ପୋଡ଼ି ହୋଇ ମହିଳା ଗୁରୁତର; ଯୌତୁକ ନିର୍ଯାତନା ଅଭିଯୋଗ: ସ୍ବାମୀ, ଶାଶୁ ଗିରଫ

ଆସିକା,୪ା୧୧(ଡି.ଏନ୍‌.ଏ.)-ଆସିକା ଥାନା ଦେବଭୂମୀ ଗ୍ରାମରେ ବୁଧବାର ସକାଳେ ଜଣେ ମହିଳା ପୋଡି ହୋଇ ଗୁରୁତର ହୋଇଥିଲେ। ସେହେଲେ ସେହି ଗ୍ରାମର ଟୁକୁନା ଚୌଧୁରୀଙ୍କ ସ୍ତ୍ରୀ ମାମାଲି। ବ୍ରହ୍ମପୁର ବଡ ମେଡିକାଲରେ ସେ ମୃତ୍ୟୁ ସହ ସଂଗ୍ରାମ କରୁଥିଲାବେଳେ ଶନିବାର ମାମାଲିଙ୍କ ମା’ ଆସିକା ଥାନାରେ ଅଭିଯୋଗ କରିଛନ୍ତି। ଅଧିକ ଯୌତୁକ ଲାଗି ତାଙ୍କ ଝିଅକୁ ଶାଶୁ ଓ ସ୍ବାମୀ କିରୋସିନି ଢାଳି ପୋଡି ମାରିଦେବା ଲାଗି ଉଦ୍ୟମ କରିଥିବା ଅଭିଯୋଗରେ ଦର୍ଶାଯାଇଛି। ଗତ ୨୦୧୩ରେ ମାମାଲିଙ୍କୁ ବିବାହ ସମୟରେ ଯାନିଯୌତୁକ ସହ ନଗଦ ୪୦ହଜାର ଟଙ୍କା ଦିଆଯାଇଥିଲା। ଆଉ ୮୦ ହଜାର ଟଙ୍କା ଆଣିବାକୁ ଦାବିକରି ଶାଶୁଘର ଲୋକେ ମାମାଲିଙ୍କୁ ନିର୍ଯାତନା ଦେଉଥିବା ଅଭିଯୋଗରେ ଦର୍ଶାଯାଇଛି। ନଂ.୪୦୬/୧୯ରେ ଏକ ମାମଲା ରୁଜୁ କରି ପୋଲିସ ମାମାଲିଙ୍କ ସ୍ବାମୀ ଟୁକୁନା ଓ ଶାଶୁ ଉମାଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଥିବା ଆସିକା ଥାନା ଅଧିକାରୀ ପ୍ରଶାନ୍ତ କୁମାର ସାହୁ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ରାସ୍ତା ନିର୍ମାଣ ପାଇଁ ପ୍ରଶାସନ ପକ୍ଷରୁ ଗଛକଟା

ବନ୍ତ,୨୨।୬(ସ୍ବ.ପ୍ର.): ଭଦ୍ରକ-ଆନନ୍ଦପୁର ୫୩ ନଂ. ରାଜ୍ୟ ରାଜପଥ ନିର୍ମାଣ ନେଇ ବନ୍ତ ତହସିଲ ଅଧୀନ ଟିଲୋ ବଡସାହିଠାରେ ଶନିବାର ପ୍ରଶାସନ ପକ୍ଷରୁ ଗଛକଟା ହୋଇଛି। ରାସ୍ତା...

ସିଲେରୁ ନଦୀରେ ଡଙ୍ଗା ବୁଡି ନିଖୋଜ ଘଟଣା: ୪ ଦିନ ପରେ ୨ ମହିଳାଙ୍କ ମୃତଦେହ ଉଦ୍ଧାର

ମାଲକାନରି, ୬ା୬ (ସ୍ବ.ପ୍ର.)- ସିଲେରୁ ନଦୀରେ ଡଙ୍ଗାବୁଡି ନିଖୋଜ ଥିବା ୨ ମହିଳାଙ୍କ ମୃତଦେହ ଗୁରୁବାର ଉଦ୍ଧାର ହୋଇଛି। ଫଳରେ ଗତ ୪ ଦିନ ଧରି...

ବଣ୍ଡାଘାଟିରେ ଜଳକଷ୍ଟ: ବର୍ଷାଦିନେ ବି ଚୁଆପାଣି ଭରସା

ଗୋବିନ୍ଦପାଲି,୨୨ା୭(ଡି.ଏନ.ଏ.)- ମାଲକାନଗିରି ଜିଲା ଖଇରପୁଟ ବ୍ଲକ ବଣ୍ଡାଘାଟି ଅଞ୍ଚଳରେ ପାନୀୟ ଜଳ ସମସ୍ୟା ଦେଖିବାକୁ ମିଳିଛି। ବର୍ଷାଦିନେ ମଧ୍ୟ ଲୋକେ ଚୁଆପାଣି ଉପରେ ନିର୍ଭର କରୁଛନ୍ତି।...

ମ୍ୟାଲେରିଆ, ଡେଙ୍ଗୁ, ମସ୍ତିଷ୍କ ଜ୍ୱର ସଚେତନତା ଅଭିଯାନ: ୩ ମାସରେ ରୋଗମୁକ୍ତ ସହର ଲକ୍ଷ୍ୟ

ବ୍ରହ୍ମପୁର ଅଫିସ,୩୦ା୬-ବ୍ରହ୍ମପୁର ମହାନଗର ନିଗମ(ବିଏମସି) ଅଞ୍ଚଳରେ ମ୍ୟାଲେରିଆ, ଡେଙ୍ଗୁ, ଡାଇରିଆ, ମସ୍ତିଷ୍କ ଜ୍ୱର ସଚେତନତା ଓ ନିରାକରଣ କାର୍ଯ୍ୟକ୍ରମ ଆସନ୍ତା ୨ ତାରିଖରୁ ଆରମ୍ଭ ହେବ...

ଉବ୍ଦିଦ ବିଜ୍ଞାନ ସମ୍ମାନରେ ପ୍ରୀତିସୁଧା ଟପ୍ପର

ରୂପ୍‌ସା, ୧୩।୬(ଡି.ଏନ.ଏ.)-ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଉବ୍ଦିଦ ବିଜ୍ଞାନ ସମ୍ମାନରେ ଚଳିତବର୍ଷ ଛାତ୍ରୀ ପ୍ରୀତିସୁଧା ମହାପାତ୍ର ଟପ୍ପର ହେବାର ଗୌରବ ଅର୍ଜନ କରିଛନ୍ତି ା ବାଲେଶ୍ୱର ଜିଲା...

ମୁନିଗୁଡ଼ାକୁ ଏନ୍‌ଏସି ମାନ୍ୟତା, ସବଟ୍ରେଜେରୀ, ବାଇପାସ୍‌ ରାସ୍ତା ନିର୍ମାଣ ଦାବି: ଏମ୍‌ପିଙ୍କୁ ଦାବିପତ୍ର

ମୁନିଗୁଡ଼ା,୧୩ା୮(ଡି.ଏନ୍‌.ଏ.)- ରାୟଗଡ଼ା ଜିଲା ମୁନିଗୁଡ଼ା ବିକାଶ ପରିଷଦ ତରଫରୁ ୩ ଦଫା ସମ୍ବଳିତ ଏକ ଦାବିପତ୍ର କୋରାକୁଟ ଏମ୍‌ପି ସପ୍ତଗିରି ଉଲ୍ଲାକଙ୍କୁ ପ୍ରଦାନ କରାଯାଇଛି । ...

ଦୁର୍ଘଟଣାରେ ଗୁରୁତର ଯୁବତୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୭।୧୨: ଗଞ୍ଜାମ ଜିଲା ଗେଟବଜ଼ାର ଛକରେ ଶୁକ୍ରବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଏଥିରେ ବିଷ୍ଣୁ ପ୍ରଧାନ(୩୭)ଗୁରତର ହୋଇଥିଲେ। ତେବେ ଏମ୍‌କେସିଜି ମେଡିକଲରେ...

ଋଣଭାର ଶୁଝି ନ ପାରି ଚାଷୀ ଆତ୍ମହତ୍ୟା ଅଭିଯୋଗ

ଧାମନଗର,୧୮।୯(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବମକୁରା ପଞ୍ଚାୟତ ଦେଉଳଡ଼ିହ ନୂଆପାଟଣା ଗ୍ରାମର ଜଣେ ଚାଷୀଙ୍କର ବୁଧବାର ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଉମାକାନ୍ତ...

Leave a comment

Your email address will not be published. Required fields are marked *