ମନ୍ଦିର ପରିସରରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ

ନୟାଗଡ଼ ଅଫିସ, ୪।୧୧: ନୟାଗଡ଼ ଜିଲା ଗଣିଆ ବ୍ଲକ ମଣିଚଦ୍ରା କଳାପଟା ମନ୍ଦିର ପରିସରରୁ ସୋମବାର ସକାଳେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ଗଣିଆ ଥାନା ଛାମୁଣ୍ଡିଆ ଗ୍ରାମର ଗୟାଧର ବାରିକ।
ପ୍ରକାଶ ଯେ, ଭୋର ସମୟରେ କେତେଜଣ ଲୋକ ମନ୍ଦିର ପାର୍ଶ୍ୱଦେଇ ଯାଉଥିବା ବେଳେ ଚଟାଣ ଉପରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଗୟାଧରଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ପାଇଥିଲେ। ଏ ନେଇ ସେମାନେ ଗଣିଆ ଥାନାକୁ ଖବର ଦେଇଥିଲେ। ପପାରିପାର୍ଶ୍ୱିକ ସ୍ଥିତିରୁ ତାଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ଗଣିଆ ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।


All Right Reserved By Dharitri.Com

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ବରିଷ୍ଠ ସହାୟକ ପଦୋନ୍ନତି ମାମଲା: ଦରମା ହ୍ରାସ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ

କଟକ ଅଫିସ, ୧୫।୧୨: ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ପଦୋନ୍ନତି ପାଇ କାର୍ଯ୍ୟ କରୁଥିବା ବରିଷ୍ଠ ସହାୟକଙ୍କ ଦରମା ହ୍ରାସ ସମ୍ପର୍କିତ ବିଜ୍ଞପ୍ତି ହାଇକୋର୍ଟରେ ଅସିଦ୍ଧ ହୋଇଛି। ଗଣେଶ...

ଟ୍ରକ୍‌କୁ ପଛରୁ ପିଟିଲା ବାଇକ୍‌, ଚାଳକ ଗୁରୁତର

କୋରେଇ,୨୬।୯(ସ୍ବ.ପ୍ର.):  କୋରେଇ ଥାନା ଅନ୍ତର୍ଗତ ୨୦ ନମ୍ବର ଜାତୀୟ ରାଜପଥର ଧନେଶ୍ୱର-ଆଲିଆ ମଝିରେ ବୁଧବାର ରାତିରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ପଛରେ ଭାରସାମ୍ୟ...

ବାଲୁଙ୍କେଶ୍ୱର ବାଣ ବଜ଼ାର ସିଲ୍‌କଲା ପୋଲିସ; ୪୬ ବ୍ୟବସାୟୀଙ୍କୁ ହାଜର ପାଇଁ ନୋଟିସ

ବ୍ରହ୍ମପୁର ଅଫିସ,୨୧ା୧୦ -ଗଞ୍ଜାମ ଜିଲା ବ୍ରହ୍ମପୁରରରେ ଥିବା ବାଲୁଙ୍କେଶ୍ୱର ବାଣ ବଜ଼ାରକୁ ରବିବାର ରାତିରେ ପୋଲିସ ସିଲ୍‌ କରିଛି। ବେପାରୀମାନେ ବେଆଇନ ଭାବେ ବାଣ ମହଜୁଦ...

୧୧ ତାରିଖରୁ ପ୍ରଦାନ କରାଯିବ ଜେଇ ଟିକା

ନୟାଗଡ଼ ଅଫିସ,୯।୧୧: ଆସନ୍ତା ୧୧ ତାରିଖରେ ଜିଲାରେ ପ୍ରଥମ ଥର ପାଇଁ ୧ରୁ ୧୫ ବର୍ଷର ସମସ୍ତ ପିଲାଙ୍କୁ ଜାପାନିଜ ଏନସେଫାଲାଇଟିସ (ଜେଇ) ଟିକା ପ୍ରଦାନ...

ଟ୍ରେନ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା

ବ୍ରହ୍ମପୁର ଅଫିସ,୭ା୧୦-ଟ୍ରେନ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକ ହେଲେ ଗେଟବଜାର ଚନ୍ଦ୍ରମଣିପେଟା ସାହିର ରବି ବେହେରା (୨୨)। ସରକାରୀ ରେଳପଥ ପୋଲିସ...

ଶିଶୁଙ୍କ ସାମଗ୍ରିକ ବିକାଶ ଉପରେ ଗୁରୁତ୍ୱ

ପୁରୀ ଅଫିସ, ୨୦ା୧୧ :  ବିଶ୍ୱମ୍ବର ବିଦ୍ୟାପୀଠ ପରିସରରେ ଗୁରୁବାର ଶିଶୁ ସମାଚାର ପକ୍ଷରୁ ବିଶ୍ୱ ଶିଶୁ ଅଧିକାର ଦିବସ ପାଳିତ ହୋଇଯାଇଛି। ଆଇନଜୀବୀ ଶରତ...

ରତ୍ନଭଣ୍ଡାର ଖୋଲିବା ଦାବିରେ ଗଣଧାରଣା

ଛତିଆ,୨୬ା୮(ଡି.ଏନ୍‌.ଏ.): ରତ୍ନଭଣ୍ଡାର ସୁରକ୍ଷା ସମିତି ତରଫରୁ ରବିବାର ସକାଳେ ଛତିଆ ପାନ୍ଥଶାଳା ସମ୍ମୁଖରେ ରତ୍ନଭଣ୍ଡାରର ସୁରକ୍ଷା ଓ ତାଲା ଭାଙ୍ଗିବା ଦାବିରେ ଏକ ଶାନ୍ତିପୂର୍ଣ୍ଣ ଗଣଧାରଣା...

ବଡ଼ସାହିରେ ଭାରତ ବନ୍ଦର ମିଶ୍ରିତ ପ୍ରଭାବ

ବଡ଼ସାହି,୮।୧(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଞ୍ଚଳରେ ଭାରତ ବନ୍ଦ ଡାକରାର ମିଶ୍ରିତ ପ୍ରଭାବ ଦେଖାଦେଇଛି। ବ୍ଲକ କଂଗ୍ରେସର ବଡ଼ସାହି ଜୋନ୍‌ ସଭାପତି ଶଶାଙ୍କ ଶେଖର...

Leave a comment

Your email address will not be published. Required fields are marked *