Posted inଖେଳ

ଭାରତ ଗସ୍ତରେ ଆସିବେ ଚାର୍ଲୋଟ ଫ୍ଲେୟାର

ନୂଆଦିଲ୍ଲୀ, ୨ା୧୧ (ପି.ଟି.)-ଡବ୍ଲ୍ୟୁଡବ୍ଲ୍ୟୁଇ ଷ୍ଟାର ଚାର୍ଲୋଟ ଫ୍ଲେୟାର ଚଳିତ ମାସ ୧୪ ତାରିଖରେ ୩ ଦିନିଆ ଗସ୍ତରେ ଭାରତ ଆସିବେ। ସେ ମୁମ୍ବାଇରେ ୧୪ ଓ ୧୫ ଏବଂ ବେଙ୍ଗାଲୁରୁରେ ନଭେମ୍ବର ୧୬ରେ ଅବସ୍ଥାନ କରିବା ସହ ତାଙ୍କ ପ୍ରଶଂସକମାନଙ୍କୁ ଭେଟିବେ। ଶିଶୁ ଦିବସ ଅବସରରେ ସେ ମୁମ୍ବାଇରେ ସ୍ପେଶାଲ ଅଲିମ୍ପିକ୍ସ ଆଥଲେଟିକ୍ସମାନଙ୍କୁ ଭେଟିବେ। ଚାର୍ଲୋଟ ହେଉଛନ୍ତି କିମ୍ବଦନ୍ତୀ ଡବ୍ଲ୍ୟୁଡବ୍ଲ୍ୟୁଇ ସୁପରଷ୍ଟାର ରିକ୍‌ ଫ୍ଲେୟାରଙ୍କ ଝିଅ। ଆର୍‌ଏଡବ୍ଲ୍ୟୁ ଓମେନ୍ସ ଚାମ୍ପିୟନଶିପ୍‌ ଜିତିବାରେ ସେ ପ୍ରଥମ ଆଥଲେଟ। ଏହି ଟାଇଟଲ ସେ ଏକାଧିକ ଥର ଜିତିଛନ୍ତି। ସ୍ମାକ୍‌ ଡାଉନ୍‌ ଓମେନ୍ସ ଚାମ୍ପିୟନଶିପ୍‌ରେ ସେ ୫ଥର ଟାଇଟଲ ବିଜୟୀ ହୋଇଛନ୍ତି। ଚାର୍ଲୋଟ ଡବ୍ଲ୍ୟୁଡବ୍ଲ୍ୟୁଇର ମୁଖ୍ୟ ରୋଷ୍ଟରରେ ରେକର୍ଡ ୧୦ ଥର ମହିଳା ଚାମ୍ପିୟନ ହୋଇଛନ୍ତି।


All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି୨୦: ବିଶ୍ୱ ଚାମ୍ପିୟନକୁ ହରାଇଲା ଆୟର୍ଲାଣ୍ଡ

ସେଣ୍ଟ ଜର୍ଜସ (ଗ୍ରେନାଡା), ୧୬।୧ (ଏଏଫ୍‌ପି)- ଭ୍ରମଣକାରୀ ଆୟର୍ଲାଣ୍ଡ ଏଠାରେ ଅନୁଷ୍ଠିତ ପ୍ରଥମ ଟି୨୦ ମ୍ୟାଚ୍‌ରେ ବିଶ୍ୱ ଚାମ୍ପିୟନ ଓ୍ବେଷ୍ଟଇଣ୍ଡିଜକୁ ୪ ରନରେ ରୋମାଞ୍ଚକ ଭାବେ...

ପିବିଏଲ୍‌ର ଅନ୍ତିମ ଲେଗ୍‌ ହାଇଦ୍ରାବାଦକୁ ସ୍ଥାନାନ୍ତର

ବେଙ୍ଗାଲୁରୁ,୧୧।୧(ପି.ଟି.)- ପ୍ରିମିୟର ବ୍ୟାଡ୍‌ମିଣ୍ଟନ ଲିଗ (ପିବିଏଲ୍‌)ର ଅନ୍ତିମ ଲେଗର ମ୍ୟାଚ୍‌ଗୁଡିକ ବେଙ୍ଗାଲୁରୁରୁ ହାଇଦ୍ରାବାଦକୁ ସ୍ଥାନାନ୍ତର କରାଯାଇଛି। ମ୍ୟାଚ୍‌ ଖେଳାଯିବା ପାଇଁ ଭେନୁ ଉପଲବ୍ଧ ନ ହେବାକୁ...

ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫି: ସୁଶ୍ରୀଙ୍କ ପ୍ରଭାବୀ ପ୍ରଦର୍ଶନ ଜାରି; ଫାଇନାଲରେ ଇଣ୍ଡିଆ ‘ବି’

କଟକ ଅଫିସ,୮ା୧- ବାରବାଟୀ ଷ୍ଟାଡିୟମରେ ଚାଲିଥିବା ସିନିୟର ମହିଳା ଟି୨୦ ଚ୍ୟାଲେଞ୍ଜର ଟ୍ରଫିରେ ଇଣ୍ଡିଆ-ବି ଦଳ ଦ୍ୱିତୀୟ ବିଜୟ ହାସଲ କରିଛି। ୩ଟି ମ୍ୟାଚ୍‌ରୁ ୧୦...

ଦ ହଣ୍ଡରେଡ୍‌: ସ୍ମିଥ, ଓ୍ବାର୍ନର ସବୁଠୁ ଦାମୀ ଖେଳାଳି

ଲଣ୍ଡନ,୧୬।୧୦(ପି.ଟି.)- ଆସନ୍ତା ବର୍ଷ ଜୁଲାଇରେ ହେବାକୁ ଥିବା ଭିନ୍ନ କ୍ରିକେଟ ଲିଗ୍‌ ‘ଦ ହଣ୍ଡରେଡ୍‌’ର ଖେଳାଳିଙ୍କ ଡ୍ରାଫ୍ଟରେ ଅଷ୍ଟ୍ରେଲିଆର ଷ୍ଟିଭ ସ୍ମିଥ ଓ ଡେଭିଡ ଓ୍ବାର୍ନର...

ଜାତୀୟ ହୁଇଲଚେୟାର ଫେନ୍ସିଂ:୬ ସ୍ବର୍ଣ୍ଣ ସହ ଓଡ଼ିଶାର ଶ୍ରେଷ୍ଠ ପ୍ରଦର୍ଶନ

ଭୁବନେଶ୍ୱର,୩୦ା୭ (କ୍ରୀଡ଼ା ପ୍ରତିନିଧି)- ଚେନ୍ନାଇର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ୧୨ତମ ଜାତୀୟ ହୁଇଲ ଚେୟାର ଫେନ୍ସିଂ ଚାମ୍ପିୟନଶିପରେ ଓଡ଼ିଶା ୬ ସ୍ବର୍ଣ୍ଣ ଓ...

କ୍ୱାର୍ଟରଫାଇନାଲରୁ ଓହରିଲେ ଫେଡରର

ରୋମ୍‌,୧୮ା୫ (ଏ.ଏଫ୍‌.ପି.)-ଡାହାଣ ଗୋଡ଼ରେ ଆଘାତପ୍ରାପ୍ତ ଯୋଗୁ ବିଶ୍ୱର ୩ ନମ୍ବର ଖେଳାଳି ରୋଜର ଫେଡରର ଏଠାରେ ଚାଲିଥିବା ଇଟାଲିଆନ ଓପନ ଟେନିସ ଟୁର୍ନାମେଣ୍ଟ କ୍ୱାର୍ଟର ଫାଇନାଲ...

ବାଂଲାଦେଶ ବିପକ୍ଷ ଟି୨୦ ସିରିଜପାଇଁ ଦଳ ଚୟନ ଆଜି; କୋହଲିଙ୍କ କାର୍ଯ୍ୟଭାର, ପନ୍ତ, ସାମସନଙ୍କ ଉପରେ ଫୋକସ

ମୁମ୍ବାଇ, ୨୪।୧୦(ପି.ଟି.)- ଭାରତ ଓ ବାଂଲାଦେଶ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ ଅନୁଷ୍ଠିତ ହେବ। ଏଥିପାଇଁ ଭାରତୀୟ ଦଳ ମନୋନୟନ ଗୁରୁବାର ହେବ।...

ବିଶ୍ୱକପ୍‌ରୁ ଷ୍ଟେଇନ୍‌ ଆଉଟ୍‌

ସାଉଥାମ୍ପଟନ୍‌, ୪।୬(ପି.ଟି.)- ଆଇସିସି ବିଶ୍ୱକପ୍‌ରେ ଭାରତ ବିପକ୍ଷ ମ୍ୟାଚ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳକୁ ମଙ୍ଗଳବାର ଶକ୍ତ ଧକ୍କା ଲାଗିଛି। ଦଳର ପ୍ରମୁଖ ତଥା...

Leave a comment

Your email address will not be published. Required fields are marked *