Posted inଜାତୀୟ

ଉପରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୨୬।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁଙ୍କୁ ତାଙ୍କ ସରକାରୀ ବାସଭବନରେ ରବିବାର ସାକ୍ଷାତ୍‌ କରିଛନ୍ତି। ଏହି ଅବସରରେ ଦଳର ବିପୁଳ ବିଜୟ ନେଇ ଉପରାଷ୍ଟ୍ରପତି ମୋଦିଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦି ଉପରାଷ୍ଟ୍ରପତିଙ୍କ ସ୍ତ୍ରୀ ଏମ୍‌. ଉଷାଙ୍କ ଦ୍ୱାରା ପ୍ରସ୍ତୁତ ଜଳଖିଆ ଖାଇଥିବା ଭେଙ୍କିୟା ନାଇଡୁ ଟୁଇଟ୍‌ କରିଛନ୍ତି। ଦୁହିଁଙ୍କ ମଧ୍ୟରେ ଦେଶର ବିକାଶ ସମ୍ପର୍କରେ ଆଲୋଚନା ହୋଇଥିବା କୁହାଯାଉଛି।


All Right Reserved By

ଜୁଲାଇ ୧ ପରେ ଅଯୋଧ୍ୟା, ରାଫାଲ ମାମଲାର ସୁପ୍ରିମ୍‌କୋର୍ଟରେ ହେବ ବିଚାର

ନୂଆଦିଲ୍ଲୀ,୨୯।୬: ଜୁଲାଇ ୧ ପରେ ଅଯୋଧ୍ୟା, ରାଫାଲ ସମେତ ଅନ୍ୟ କେତେକ ଗୁରୁତ୍ୱପୂର୍ଣ ମାମଲାର ବିଚାର ସୁପ୍ରିମ୍‌କୋର୍ଟରେ ହେବ। ୬ ସପ୍ତାହ ଗ୍ରୀଷ୍ମ ଅବକାଶ ପରେ...

ଝିଅ ବିବାହ ନିମନ୍ତ୍ରଣ ପତ୍ରରେ ପିତାଙ୍କ ବାର୍ତ୍ତା ଦେଖି ସମସ୍ତେ ପ୍ରଶଂସା କଲେ

ସୋଲେନ,୧୮।୫: ହିମାଚଳ ପ୍ରଦେଶର ସୋଲେନ ଜିଲାରେ ଭାଗ ସିଂ ଚନ୍ଦେଲ ନାମକ ଜଣେ ବ୍ୟକ୍ତିଙ୍କର ଆସନ୍ତା ୧୯ ତାରିଖରେ ଝିଅ ବିବାହ କାର୍ଯ୍ୟକ୍ରମ ରହିଛି। ଏଥିପାଇଁ...

୮୪ ବର୍ଷରେ ପାଦ ଦେଲେ ଦଲାଇ ଲାମା

ଧର୍ମଶାଳା,୬।୭: ବୌଦ୍ଧ ଧର୍ମଗୁରୁ ଦଲାଇ ଲାମା ଶନିବାର ୮୪ ବର୍ଷରେ ପାଦ ଦେଇଛନ୍ତି। ସେ ୧୯୩୫ ଜୁଲାଇ ୬ରେ ଚାଇନାର ତାକତ୍‌ସେରଠାରେ ଜନ୍ମଗ୍ରହଣ କରିଥିଲେ। ମାତା...

ପ୍ଲାଷ୍ଟିକ ଡ୍ରମ୍‌ର ଭେଳାରେ ବନ୍ୟାଞ୍ଚଳ ପାରିହେଲେ ବରବଧୂ: ଭିଡିଓ ଭାଇରାଲ

ପାଟନା,୧୪।୭: ମୌସୁମୀ ବର୍ଷାରେ ବିହାରର ଅଧିକାଂଶ ଅଞ୍ଚଳରେ ବନ୍ୟାଭଳି ପରିସ୍ଥିତି ସୃଷ୍ଟି ହୋଇଛି। ଶନିବାର ବିହାରର ଫରବେଶଗଞ୍ଜ ଅଞ୍ଚଳରେ ବିବାହ ପରେ ନବ ଦମ୍ପତି ରାସ୍ତା...

ମୁଲାୟମ ସିଂ ଅସୁସ୍ଥ

ଲକ୍ଷ୍ନୌ,୨୬।୪: ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବ ଶୁକ୍ରବାର ଅସୁସ୍ଥ ହୋଇ ପଡିଛନ୍ତି। ତାଙ୍କୁ ଲକ୍ଷ୍ନୌର ପିଜିଆଇରେ ଭର୍ତ୍ତି କରାଯାଇଛି। ସେଠାରେ ସେ ଏମରଜେନ୍ସି...

ଅମରନାଥ ଯାତ୍ରା: ୨୬ ବର୍ଷରେ ୧୪ ଆତଙ୍କବାଦୀ ଆକ୍ରମଣରେ ୬୮ ତୀର୍ଥଯାତ୍ରୀଙ୍କ ମୃତ୍ୟୁ ଘଟିଛି

ଶ୍ରୀନଗର,୧।୭: ପ୍ରଥମ ଅମରନାଥ ତୀର୍ଥଯାତ୍ରୀ ଦଳ ସୋମବାର କଶ୍ମୀରର ପହଲଗାମ୍‌ ବେସ୍‌ କ୍ୟାମ୍ପଠାରୁ ଯାତ୍ରା ଆରମ୍ଭ କରିଛନ୍ତି। ଗତ ୨୬ ବର୍ଷ ମଧ୍ୟରେ ଅମରନାଥ ଯାତ୍ରା...

ଭିକାରିଙ୍କୁ କର୍ମନିଯୁକ୍ତି ଦେବାକୁ ପ୍ରୟାସ କରୁଛି ଲକ୍ଷ୍ନୌ ମ୍ୟୁନିସିପାଲ କର୍ପୋରେଶନ

ଲକ୍ଷ୍ନୌ, ୭।୭: ଉତ୍ତରପ୍ରଦେଶ ଲକ୍ଷ୍ନୌର ମ୍ୟୁନିସିପାଲ କର୍ପୋରେଶନ ଏବେ ଭିକାରିମାନଙ୍କୁ ଚିହ୍ନଟ କରି ସେମାନଙ୍କୁ ଥଇଥାନ କରିବା ଓ କର୍ମନିଯୁକ୍ତି ଦେବାକୁ ଲକ୍ଷ୍ୟ ରଖିଛି। ଲକ୍ଷ୍ନୌର...

ନେପାଳରେ ମୃତ ଓଡ଼ିଆ ତୀର୍ଥଯାତ୍ରୀଙ୍କ ପରିବାରକୁ ସମବେଦନା ଜଣାଇଲେ ବୈଦେଶିକ ମନ୍ତ୍ରୀ

ନୂଆଦିଲ୍ଲୀ, ୧୨।୬: ନେପାଳରେ ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଓ ତୀର୍ଥଯାତ୍ରୀଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର। ମୃତକଙ୍କ ପରିବାରକୁ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *