୪୯ ନଂ. ଜାତୀୟ ରାଜପଥ ମରାମତି ଦାବି: ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

ଦେବଗଡ଼,୬।୧୧(ଡି.ଏନ୍‌.ଏ.): ଦେବଗଡ଼ ଜିଲା କଂଗ୍ରେସ ପକ୍ଷରୁ ୪୯ ନମ୍ବର ଜାତୀୟ ରାଜପଥ ମରାମତି ଦାବିରେ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଅନଶନରେ ବସିବା ସହ ଧାରଣା ଦିଆଯାଇଛି। ବାରମ୍ବାର ଜିଲା ପ୍ରଶାସନଙ୍କୁ ଅନୁରୋଧ ଓ ଅଭିଯୋଗ ହୋଇ ଆସୁଥିଲେ ସୁଦ୍ଧା କୌଣସି ପଦକ୍ଷେପ ନିଆ ନ ଯିବାରୁ ଜିଲା କଂଗ୍ରେସ ସଭାପତି ଉମାଶଙ୍କର ସାହୁଙ୍କ ନେତୃତ୍ୱରେ ବହୁ କଂଗ୍ରେସ ନେତା ଓ କର୍ମୀ ଏହି ଧାରଣା ଦେଇଥିବା ଜଣାପଡ଼ିଛି। ଦାବି ପୂରଣ ନ ହେବା ପର୍ଯ୍ୟନ୍ତ ଅନଶନ ଜାରି ରହିବ ବୋଲି ଚେତାବନୀ ଦିଆଯାଇଛି। ଏଥିରେ ଜିଲା ମହିଳା କଂଗ୍ରେସ ସଭାପତି ମଞ୍ଜୁଲତା ନାୟକ, କଂଗ୍ରେସ ନେତା ସଞ୍ଜୟ କୁମାର ଦେଓ ଓ ଜିଲା ମହିଳା କଂଗ୍ରେସ ସାଧାରଣ ସମ୍ପାଦିକା ସବିତା ନାୟକ ପ୍ରମୁଖ ଉପସ୍ଥିତ ଅଛନ୍ତି।


All Right Reserved By Dharitri.Com

୧୨ ଫୁଟ୍‌ ଲମ୍ବର ବାହାରା ଚିତେଇ ଉଦ୍ଧାର

ଭୋଗରାଇ, ୩୧।୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମନ୍ଦାରୀ ଗ୍ରାମରେ ୧୨ ଫୁଟ୍‌ ଲମ୍ବର ଏକ ବାହାରା ଚିତେଇ ସାପକୁ ଗ୍ରାମବାସୀ ଶୁକ୍ରବାର ରାତିରେ ଧରିଛନ୍ତି। ଏହି...

ଜବରଦଖଲରେ ମୁଖ୍ୟ ରାସ୍ତା, ବଢୁଛି ଟ୍ରାଫିକ୍‌ ସମସ୍ୟା

ଚିକିଟି,୨୦।୫(ଡି.ଏନ.ଏ.)-ଗଞ୍ଜାମ ଜିଲା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଦିନକୁ ଦିନ ଟ୍ରାଫିକ୍‌ ସମସ୍ୟା ଗୁରୁତର ହେବାରେ ଲାଗିଛି ।ବଜାରର ଅଣଓସାରିଆ ରାସ୍ତା ଏହାର ମୁଖ୍ୟ କାରଣ ।...

ଚୋରି ବାଇକ୍‌ ଜବତ, ୨ ଗିରଫ

ବଡ଼ବିଲ,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ମୃଣାଳ କଲୋନୀରୁ ଗତ ରବିବାର ପୂର୍ବାହ୍ନରେ ଚୋରି ହୋଇଥିବା ଏକ ବାଇକ୍‌କୁ ପୋଲିସ ଜବତ କରିବା ସହ...

ଭଣ୍ଡାରିପୋଖରୀ ବଜାରର ୫୦ ବ୍ୟବସାୟୀଙ୍କୁ ଉଚ୍ଛେଦ

ଭଣ୍ଡାରିପୋଖରୀ, ୧୦ା୯(ଡି.ଏନ୍‌.ଏ.)-ଭଦ୍ରକ ଜିଲା ଦେଇ ଯାଇଥିବା ୧୬ ନଂ ଜାତୀୟ ରାଜପଥ ପ୍ରଶସ୍ତୀକରଣ କାର୍ଯ୍ୟ ଚାଲିଥିବାରୁ ଭଣ୍ଡାରିପୋଖରୀ ବଜାରର ବହୁ ଅଂଶକୁ ଭାଙ୍ଗି ଦିଆଯାଇଛି। ଗତ...

ଡମ୍ପର ଧକ୍କାରେ ଅଙ୍ଗନଓ୍ବାଡି ଛାତ୍ରୀଙ୍କ ଜୀବନଗଲା

ବନ୍ତ,୨୯ା୫(ଡି.ଏନ୍‌.ଏ./ସ୍ବ.ପ୍ର.) : ଭଦ୍ରକ ଜିଲା ଆଗରପଡ଼ା ଥାନା ଅଧୀନ ଆଗରପଡ଼ା-କୁପାରୀ ରାସ୍ତାର କାଣ୍ଡବା ପୋଲ ନିକଟସ୍ଥ ପେଟ୍ରୋଲ ଟାଙ୍କି ଛକ ନିକଟରେ ବୁଧବାର ସକାଳ ସାଢ଼େ...

ଜୁଆ ଆଡ୍ଡାରେ ଚଢ଼ାଉ: ୧୧ ଜୁଆଡ଼ି ଗିରଫ

ଦିଗପହଣ୍ଡି, ୨୮।୭(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ପୋଲିସ ପକ୍ଷରୁ ୨ଟି ଜୁଆ ଆଡ୍ଡାରେ ଅତର୍କିତ ଚଢ଼ାଉ କରି ୧୧ ଜୁଆଡ଼ିଙ୍କୁ ଗିରଫ କରାଯାଇଛି। ସେମାନଙ୍କ ନିକଟରୁ...

କୂଅରେ ପଡି ବାର୍‌ହା ମୃତ

ଛେଣ୍ଡିପଦା,୧୭।୯(ସ୍ବ.ପ୍ର)-ଛେଣ୍ଡିପଦା ଥାନା ଜରପଡା ବନାଞ୍ଚଳ ବସନ୍ତପୁର ଗ୍ରାମରେ ଥିବା ଏକ ଖୋଲା କୂଅରେ ଏକ ବାରହା ଖସିପଡ଼ି ମଙ୍ଗଳବାର ମୃତ୍ୟୁବରଣ କରିଛି। ବନବିଭାଗ ସୂତ୍ରରୁ ପ୍ରକାଶ,...

ମନ୍‌ବଲ ଆଗ୍‌କେ ବଢ଼ବାର ବାଟ କଢ଼ାସି

ଲାଠୋର, ୧୫ା୪ (ଡି.ଏନ୍‌.ଏ): ସମାଜରେ ସଭେ ଜିଁବାର ଖାଏବାର ଲାଗି କିଛି ନାଇଁ କିଛି କରୁଛନ୍‌। କିଏ ବୁଧି ବିବେକ ଖଟେ ତ ଆର କିଏ...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *