିସକୁ ଆଉ ଏକ ଝଟକା...

ମୋଦିଙ୍କୁ ଭେଟିଲେ କେଜରିଓ୍ବାଲ

ନୂଆଦିଲ୍ଲୀ, ୨୧।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସଂସଦ ଭବନରେ ଭେଟିଛନ୍ତି। ଏହି ଅବସରରେ ସେ ଗତ ଲୋକ ସଭା...

ଦିଲ୍ଲୀ ଅଗ୍ନିକାଣ୍ଡ: ଫାୟାର ମ୍ୟାନ୍‌ ରାଜେଶ ଶୁକ୍ଳା ନିଆଁ ଭିତରୁ ୧୧ ଜଣଙ୍କ ଜୀବନ ବଞ୍ଚାଇଲେ

ନୂଆଦିଲ୍ଲୀ,୮।୧୨: ଦିଲ୍ଲୀର ଝାନ୍ସୀ ରୋଡଠାରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୪୩ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୫୬ ଜଣ ଆହତ ହୋଇଛନ୍ତି। ଏହି ଘଟଣାରେ ନିଜ...

Leave a comment

Your email address will not be published. Required fields are marked *