Posted inଜାତୀୟ

ମରୁଡ଼ିଗ୍ରସ୍ତ ଔରଙ୍ଗାବାଦ୍‌: ସ୍ବେଚ୍ଛାସେବୀ ଅନୁଷ୍ଠାନ ଚାଷୀଙ୍କୁ ଖାଦ୍ୟ ଓ ଗାଈଗୋରୁଙ୍କୁ ଦେଉଛି ମାଗଣା ଦାନା

ଔରଙ୍ଗାବାଦ୍‌,୨୬।୫: ମହାରାଷ୍ଟ୍ର ଔରଙ୍ଗାବାଦ୍‌ରେ ମରୁଡ଼ି ଲାଗି ରହିଛି । ଖାଦ୍ୟ ଓ ପାନୀୟ ଜଳ ଅଭାବ ଉତ୍କଟ ହେବାରେ ଲାଗିଛି। ଏପରିସ୍ଥଳେ ସ୍ଥାନୀୟ ଜୈନ ସଂସ୍ଥାର ମିଳିତ ସହଯୋଗରେ ଆରିତ ସ୍ବେଚ୍ଛାସେବର ସଂଗଠନ ପକ୍ଷରୁ ଚାଷୀଙ୍କୁ ମାଗଣାରେ ଖାଦ୍ୟ ଯୋଗାଇ ଦିଆଯିବା ସହିତ ଗାଈଗୋରୁଙ୍କୁ ଦାନା ଦିଆଯାଉଛି। ଗାଈଗୋରୁଙ୍କ ପାଇଁ ଚାରା ଛାଉଣୀ ଶିବିର ସ୍ଥାପିତ ହୋଇଛି। ଏଠାରେ ସେମାନଙ୍କୁ ଆବଶ୍ୟକ ଦାନା ପ୍ରଦାନ କରାଯାଉଛି। ୩ଟି ତହସିଲ୍‌ର ପ୍ରାୟ ୧୨ ଶହ ଚାଷୀଙ୍କୁ ଖାଦ୍ୟ ଯୋଗାଇ ଦିଆଯାଉଥିବାବେଳେ ଗାଈଗୋରୁଙ୍କ ପାଇଁ ୫୦ଟି ଗୁହାଳ କରାଯାଇଛି। ଏଠାରେ ଚାଷୀ ତଥା ଗାଈଗୋରୁଙ୍କୁ ଦିନରେ ୨ ଥର ମାଗଣାରେ ଖାଇବାକୁ ଦିଆଯାଉଥିବା ସ୍ଥାନୀୟ ବିଧାୟକ ପ୍ରଶାନ୍ତ ବାମ୍‌ ସୂଚନା ଦେଇଛନ୍ତି।


All Right Reserved By

ଇଭିଏମ୍‌ରେ ପଦ୍ମଫୁଲ ତଳେ ଭାଜପା ଲେଖାଯାଇଥିବା ଅଭିଯୋଗ ଆଣିଲା ବିରୋଧି

ନୂଆଦିଲ୍ଲୀ,୨୮।୪: ଇଭିଏମ୍‌ରେ ଭାରତୀୟ ଜନତା ପାର୍ଟି ଚିହ୍ନ ପଦ୍ମତଳେ ଭାଜପା ଲେଖାଯାଇଥିବା ଅଭିଯୋଗ ଆଣିଥିଲେ ବିରୋଧି। ଯାହାର ଏବେ ଜବାବ ରଖିଛନ୍ତି ନିର୍ବାଚନ କମିଶନ। ସେ...

ହନିପ୍ରୀତଙ୍କୁ ନେଇ ୨ କଏଦୀଙ୍କ ମଧ୍ୟରେ ଝଗଡା ବଢିଲା ଆଉ ଏକ ବର୍ଷ ଜେଲ୍‌ଦଣ୍ଡ

ସାଗର,୧୪।୭: ମଧ୍ୟ ପ୍ରଦେଶ ସାଗର ଜିଲାରେ ଥିବା ଏକ ଜେଲ୍‌ରେ ୨ କଏଦୀଙ୍କ ମଧ୍ୟରେ ହନିପ୍ରୀତଙ୍କୁ ନେଇ ଝଗଡା ହେବାରୁ ଜଣେ କଏଦୀଙ୍କର ଜେଲ୍‌ଦଣ୍ଡକୁ ଆଉ...

ଚାଇନା ରାଷ୍ଟ୍ରପତିଙ୍କୁ ସ୍ବାଗତ ଜଣାଇବାକୁ ସରିଲାଣି ସମସ୍ତ ପ୍ରସ୍ତୁତି

ଚେନ୍ନାଇ,୧୦।୧୦: ଅକ୍ଟୋବର ୧୧-୧୨ରେ ଚାଇନା ରାଷ୍ଟ୍ରପତିଙ୍କ ଭାରତ ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସେ ତାମିଲନାଡୁ ଆସିବେ ବୋଲି ଜଣାପଡିଛି। ଚେନ୍ନାଇଠାରେ ଏହି ସମୟରେ ଚାଇନା ରାଷ୍ଟ୍ରପତି...

ଡାକ୍ତରଙ୍କୁ ଆକ୍ରମଣ କରୁଥିବା ବ୍ୟକ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରାଯାଉ: ହେମା

ନୂଆଦିଲ୍ଲୀ,୪।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱିତୀୟ ପାଳିର ପ୍ରଥମ ବଜେଟ୍‌ ଶୁକ୍ରବାର ଉପସ୍ଥାପିତ ହେବ। ହେଲେ ଗୁରୁବାର ମଥୁରାର ଭାଜପା ଏମ୍‌ପି ତଥା ବଲିଉଡ୍‌...

ଲିଭ୍‌ ଇନ୍‌ରେ ରହୁଥିବା ମହିଳା ଅଧିକ ଦୁଃଖି: ସର୍ଭେ ରିପୋର୍ଟ ଲୋକାର୍ପଣ କରିବେ ଆର୍‌ଏସ୍‌ଏସ୍‌ ପ୍ରମୁଖ

ନୂଆଦିଲ୍ଲୀ,୨୨।୯: ସମ୍ପ୍ରତି ଦେଶରେ ଲିଭ୍‌ ଇନ୍‌ରେ ରହିବା ମହିଳା ପୁରୁଷଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେବେ ଏଭଳି ସମ୍ପର୍କରେ ରହୁଥିବା ମହିଳା ଅଧିକ ଦୁଃଖୀ। ଏନେଇ...

ପୋଲିଓ ପୀଡ଼ିତଙ୍କୁ କାନ୍ଧରେ ବୋହି ୮ କିଲୋମିଟର ନେଲେ ଯବାନ

ଛତିଶଗଡ଼,୭।୬: ଛତିଶଗଡ଼ର ଗୁମୋଦି ଗାଁକୁ ସିଆରପିଏଫ୍‌ର ୨୩୧ ବାଟାଲିୟନ ଗୁରୁବାର ପେଟ୍ରୋଲିଂ ପାଇଁ ଯାଇଥିଲେ। ସେହି ସମୟରେ ଉକ୍ତ ଗାଁର ୧୩ ବର୍ଷର ଜଣେ ନାବାଳକ...

ରାଷ୍ଟ୍ରପତିଙ୍କ ଶୋକବ୍ୟକ୍ତ: ଜେଟଲୀଙ୍କ ସ୍ତ୍ରୀ, ପୁଅଙ୍କ ସହ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୪।୮: ପୂର୍ବତନ ଅର୍ଥମନ୍ତ୍ରୀ ଅରୁଣ ଜେଟଲୀଙ୍କର ଶନିବାର ପରଲୋକ ହୋଇଥିବା ବେଳେ ତାଙ୍କ ବିୟୋଗରେ ଭାଙ୍ଗି ପଡିଛନ୍ତି ସମସ୍ତ ପରିବାର ସଦସ୍ୟ। ଏହି ଖବର ଶୁଣିବା...

ବାଲାକୋଟ୍‌ ଷ୍ଟ୍ରାଇକ୍‌ ପରେ ଭାରତ ସୀମାରେ ପ୍ରବେଶ କରିନି ପାକିସ୍ତାନ ବିମାନ: ଧନୋଓ୍ବା

ନୂଆଦିଲ୍ଲୀ, ୨୪।୬: ବାଲାକୋଟ ଷ୍ଟ୍ରାଇକ୍‌ ପରେ ଫେବୃୟାରୀ ୨୭ରେ ଭାରତୀୟ ସୀମାରେ ପାକିସ୍ତାନ ଯୁଦ୍ଧ ବିମାନ ପ୍ରବେଶ କରି ନ ଥିଲା ବୋଲି ଏୟାର ଚିଫ୍‌...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *