ରାଜ୍ୟରେ ବିପଦସଙ୍କୁଳ ଅବସ୍ଥାରେ ୧୧,୯୨୯ ସ୍କୁଲଘର

ଭୁବନେଶ୍ୱର,୧୫ା୩(ବ୍ୟୁରୋ)-ରାଜ୍ୟରେ ୧୧,୯୨୯ ସ୍କୁଲଘର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଏସବୁ ଅସୁରକ୍ଷିତ ଶ୍ରେଣୀ ଗୃହ ଭାଙ୍ଗିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶ ଦେଇଛି । ବୁଧବାର ବିଧାନସଭା ପ୍ରଶ୍ନକାଳରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି।

ଗ୍ରାମାଞ୍ଚଳରେ ଥିବା ବିପଦସଙ୍କୁଳ ସ୍କୁଲଗୁଡ଼ିକର ମରାମତି ପାଇଁ ପଞ୍ଚାୟତିରାଜ ବିଭାଗକୁ କୁହାଯାଇଛି। ଏହାଛଡ଼ା ବିଭିନ୍ନ ସ୍କୁଲ ପାଇଁ ମୋଟ୍‌ ୭୭ ହଜାର ୯୩୧ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ କରାଯିବ। ୨୦୨୨-୨୩ରେ ବିଭିନ୍ନ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ସ୍କୁଲରେ ୩,୬୮୩ ଅତିରିକ୍ତ ଶ୍ରେଣୀ ଗୃହ ନିର୍ମାଣ କରିବାକୁ ପ୍ରସ୍ତାବ ଦିଆଯାଇଥିବା ବେଳେ ସେଥିରୁ ୧,୦୦୩ ଶ୍ରେଣୀଗୃହ ନିର୍ମାଣ କରିବାକୁ ୧୧୮୫୫.୪୬ ଲକ୍ଷ ଟଙ୍କା ଅନୁମୋଦନ କରାଯାଇଛି। ସେହିପରି ୪,୧୯୫ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ସ୍କୁଲର ନିର୍ମାଣ ଓ ମରାମତି ପାଇଁ ୧୧୯.୩୮ ଲକ୍ଷ ଟଙ୍କା ଅନୁମୋଦନ କରାଯାଇଥିବା ମନ୍ତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri