ଏସିଡିଟିରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଅଧା ଗ୍ଲାସେ…

ସକାଳେ ଜିରା ମିଶା ଗୁଡ଼ପାଣି ପିଇଲେ ବହୁ ଉପକାର ହୋଇଥାଏ। ଏହା ଦ୍ୱାରା ପାଚନକ୍ରିୟା ସ୍ବାଭାବିକ ହେବା ସହିତ ରକ୍ତହୀନତାରୁ ମୁକ୍ତି ମିଳେ। ଏହା କୋଲେଷ୍ଟରଲସ୍ତର ନିୟନ୍ତ୍ରିତ କରି ହାର୍ଟ ଆଟାକ୍‌ରୁ ମୁକ୍ତି ଦେଇଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି। ଖାଦ୍ୟ ଖାଇବାର କିଛି ସମୟ ପୂର୍ବରୁ ଏହି ପାଣି ପିଇଲେ କୋଷ୍ଠକାଠିନ୍ୟ, ଏସିଡିଟି ଏବଂ ପେଟ ଦରଜ ଭଳି ସମସ୍ୟା ଦୂର ହୋଇଥାଏ। ମେଦବହୁଳତାରେ ଏହା ମହୌଷଧୀ ଭଳି କାମ କରେ ବୋଲି ଆୟର୍ବେଦରେ ପରାମର୍ଶ ଦିଆଯାଇଛି।


All Right Reserved By Dharitri.Com

ଏନ୍‌ଆର୍‌ସି ତାଲିକାରୁ ବାଦ୍‌ ପଡିଥିବା ଲୋକଙ୍କ ପାଇଁ ନିର୍ମାଣ ହେଲା ଡିଟେନଶନ ସେଣ୍ଟର

ଗୁଆହାଟି,୧୪।୯: ଆସାମର ନ୍ୟାଶନାଲ ରେଜିଷ୍ଟର ଅଫ୍‌ ସିଟିଜନ(ଏନ୍‌ଆର୍‌ସି) ତାଲିକାରୁ ପ୍ରାୟ ୧୯ ଲକ୍ଷ ଲୋକଙ୍କୁ ବାଦ୍‌ ଦିଆଯାଇଛି। ହେଲେ ଏମାନଙ୍କୁ ତୁରନ୍ତ ବିଦେଶୀ ଘୋଷିତ ନ...

ସ୍ବାମୀଙ୍କ ମୁଣ୍ଡ କାଟି ଥାଳିରେ ଧରି ଥାନାରେ ପହଞ୍ଚିଲେ ମହିଳା

ଗୁଆହାଟୀ, ୩୦।୫: ଆସାମର ଲକ୍ଷ୍ମୀପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମହିଳା ନିଜ ସ୍ବାମୀଙ୍କ ମୁଣ୍ଡ କାଟି ପ୍ଲାଷ୍ଟିକ୍‌ ଥାଳିରେ ରଖି...

ବଡଗାମ ଏନ୍‌କାଉଣ୍ଟର: ଧରାପଡିଲେ ଜଣେ ଆତଙ୍କବାଦୀ

ବଡଗାମ,୧୩।୧: ଜମ୍ମୁ-କଶ୍ମୀରରେ ସୋମବାର କଶ୍ମୀର ଜୋନ୍‌ ପୋଲିସ ଓ ସୁରକ୍ଷା କର୍ମୀଙ୍କ ଉପସ୍ଥିତିରେ ଆରମ୍ଭ ହୋଇଛି ଏନକାଉଣ୍ଟର। ଏହାପରେ ଗଣ୍ଡେରବାଲରୁ ଜଣେ ଆତଙ୍କବାଦୀଙ୍କୁ ଗିରଫ କରାଯାଇଛି।...

ନିଜ ମନ୍ତ୍ରୀଙ୍କଠାରୁ ହାରିଲେ ମୁଖ୍ୟମନ୍ତ୍ରୀ

ରାଞ୍ଚି,୨୪ା୧୨: ସଦ୍ୟ ଅନୁଷ୍ଠିତ ବିଧାନସଭା ନିର୍ବାଚନରେ ଝାଡ଼ଖଣ୍ଡବାସୀ ଭାଜପାକୁ ପ୍ରତ୍ୟାଖ୍ୟାନ କରିଥିବାବେଳେ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମଧ୍ୟ ନିଜ ଆସନରେ ପରାଜୟର ସ୍ବାଦ ଚାଖିବାକୁ ପଡ଼ିଛି।...

ସହଯୋଗ କରିଥିଲା ପୋଲିସ

ନୂଆଦିଲ୍ଲୀ,୧୧ା୧ : ଏବିଭିପି କର୍ମୀ ଅକ୍ଷତ ଅଓ୍ବସ୍ତି ରବିବାର ଜେଏନ୍‌ୟୁ କ୍ୟାମ୍ପସ୍‌ ଆକ୍ରମଣରେ ସମ୍ପୃକ୍ତ ଥିଲେ ବୋଲି କ୍ୟାମେରା ଆଗରେ ସ୍ବୀକାର କରିଛନ୍ତି। ସେଠାରେ କର୍ତ୍ତବ୍ୟରେ...

୮୮ ପୃଷ୍ଠାର ଏଫ୍‌ଆଇଆର୍‌: ଲେଖି ଲେଖି ପୋଲିସ ନୟାନ୍ତ

ଡେରାଡୁନ୍‌: ଗୋଟିଏ କି ଦୁଇଟି ନୁହେଁ, ପୂରା ୮୮ ପୃଷ୍ଠାର ଏଫ୍‌ଆଇଆର (ଫାଷ୍ଟ ଇନ୍‌ଫର୍ମେଶନ ରିପୋର୍ଟ)। ଆଶ୍ଚର୍ଯ୍ୟ ଲାଗୁଛି ନା! ହଁ, ଦେଶର ସବୁଠାରୁ ଲମ୍ବା...

ହୃଦ୍‌ରୋଗ ଓ କ୍ୟାନସର ଦୂର କରେ ଅଶ୍ୱଗନ୍ଧା

ଅଶ୍ୱଗନ୍ଧାରେ ନାନା ଔଷଧୀୟ ଗୁଣ ଭରି ରହିଛି। ଶରୀରରେ ରୋଗ ପ୍ରତିରୋଧକ କ୍ଷମତା ମଜଭୁତ କରିବାକୁ ଚାହୁଁଥିଲେ ଅଶ୍ବଗନ୍ଧା ବ୍ୟବହାର କରନ୍ତୁ। ଅଶ୍ୱଗନ୍ଧାର ଫଳ, ଫୁଲ...

ହାଣ୍ଡି ପନିର

ଆବଶ୍ୟକ ସାମଗ୍ରୀ: ପନିର (୨୦୦ଗ୍ରାମ୍‌), ଅଳ୍ପ ପରିମାଣର ଅଦା(ଘସା ହୋଇଥିବା), ହଳଦୀଗୁଣ୍ଡ (ଅଧା ଚାମଚ), ଗରମ ମସଲା (ଅଧା ଚାମଚ), ଟମାଟୋ (ଗୋଟିଏ), ଗୋଲମରିଚ ଗୁଣ୍ଡ...

Leave a comment

Your email address will not be published. Required fields are marked *