ଭତ୍ତା ଯୋଜନାରେ ସାମିଲ ହେଲେ ୧୧୭ ନୂଆ ହିତାଧିକାରୀ

କେସିଙ୍ଗା,୨୧ା୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଶିରୋଲ ଗ୍ରାମ ପଞ୍ଚାୟତର ନୂତନ ହିତାଧିକାରୀଙ୍କୁ ସରପଞ୍ଚ ଝରଣା ବାଗଙ୍କ ନେତୃତ୍ୱରେ ବୁଧବାର ଭତ୍ତା ବଣ୍ଟନ କରାଯାଇଛି। ଏହି ଭତ୍ତା ବଣ୍ଟନ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ କେସିଙ୍ଗା ବ୍ଲକ ଅଧ୍ୟକ୍ଷ ଚନ୍ଦନ ସେନାପତି ଯୋଗ ଦେଇଥିଲେ। ଉକ୍ତ ପଞ୍ଚାୟତର ୧୧୭ଜଣ ବୃଦ୍ଧାବୃଦ୍ଧଙ୍କୁ ମଧୁବାବୁ ପେନ୍‌ସନ୍‌ ଯୋଜନାରେ ଜଣ ପିଛା ୫୦୦ ଲେଖାଏ ହିସାବରେ ୫୮ହଜାର ୫୦୦ଟଙ୍କା ବଣ୍ଟନ କରାଯାଇଛି। ଏହି କାର୍ଯ୍ୟକ୍ରମରେ ପୂର୍ବତନ ସରପଞ୍ଚ ବିକ୍ରାନ୍ତ ବାଗ, ଜିଆରଏସ୍‌ ଉପେନ୍ଦ୍ର ଗୌଡ଼, ନାଏବ ସରପଞ୍ଚ ଓ ସମସ୍ତ ଓ୍ବାର୍ଡ ସଭ୍ୟାସଭ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦେଶରେ ଲାଗିବ କି ଲକ୍‌ଡାଉନ? ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେବା ପରେ ମୋଦି କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୨୭।୩: ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ପ୍ରାୟ ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ ଏବଂ ଉପରାଜ୍ୟପାଳମାନଙ୍କ ସହିତ ଏକ ଭର୍ଚୁଆଲ ବୈଠକର ଅଧ୍ୟକ୍ଷତା କରିଥିଲେ। ଏହି ବୈଠକର…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ…

ପଶ୍ଚିମ ଏସିଆ ସଂଘର୍ଷ: ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ; ସାମିଲ ହେଲେ ନାହିଁ ଏସବୁ ରାଜ୍ୟର CM

ନୂଆଦିଲ୍ଲୀ,୨୭।୩: ପଶ୍ଚିମ ଏସିଆରେ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ବିଶ୍ୱସ୍ତରୀୟ ପ୍ରଭାବକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri