ସ୍କୁଲ ପାଣିଟାଙ୍କିରେ ପଡ଼ି ନାବାଳିକା ମୃତ

ଲଖନପୁର,୪।୧୧(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ବନହରପାଲି ଥାନା ଅଧୀନ ବନ୍ଧବାହାଲ ଶାନ୍ତିନଗରସ୍ଥିତ ଏକ ପ୍ଲେ ସ୍କୁଲ ପାଣିଟାଙ୍କିରେ ପଡ଼ି ସୋମବାର ଜଣେ ନାବାଳିକାଙ୍କ ମୃତ୍ୟୁ ଘଟିଛି । ସେ ହେଲେ ଶାନ୍ତିନଗରର ରାଜକୁମାର ନାଏକଙ୍କ ଝିଅ ଲିଜା (୬)। ଖବରପାଇ ସ୍ଥାନୀୟ ବନ୍ଧବାହାଲ ଫାଣ୍ଡି ପୋଲିସ ପହଞ୍ଚି ନାବାଳିକାଙ୍କ ମୃତଦେହ ଉଦ୍ଧାରକରି ବ୍ୟବଚ୍ଛେଦ ଲାଗି ଜିଲା ମୁଖ୍ୟ ଚିକିତ୍ସାଳୟ ପଠାଇଛି। ଏ ନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁକରି ତଦନ୍ତ ଚଳାଇଛି ।
ସ୍କୁଲ ପରିସରରେ ସିମେଣ୍ଟ ଓ ଇଟାରେ ତିଆରି ଏକ ଖୋଲା ପାଣିଟାଙ୍କି ରହିଛି । ପ୍ରାୟ ୪ ଫୁଟ ଉଚ୍ଛର ଏହି ପାଣିଟାଙ୍କି ଚତୁଃପାଶର୍‌ବରେ କୌଣସି ବାଡ ନ ଥିବା ବେଳେ ଏହା ଅସୁରକ୍ଷିତ ଭାବେ ମୁକୁଳା ପଡିଛି । ନାବାଳିକା ଜଣଙ୍କ ଟାଙ୍କି ନିକଟକୁ ଯାଇଥିବାବେଳେ ଏପରି ଘଟଣାର ଶିକାର ହୋଇଥିବା ଜଣାପଡ଼ିଛି।


All Right Reserved By Dharitri.Com

ଯୁବକଙ୍କ ଗୁପ୍ତାଙ୍ଗ ସହ ବେକ କାଟି ହତ୍ୟା: ପୋଲିସର ତଦନ୍ତ ଆରମ୍ଭ

ସଜନାଗଡ଼,୧୦।୮(ଡି.ଏନ୍‌.ଏ.): ବାଲେଶ୍ବର ଜିଲା ନୀଳଗିରି ଥାନା ଜାମୁଢିଆ ପଞ୍ଚାୟତ କେସୁରା ଗ୍ରାମରେ ଶୁକ୍ରବାର ବିଳମ୍ବିତ ରାତିରେ ଜଣେ ଯୁବକଙ୍କ ବେକ ଓ ଗୁପ୍ତାଙ୍ଗ କାଟି ହତ୍ୟା...

ତୁଷୁରାରେ ଆମ୍ବୁଲେନ୍ସ ସେବା: ରୁଗୀକୁ ନାଇଁ, ଭିଆଇପିକୁ ହଁ

  ଗୁଡ଼ଭେଲା, ୨୫।୧ (ଡି.ଏନ୍‌.ଏ.)- ବଲାଙ୍ଗୀର ଜିଲା ତୁଷୁରା ଏନ୍‌ଏସିରେ ଥିବାର ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରୁଗୀ ଆମ୍ବୁଲାନ୍ସ ସେବାରୁ ବଁଚିତ୍‌ ହେଉଥିଲାବେଲେ ଭିଆଇପିମାନକର ସେବାରେ ଲାଗୁଥିବାର...

ପିଓଏସ୍‌ ମେଶିନ୍‌ରେ ହୋଲଡିଂ ଟ୍ୟାକ୍ସ ଆଦାୟ

ଅନୁଗୋଳ ଅଫିସ, ୨୮।୮-ଅନୁଗୋଳ ପୌରପାଳିକା ପକ୍ଷରୁ ମଙ୍ଗଳବାର ପିଓଏସ୍‌ ମେଶିନ୍‌ରେ ହୋଲ୍‌ଡିଂ ଟ୍ୟାକ୍ସ ଆଦାୟର ଶୁଭାରମ୍ଭ ହୋଇଛି। ଏଣିକି ଲୋକମାନଙ୍କ ନିକଟରୁ ଏପରି ଭାବେ ହୋଲଡିଂ...

ନାଳରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସର ତଦନ୍ତ ଆରମ୍ଭ

ଦିଗପହଣ୍ଡି/ପାଟପୁର,୧୬।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ନିସ୍ତିପୁର ଗ୍ରାମ ନିକଟ ମୁହାଣ ନାଳରୁ ଶୁକ୍ରବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ସେ ହେଲେ ନିସ୍ତିପୁର...

ଭାଇ ସହ ମିଶି ସ୍ବାମୀଙ୍କୁ ହତ୍ୟା ଘଟଣା: ସ୍ତ୍ରୀ,ଶାଳକଙ୍କ ପରେ ଶ୍ୱଶୁର ଗିରଫ

ଜଗନ୍ନାଥପ୍ରସାଦ,୨୩ା୧୧(ଡି.ଏନ.ଏ.): ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଟାଧର ଗ୍ରାମରେ ନିଜ ଶ୍ୱଶୁର ଘରେ ବୁଧବାର ରାତିରେ ଟୁଲୁ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ଟୁଲୁଙ୍କ ସ୍ତ୍ରୀ...

୧୫ଲକ୍ଷ ଟଙ୍କାର ଚୋରି ସାମଗ୍ରୀ ଉଦ୍ଧାର, ୬ ଗିରଫ

ବାଲେଶ୍ୱର ଅଫିସ, ୩୧।୮-ବାଲେଶ୍ୱର ଟାଉନ ଥାନା ଅଧୀନ ସୁନହଟ କନକଦୁର୍ଗା ମନ୍ଦିର ନିକଟସ୍ଥ ପରମେଶ୍ୱର ପ୍ରଧାନଙ୍କ ଭଉଣୀ ଘରୁ ଗତ ୨୭ତାରିଖ ରାତିରେ ସୁନାଗହଣା, ନଗଦ...

ଅବହେଳିତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ: ଗୋଟିଏ କୋଠରିରେ ଚାଲିଛି ପାଞ୍ଚ ଶ୍ରେଣୀ

କୋରୁକୋଣ୍ଡା,୨୪।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ କନ୍ଧଗୁଡ଼ା ପ୍ରାଥମିକ ବିଦ୍ୟାଳୟ ବହୁ ଅବ୍ୟବସ୍ଥାରେ ଚାଲିଛି। ଏହି ବିଦ୍ୟାଳୟରେ ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ...

ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ପ୍ରେମ ସମ୍ପର୍କକୁ ନେଇ ହତ୍ୟା ସନ୍ଦେହ

ବନ୍ତଳା,୮।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା ପୁରୁଣା କୋଟ ଥାନା ସାରଧାପୁର ପଞ୍ଚାୟତର ଗୁରୁଧି ଗ୍ରାମ ଆମ୍ବ ତୋଟାରେ ମଙ୍ଗଳବାର ସକାଳେ ସୁଶୀଲ ଦାସ (୧୯) ଓରଫ ଟିନୁଙ୍କର ଝୁଲନ୍ତା...

Leave a comment

Your email address will not be published. Required fields are marked *