ଭୋର ୫ଟାରେ ଏସସିବି ମେଡିକାଲରେ ଅଚାନକ ପହଞ୍ଚିଲେ ଭି.କେ ପାଣ୍ଡିଆନ

କଟକ ଅଫିସ୍‌,୬।୧୧:କଟକ ଏସସିବି ମେଡିକାଲରେ ଭୋର ୫ଟାରେ ପହଞ୍ଚିଲେ ୫ଟି ସଚିବ ଭି.କେ ପାଣ୍ଡିଆନ। ଅଚାନକ ବଡ଼ ମେଡିକାଲରେ ପହଞ୍ଚି ବିଭିନ୍ନ ୱାର୍ଡ ବୁଲି ରୋଗୀଙ୍କ ସହ ଆଲୋଚନା କରିବା ସହ ଭିତ୍ତିଭୂମି ଯାଞ୍ଚ କରିଛନ୍ତି ସଚିବ। ପାଣ୍ଡିଆନଙ୍କ ସହିତ ସ୍ବାସ୍ଥ୍ୟ ସଚିବ ପ୍ରମୋଦ କୁମାର ମେହେର୍ଦ୍ଦା, ଏନଏଚଏମ ନିର୍ଦ୍ଧେଶିକା ଶାଳିନୀ ପଣ୍ଡିତ, କଟକ ଜିଲାପାଳ ଭବାନୀ ଶଙ୍କର ଚଇନି ମେଡିକାଲ କଲେଜରେ କାଜୁଆଲିଟି ପରିଦର୍ଶନ ପରେ ମେଡିକାଲର ଭିତ୍ତିଭୂମି ଅନୁଧ୍ୟାନ କରିଥିଲେ। ସୂଚନାଯୋଗ୍ୟ, ବୁଧବାର ସନ୍ଧ୍ୟାରେ ମେଡିକାଲର ସମସ୍ତ ବିଭାଗର ପ୍ରଫେସର ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏକ ଉଚ୍ଚସ୍ତରୀୟ ବୈଠକ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।


All Right Reserved By Dharitri.Com

କଳାବଜାରରେ ବିକ୍ରି ହେଉଛି ସାଧାରଣ ବଣ୍ଟନ ସାମଗ୍ରୀ: କୋଠ ଘରୁ ଶତାଧିକ ପିଡିଏସ୍‌ ଚାଉଳ ବସ୍ତା ଜବତ

ରସୁଲପୁର,୩୦-୧୦(ଡି.ଏନ୍‌.ଏ.)- ଯାଜପୁର ଜିଲା ରସୁଲପୁର ବ୍ଲକରେ ସାଧାରଣ ବଣ୍ଟନ ସାମଗ୍ରୀ ପ୍ରଦାନରେ ସରକାରଙ୍କ ୫-ଟି ପ୍ରୟୋଗ ସମ୍ପୂର୍ଣ୍ଣ ଫେଲ୍‌ ମାରିଛି। ଭୂତ ଚାଉଳ କାର୍ଡ ହାତେଇବାରେ...

ସୁନା ଶଙ୍ଖ ବିକିବା ଆଳରେ ଅପହରଣ: ଅପହୃତ ଯୁବକ ଉଦ୍ଧାର

ନବରଙ୍ଗପୁର,୧୯।୯(ବି.ପ୍ର.)- ସୁନା ଶଙ୍ଖ ଅଛି। କମ ମୂଲ୍ୟରେ ମିଳିଯିବ। କଟକ ଜିଲା କନ୍ଦରପୁର ଥାନା ଅଧୀନ ସିଦ୍ଧେଶ୍ୱରପୁର ଗାଁର କେଦାର ନାଥ ମଲ୍ଲିକଙ୍କ ପୁଅ ରଶ୍ମୀ...

କୋଟପାଡ଼ରେ ବିଜେଡି ଆଗୁଆ

କୋଟପାଡ଼, ୨୩।୫(ଡି.ଏନ୍‌.ଏ.)- କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ବିଜେଡିର ପଦ୍ମିନୀ ଦିଓ୍ବାନ ୩୧୨୬ ଭୋଟ ପାଇଥିବାବେଳେ କଂଗ୍ରେସର...

ଗାଇଡ୍‌ଲାଇନ ଜାରି କଲା ଜିଲା ସ୍ବାସ୍ଥ୍ୟ ବିଭାଗ

ଫୁଲବାଣୀ ଅଫିସ, ୨ା୭-କନ୍ଧମାଳ ଜିଲା ଦାରିଙ୍ଗିବାଡି ବ୍ଲକରେ ଦୁଇ ଦିନ ତଳେ ଖଟିଆରେ ମୃତଦେହ ବୁହାଯିବା ଘଟଣା ପରେ ଜିଲା ପ୍ରଶାସନର ଚେତା ପଶିଛି ା...

ହୋମ୍‌ଗାର୍ଡଙ୍କୁ ବରୀ ବିଧାୟିକା ସ୍ବାମୀଙ୍କ ମାଡ଼ ଘଟଣା: ଓଏଚ୍‌ଆର୍‌ସିଙ୍କୁ ଭେଟିଲା ଭାଜପା ପ୍ରତିନିଧି ଦଳ

ଭୁବନେଶ୍ୱର,୧୫ା୧୦(ବ୍ୟୁରୋ): ଯାଜପୁର ଜିଲା ବରୀ ବ୍ଲକ ଔପଦା ଗଁାର ଜଣେ ଅନୁସୂଚିତ ଜାତିର ହୋମ୍‌ଗାର୍ଡ ରଞ୍ଜନ ମଲ୍ଲିକଙ୍କୁ ବିଧାୟିକା ସୁନନ୍ଦା ଦାସଙ୍କ ସ୍ବାମୀ ମାଡ଼ ମାରିବା...

ଶିମିଳିପାଳ ବନାଞ୍ଚଳବାସୀଙ୍କୁ ମିଳିବ ଜରୁରୀ ଚିକିତ୍ସାସେବା: ଜିଲା ପ୍ରଶାସନକୁ ନୂତନ ଆମୁଲାନ୍ସ ପ୍ରଦାନ

ବାରିପଦା ଅଫିସ,୬।୧୦- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାର ଶିମିଳିପାଳ ବନାଞ୍ଚଳବାସୀଙ୍କୁ ଜରୁରୀ ସ୍ବାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଭାରତ ସରକାରଙ୍କ ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ପରିଚାଳିତ,...

ବସ୍‌ରୁ ୬୦ ହଜାର ଟଙ୍କାର ଏସିଡ୍‌ ଜବତ: ୩ ଅଟକ

ବାଲେଶ୍ୱର ଅଫିସ/ବସ୍ତା,୭।୯(ନି.ପ୍ର.): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ୬୦ ନଂ. ଜାତୀୟ ରାଜପଥ ଦେଇ ଯାଉଥିବା ଏକ ଘରୋଇ ବସ୍‌ରୁ ଶୁକ୍ରବାର ବିଳମ୍ବିତ ରାତିରେ...

ଫନୀ ଉଜାଡ଼ିଦେଲା କଦଳୀ କ୍ଷେତ

ପଦ୍ମପୁର, ୧୧।୫ (ଡି.ଏନ.ଏ.) – ବାତ୍ୟା ‘ଫନୀ’ ପ୍ରଭାବରେ ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ପଦ୍ମପୁର ଗ୍ରାମର ଶଶିଭୂଷଣ ଦାଶଙ୍କର କଦଳୀ କ୍ଷେତ ଉଜୁଡ଼ି ଯାଇଛି।...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *