Posted inଖେଳ

ଗୋଆ ଅନ୍ତର୍ଜାତୀୟ କରାଟେରେ ଜାହିଦଙ୍କ ସଫଳତା

କଟକ ଅଫିସ,୨୭ା୫- ଗୋଆରେ ଅନୁଷ୍ଠିତ ଅନ୍ତର୍ଜାତୀୟ କରାଟେ ଚାମ୍ପିୟନଶିପ୍‌ରେ କଟକର ମହମ୍ମଦ ଜାହିଦ ସଫଳତା ପାଇଛନ୍ତି । ଜାହିଦ ଗୋଟିଏ ଲେଖାଏ ସ୍ବର୍ଣ୍ଣ, ରୌପ୍ୟ ଓ ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି । ଏହି ସଫଳତା ନିମନ୍ତେ ଜାହିଦ ସେନସେଇ ଶତ୍ରୁଜିତ ଚୌଧୁରୀ, ସେନସେଇ ରିଚାର୍ଡ ଆମୋସଙ୍କୁ କୃତଜ୍ଞତା ଜଣାଇଛନ୍ତି । ସୂଚନା ଥାଉକି, ଗତ ୧୯ରୁ ୨୩ ତାରିଖ ପର୍ଯ୍ୟନ୍ତ ହୋଇଥିବା ଉକ୍ତ ଚାମ୍ପିୟନଶିପ୍‌ରେ ଓଡ଼ିଶା ବିଭିନ୍ନ ବର୍ଗରେ ଶ୍ରେଷ୍ଠ ପ୍ରଦର୍ଶନ କରିବା ସହ ସର୍ବାଧିକ ପଦକ ବିଜୟୀ ହୋଇଥିବା ଜଣାପଡ଼ିଛି ।


All Right Reserved By

Posted inଖେଳ

ମହିଳା ପର୍ବତାରୋହୀ କଳ୍ପନା ଦାଶ ମୃତ

ଭୁବନେଶ୍ୱର,୨୪।୫(ସ୍ପୋଟର୍‌ସ ବ୍ୟୁରୋ)- ସାରା ଭାରତରେ ନିର୍ବାଚନୀ ଉଷ୍ମତା ଛାଇ ରହିଥିବାବେଳେ ଓଡ଼ିଶା କ୍ରୀଡ଼ା ପାଇଁ ଆସିଛି ଏକ ଦୁଃଖଦ ଖବର। ରାଜ୍ୟର ପ୍ରଥମ ଏଭରେଷ୍ଟ ଆରୋହଣକାରୀ...

ଏସିଆନ୍‌ କୋଚ୍‌ ଭାବେ ଏହେସାସ ହୋତାଙ୍କ ସଫଳତା

ବୀରମହାରାଜପୁର, ୧୦।୬ (ଡି.ଏନ୍‌.ଏ): ଜାତୀୟ ଏବଂ ଅନ୍ତର୍ଜାତୀୟସ୍ତରର କ୍ରୀଡ଼ା କ୍ଷେତ୍ରରେ ଲଗାତର ପାରଦର୍ଶିତା ପ୍ରଦର୍ଶନ କରି ଚର୍ଚ୍ଚାକୁ ଆସିଥିବା ସୁବର୍ଣ୍ଣପୁର ଜିଲା ବୀରମହାରାଜପୁରର ଯୁବ କ୍ରୀଡାବିତ୍‌...

୪ ସପ୍ତାହରେ ଫିଟ୍‌ ହେବେ ନେମାର

ପ୍ୟାରିସ୍‌,୯ା୬(ଏଏଫ୍‌ପି): ବ୍ରାଜିଲ ଷ୍ଟାର ଖେଳାଳି ଜୁନିୟର ନେମାର ଆସନ୍ତା ୪ ସପ୍ତାହ ମଧ୍ୟରେ ଗୋଇଠି ସମସ୍ୟାରୁ ମୁକ୍ତ ହେବେ ବୋଲି ଆଶା କରାଯାଉଛି। ତାଙ୍କ ସମସ୍ୟାରେ...

ଅବସର ନେବେ ନାହିଁ ହାଫିଜ୍‌

କରାଚୀ, ୧୧।୭ (ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ନୈରାଶ୍ୟଜନକ ପ୍ରଦର୍ଶନ କରି ଲିଗ୍‌ ପର୍ଯ୍ୟାୟରୁ ବିଦାୟ ନେଇଥିଲେ ମଧ୍ୟ ପାକିସ୍ତାନ ଭେଟେରାନ ଅଲ୍‌ରାଉଣ୍ଡର ମହମ୍ମଦ ହାଫିଜ...

ଆନ୍ତଃ ସ୍କୁଲ ଫୁଟବଲ: ବିଜେଇଏମ୍‌ ବିଜୟୀ

ଭୁବନେଶ୍ୱର, ୭।୮(କ୍ରୀଡ଼ା ପ୍ରତିନିଧି): ୟୁନିଟ-୬ ଆଥଲେଟିକ୍‌ ଆସୋସିଏଶନ ଆନୁକୂଲ୍ୟରେ ୬ ନମ୍ବର ହାଇସ୍କୁଲ ପଡ଼ିଆରେ ଚାଲିଥିବା ୟୁନିଲାଇଟ କପ୍‌ ଆନ୍ତଃସ୍କୁଲ ଫୁଟବଲ ଟୁର୍ନାମେଣ୍ଟରେ ବୁଧବାର ଗୋଟିଏ...

ବିଶ୍ୱକପ ଦଳରୁ ବାଦ୍‌ ପଡିବାରୁ କାନ୍ଦିଲେ ଏହି ବ୍ୟାଟ୍ସମ୍ୟାନ୍‌

କାବୁଲ, ୧୦।୬: ବିଶ୍ୱକପ୍‌ ଦଳରେ ସ୍ଥାନ ନ ମିଳିବାରୁ କାନ୍ଦିକି ନିଜ ଅକ୍ରୋଶ ଜାହିର୍‌ କରିଛନ୍ତି ଆଫଗାନିସ୍ତାନ କ୍ରିକେଟ ଦଳର ଓ୍ବିକେଟକିପର୍‌ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ଶେହଜାଦ୍‌।...

ସ୍କଟ୍‌ଲାଣ୍ଡର ରେକର୍ଡ ଟି୨୦ ବିଜୟ

ଲଣ୍ଡନ, ୧୭।୯ (ଏଏଫ୍‌ପି)- ଏଠାରେ ଚାଲିଥିବା ତ୍ରି-ରାଷ୍ଟ୍ରୀୟ ଟି୨୦ ସିରିଜର ଏକ ମ୍ୟାଚ୍‌ରେ ସ୍କଟ୍‌ଲାଣ୍ଡ୍‌ ୫୮ ରନରେ ନେଦରଲାଣ୍ଡ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ସ୍କଟ୍‌ଲାଣ୍ଡ...

ଅମିରଙ୍କୁ ମିଳିଲା ଦୁଇ ଚେତାବନୀ

ମାଞ୍ଚେଷ୍ଟର,୧୬ା୬: ଏଠାରେ ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯାଉଥିବା ବିଶ୍ୱକପ୍‌ ମ୍ୟାଚ୍‌ରେ ଦକ୍ଷ ବୋଲର ମହମ୍ମଦ ଅମିରଙ୍କୁ ଅମ୍ପାୟର ଦୁଇ ଥର ଚେତାବନୀ ଦେଇଛନ୍ତି। ଭାରତ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *