ଡରାଇଚାଲିଛି କରୋନା: ଭୁବନେଶ୍ୱରରୁ ପୁଣି ୧୧୮ ପଜିଟିଭ ଚିହ୍ନଟ; ଜାଣନ୍ତୁ କେଉଁଠୁ କେତେ…‌

ଭୁବନେଶ୍ୱର, ୬।୮(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଅଞ୍ଚଳରୁ ଗୁରୁବାର ଆଉ ୧୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରୁ ୭୧ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୭ ଲୋକାଲ କେସ୍‌ ରହିଛି। ଏ ନେଇ ବିଏମ୍‌ସି ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ତେବେ ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦ଜଣ ସ୍ବାସ୍ଥ୍ୟ ବିଭାଗର ରହିଛନ୍ତି। ଏଥିସହ ଆଜି ୯୦ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

କଟକରେ ଖୋଲିଲା ପାର୍କ

କଟକ ଅଫିସ,୨୭।୫: କଟକରେ ଖୋଲିଲା ପାର୍କ। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ସକାଳ ୭ଟାରୁ ୧୦ଟା ଓ...

୩୮ ନିଶାସକ୍ତ ଗାଡ଼ିଚାଳକ ଗିରଫ

କଟକ ଅଫିସ, ୮।୯: ନୁଆ ମୋଟର ଯାନ ଆଇନ ଲାଗୁ ହେବାପରେ ରାଜ୍ୟରେ ଟ୍ରାଫିକ ନିୟମ କଡାକଡି ଭାବେ ପାଳନ କରାଯାଉଛି। ମୁଖ୍ୟତଃ ମଦ ପିଇ...

ୟୁଏଇରୁ ଫେରିଲେ ୨୧୫ ପ୍ରବାସୀ ଓଡିଆ

ଭୁବନେଶ୍ୱର,୧୪।୬(ବ୍ୟୁରୋ)-ୟୁଏଇର ସାରଜାହା ବିମାନ ବନ୍ଦରରୁ ୨୧୫ ଜଣ ପ୍ରବାସୀ ଓଡିଆଙ୍କୁ ନେଇ ଏକ ସ୍ବତନ୍ତ୍ର ବିମାନ ରବିବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ବିମାନରେ ଥିବା ସମସ୍ତ...

ହାତୀ ନଦୀରେ ବନ୍ୟା: ୭୫ ହଜାର ଲୋକ ପ୍ରଭାବିତ; ୫୫୩୨ ହେକ୍ଟର ଚାଷ ଜମି ଜଳମଗ୍ନ

ଜୁନାଗଡ,୯।୮(ଡି.ଏନ.ଏ.)ମଙ୍ଗଳବାର, ବୁଧବାର ଉପରମୁଣ୍ଡାରେ ଲଗାଣ ବର୍ଷା ଓ ମଙ୍ଗଳପୁର ବ୍ୟାରେଜରୁ ୫ଟି ଗେଟ୍‌ରେ ପାଣି ଛଡାଯିବା ପରେ କଳାହାଣ୍ଡି ଜିଲାରେ ପ୍ରବାହିତ ହାତୀନଦୀରେ ମଙ୍ଗଳବାର ବିଳମ୍ବିତ...

ପ୍ରତ୍ୟେକ ରବିବାର ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ ଅଫିସ,୩।୪: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ି ଚାଲିଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୂଆ ଏସ୍‌ଓପି ଜାରି କରାଯାଇଛି।...

ଓମିକ୍ରନରୁ ରକ୍ଷା କରିବ ଏହି ଏକମାତ୍ର ଉପାୟ

ନୂଆଦିଲ୍ଲୀ,୨୪ା୧୨: ଛଅ ମାସ ମଧ୍ୟରେ ଡିସେମ୍ବର ୨୨ରେ ଦିଲ୍ଲୀରେ ଗୋଟିଏ ଦିନରେ ସର୍ବାଧିକ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହାକୁ ନେଇ ଚିନ୍ତା ବଢ଼ିବାରେ...

ପାନ ଦୋକାନୀରୁ ଓଏଏସ୍‌: ନାରାୟଣଙ୍କୁ ପୁରୁଷୋତ୍ତମପୁରରେ ସମ୍ବର୍ଦ୍ଧନା

ପୁରୁଷୋତ୍ତମପୁର, ୧୦।୧(ଡି.ଏନ୍‌.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରର ନାରାୟଣ ବେହେରା(୨୫) ଓଡିଶା ପ୍ରଶାସନିକ ସେବା(ଓଏଏସ୍‌) ପରୀକ୍ଷାରେ ୫୧ ନଂ ର଼୍ୟାଙ୍କରେ ରହି ପୁରୁଷୋତ୍ତମପୁର ଲାଗି ଗୌରବ...

୪ ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାକୁ ପଦୋନ୍ନତି

ଭୁବନେଶ୍ୱର,୧୫ା୧(ବ୍ୟୁରୋ): ରାଜ୍ୟ ସରକାର ଆଇଏଏସ୍‌ ଅଫିସରଙ୍କୁ ସ୍ତରରେ ପଦୋନ୍ନତି ଦେଇଛନ୍ତି। ୪ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ଅତିରିକ୍ତ ମୁଖ୍ୟ ସଚିବ ପାହ୍ୟାକୁ ପଦୋନ୍ନତି କରାଯାଇଛି। ୧୯୯୧ ବ୍ୟାଚ୍‌ର ...

Advertisement
Archives

Model This Week