ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିସ୍ଥାପିତଙ୍କ ଆମରଣ ଅନଶନ

ଲଖନପୁର,୪।୧୧(ଡି.ଏନ୍‌.ଏ): ହୀରାକୁଦ ନଦୀବନ୍ଧ ଯୋଜନାରେ ବିସ୍ଥାପିତ ଲୋକଙ୍କୁ ୧୦ ଡିସିମିଲ ଘରଡ଼ିହ ଜମି ଯୋଗାଇ ଦେବା ପାଇଁ ସରକାର ଘୋଷଣା କରିଥିଲେ। ମାତ୍ର ସରକାରଙ୍କ କାଳବିଳମ୍ବ ଯୋଗୁ ଲୋକେ ଏଥିରୁ ବଞ୍ଚିତ ହେଉଛନ୍ତି । ଏହାର ପ୍ରତିବାଦରେ ଲଖନପୁର ତହସିଲ ଅଞ୍ଚଳର ବିସ୍ଥାପିତ ସୁଖାଡ଼ିହି ଗ୍ରାମର ଲୁରା ସାହୁ, କୁରେଇମାଲ ଗ୍ରାମର ରାଧାକାନ୍ତ ସାହୁ ଓ ଅଶ୍ବିନୀ ସାହୁ ପ୍ରମୁଖ ସୋମବାରରୁ ଆମରଣ ଅନଶନରେ ବସିଛନ୍ତି । ଏହାକୁ ହୀରାକୁଦ ବୁଡି ଅଞ୍ଚଳ ସଂଗ୍ରାମ ସମିତି ସମର୍ଥନ ଜଣାଇଛି ।


All Right Reserved By Dharitri.Com

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

ତିର୍ତ୍ତୋଲ,୨୪।୧୦(ଡି.ଏନ୍‌.ଏ.): ଜଗତସିଂହପୁର ଜିଲା ତିର୍ତ୍ତୋଲ ଥାନା ଅନ୍ତର୍ଗତ କନକପୁର ଫାଣ୍ଡି ଅଧୀନ କଟରା ପୋଖରୀରୁ ପୋଲିସ ଏକ ମୃତଦେହ ସକାଳୁ ଉଦ୍ଧାର କରିଛି। କଟରା ପଞ୍ଚାୟତ...

ନନ୍ଦନକାନନରୁ ଚନ୍ଦକା ଗଲେ ୭ ହରିଣ

ବାରଙ୍ଗ,୮ା୧୨(ଡି.ଏନ୍‌.ଏ) ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଶନିବାର ୭ଟି ଚିତ୍ରାହରିଣ ଚନ୍ଦକା ଜଙ୍ଗଲରେ ଛଡ଼ାଯାଇଛି। ଚନ୍ଦକାରେ ଛଡ଼ାଯିବାର ଏହା ହେଉଛି ତୃତୀୟ ପର୍ଯ୍ୟାୟ। ଇତି ମଧ୍ୟରେ ପ୍ରାୟ...

ଦାଦନ ଦୁଖ୍‌: ଯାଇଥିଲେ ରୁଜ୍‌ଗାର କରି, ଫିରଲେ ଦିବ୍ୟାଙ୍ଗ ହେଇ

ଖଡ଼ିଆଳ,୩୧। ୭(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଖଇରପଦର ଗାଁର ଚରଣ ମାଝି। ସେ ଆଦିବାସୀ ସମାଜର ହେଇଥିଲାବେଲେ କାମ୍‌ଧଁଦାର ଲାଗି ଗୁଜରାଟ ଗାନ୍ଧିଧାମ ଅଂଚଲକେ...

୧୦ଥର ଆବେଦେନ କରି ନିରାଶ: ଭତାରୁ ବଁଚିତ୍‌ ବୁରୁଧ୍‌ ଦମ୍ପତି

ଗଣ୍ଡତୁରୁମ, ୫ା୧୨ (ଡି.ଏନ.ଏ.)- ବରଗଡ଼ ଜିଲା ଭେଡ଼େନ ବ୍ଲକ ମହୁଲପାଲି ଗାଁର ଘନ ଦେହେରୀ(୯୦)। ସେ ଭତାର ଲାଗି ପାଖାପାଖି ୧୦ ଥର ଆବେଦନ କରି...

୨୫ ଗ୍ରାମ୍‌ ବ୍ରାଉନସୁଗାର ଜବତ, ୫ ଗିରଫ

ରେମୁଣା, ୬।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡା ଥାନା ଶେରଗଡ ଟୋଲଗେଟ୍‌ଠାରେ ପୋଲିସ ଏକ କାର୍‌ ତନଖି କରି ସେଥିରୁ ୨୫ ଗ୍ରାମ୍‌ ବ୍ରାଉନସୁଗାର ଜବତ କରାଯାଇଛି। କାର୍‌ରେ...

ଅନୁଗୋଳ ପୌରପାଳିକାର ଅଜବ ନୀତି: ଆଗେ ପ୍ରଚାର, ପରେ ପଲିଥିନ ଚଢ଼ାଉ

ଅନୁଗୋଳ ଅଫିସ, ୨୯।୯ – ଅକ୍ଟୋବର ୨ରୁ ସହରାଞ୍ଚଳରେ ପଲିଥିନ ବନ୍ଦ ପାଇଁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହା ପୂର୍ବରୁ ମଧ୍ୟ ଅନୁଗୋଳ ପୌରପାଳିକା...

ଏସ୍‌ଏଚ୍‌ଜି ସଭ୍ୟାଙ୍କୁ ନେଇ ମତ୍ସ୍ୟ ଚାଷ ସମ୍ପର୍କିତ ତାଲିମ ଶିବିର ଉଦ୍‌ଘାଟନ

କର୍ଲାମୁଣ୍ଡା,୬।୮(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରାଜୀବ ଗାନ୍ଧୀ ସେବାକେନ୍ଦ୍ରଠାରେ ପଞ୍ଚାୟତ ପୋଖରୀରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ମାଛ ଚାଷ ସମ୍ବନ୍ଧୀୟ ବ୍ଲକସ୍ତରୀୟ ୨...

ଓଡ଼ିଶାକୁ ସ୍ବତନ୍ତ୍ର ପାହ୍ୟା ଦାବିରେ ପଦଯାତ୍ରା

ଚମ୍ପୁଆ, ୧୯।୧୦ (ଡି.ଏନ.ଏ.)-ଓଡିଶାକୁ ସ୍ବତନ୍ତ୍ର ପାହ୍ୟା ଦାବିରେ ଆନ୍ଦୋଳନ କରୁଥିବା ଜନସଚେତନା ମଞ୍ଚର ଆବାହକ ସତ୍ୟବ୍ରତ ଦାସ ୩୧୪ ବ୍ଲକକୁ ପଦଯାତ୍ରା ଆରମ୍ଭ କରିବା ପରିପ୍ରେକ୍ଷୀରେ...

Leave a comment

Your email address will not be published. Required fields are marked *