ଯୁବତୀଙ୍କୁ ବଳାତ୍କାର, ଜଣେ ଗିରଫ

ବ୍ରହ୍ମପୁର ଅଫିସ,୬ା୧୧-ଜନୈକା ଯୁବତୀଙ୍କୁ ବଳାତ୍କାର କରିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ମଙ୍ଗଳବାର ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ କୈଳାସନଗରର ଦଣ୍ଡପାଣି ବେହେରା। ମାମଲା ନଂ. ୧୯୩/୧୯ରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି। ପ୍ରକାଶ ଯେ, ଜଣେ ଯୁବତୀଙ୍କୁ ଦଣ୍ଡପାଣି ବଳାତ୍କାର କରିଥିବା ନେଇ ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ । ପୋଲିସ ଘଟଣାର ତଦନ୍ତ କରି ଦଣ୍ଡପାଣିଙ୍କୁ ମଙ୍ଗଳବାର ଗରିଫ କରିଥିଲା। ଡ଼ାକ୍ତରୀ ମାଇନା କରିବା ପରେ ତାଙ୍କୁ କୋର୍ଟଚାଲାଣ କରାଯାଇଛି।


All Right Reserved By Dharitri.Com

ଆଇନଜୀବୀ ସଂଘ, ପୋଲିସ ପକ୍ଷରୁ ସଡ଼କ ସୁରକ୍ଷା ଅଭିଯାନ

ଜୁନାଗଡ,୧୯।୯(ଡି.ଏନ.ଏ.) କଳାହାଣ୍ଡି ଜିଲା ଜୁନାଗଡ ଆଇନଜୀବୀ ସଂଘ ଓ ସ୍ଥାନୀୟ ପୋଲିସ ପକ୍ଷରୁ ବୁଧବାର ଜେଏମ୍‌ଏଫସି କୋର୍ଟ ପରିସରରେ ସଡକ ସୁରକ୍ଷା ଅଭିଯାନ ସଚେତନତା କାର୍ଯ୍ୟକ୍ରମ...

ସାତ୍‌ସପନ ହେଇଛେ ଆବାସ ଯୋଜନା: ସହଦେବକେ ସାହା ପରହର ପରଛି

ବିଜେପୁର, ୧୨।୭ (ଡି.ଏନ.ଏ): ଖରା, ବରଷା, ଶୀତନୁ ରକ୍ଷା ପାଏବାର ଲାଗି ଗରିବ ଦୁଖିକୁ କେନ୍ଦ୍ର ପ୍ରଧାନମନ୍ତ୍ରୀ ଆବାସ ଆର ରାଏଜ ସରକାର ମୋ କୁଡିଆ...

ସ୍ମାର୍ଟ ଫେରିବାଲା: ସୁଟ୍‌ ବୁଟ୍‌ ପିନ୍ଧା ବହି ବିକାଳି ଗିରଫ

ଭୁବନେଶ୍ୱର, ୩୧ା୭(ବ୍ୟୁରୋ): ଭାରତୀୟ ରେଳବାଇ ଷ୍ଟେଶନ ଓ ଟ୍ରେନ ଭିତରେ ଫେରିବାଲା ବିକ୍ରିକୁ ବେଆଇନ ଘୋଷଣା କରିବା ପରେ ବୁଲା ବିକାଳିଙ୍କ ଚିନ୍ତା ବଢ଼ିଯାଇଛି। ଫଳରେ...

ହଳଦିଆ ଘାଟରେ ବୁଡିଲା ଡଙ୍ଗା

ବାଲେଶ୍ୱର ଅଫିସ, ୯ା୯-ବାଲେଶ୍ୱର ଜିଲା ରେମୁଣା ବ୍ଲକ ହଳଦିଆ ଗ୍ରାମ ଦେଇ ପ୍ରବାହିତ ବୁଢାବଳଙ୍ଗ ନଦୀର ହଳଦିଆ ଘାଟରେ ରବିବାର ସନ୍ଧ୍ୟା ପ୍ରାୟ ୭ଟା ୪୦...

ହାଇକୋର୍ଟରେ ବାରବାଟୀ-କଟକ ବିଧାନସଭା ନିର୍ବାଚନ ମାମଲା: ଜବାବ ଦାଖଲ ପାଇଁ ମହଲତ ନେଲେ ବିଧାୟକ

କଟକ ଅଫିସ,୧୪ା୯: ବାରବାଟୀ-କଟକ ବିଧାନସଭା ନିର୍ବାଚନକୁ ନେଇ ହାଇକୋର୍ଟରେ ଚାଲିଥିବା ମାମଲାରେ ବିଧାୟକ ମହମ୍ମଦ ମୋକିମ ଶୁକ୍ରବାର ଜବାବ ଦାଖଲ ପାଇଁ ଅଦାଲତଙ୍କଠାରୁ ମହଲତ ନେଇଛନ୍ତି।...

ଆଇସ୍‌କ୍ରିମ୍‌ରୁ ବାହାରିଲା ବ୍ଲେଡ୍‌

ନୟାଗଡ଼ ଅଫିସ,୨୯ା୧୦: ନୟାଗଡ଼ ସଦର ବ୍ଲକ ବାଘେରା ଧବଳେଶ୍ୱର ଯାତ୍ରାରେ ସୋମବାର ଏକ ଆଇସ୍‌କ୍ରିମ୍‌ରୁ ବ୍ଲେଡ୍‌ ବାହାରିଥିବା ଦେଖିବାକୁ ମିଳିଥିଲା। ଇଟାମାଟି ତେଲିସାହିର ରଞ୍ଜନ କୁମାର...

ସଫା ହେଲାନି ମୂର୍ତ୍ତି ବିସର୍ଜନ ପୋଖରୀ

ଚମ୍ପୁଆ,୨୬। ୮(ଡି.ଏନ.ଏ.)-ଆସୁଛି ପାର୍ବଣ ଋତୁ। ଆଗକୁ ବିଭିନ୍ନ ପୂଜା ପରେ ମୃଣ୍ମୟ ମୂର୍ତ୍ତି ବିସର୍ଜନ କରଯିବ। ସେଥିପାଇଁ ପ୍ରଶାସନ ପୂର୍ବରୁ ସଜାଗ ରହିବା ଦରକାର। କିନ୍ତୁ...

ଟ୍ରକ୍‌ ଧକ୍କାରେ ସାଇକେଲ ଆରୋହୀ ମୃତ: ଉତ୍ତେଜନା, ରାଜପଥ ଅବରୋଧ

ଅନୁଗୋଳ ଅଫିସ, ୯।୧୨ – ଅନୁଗୋଳ ସହରସ୍ଥିତ ଅଗ୍ନିଶମ ବିଭାଗ ଛକରେ ଶନିବାର ଏକ ଦୁର୍ଘଟଣାରେ ସୌଭାଗ୍ୟନଗରର ଦୋଳ ଗୋଚ୍ଛାୟତ(୩୨)ଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣା ପରେ...

Leave a comment

Your email address will not be published. Required fields are marked *