ବ୍ରଜରାଜନଗର ଗୁଳିକାଣ୍ଡ ଘଟଣା: ଡିଆଇଜିଙ୍କ ଖବରଦାତା ସମ୍ମିଳନୀ

ଝାରସୁଗୁଡ଼ା ଅଫିସ/ଲଖନପୁର,୬।୧୧(ଡି.ଏନ୍‌.ଏ): ଝାରସୁଗୁଡା ଜିଲା ବ୍ରଜରାଜନଗର ସହରରେ ମଙ୍ଗଳବାର ରାତିରେ ଦୁର୍ବୃତ୍ତମାନେ ଗୁଳିମାଡ଼ କରିଥିଲେ। ଏଥିରେ କୁଖ୍ୟାତ ଅପରାଧୀ ସୋନୁ ଘୋଷଙ୍କ ଭାଇ ମଣ୍ଟୁଙ୍କର ମୃତ୍ୟୁ ଘଟିଥିଲା। ଘଟଣାରେ ସମ୍ପୃକ୍ତ ୪ ଅପରାଧୀଙ୍କୁ ପୋଲିସ ଏନ୍‌କାଉଣ୍ଟର କରିଛି । ତେବେ ଏହି ଘଟଣାକୁ ନେଇ ଝାରସୁଗୁଡ଼ା ଏସ୍‌ପିଙ୍କ ଅଫିସରେ ବୁଧବାର ଉତ୍ତରାଞ୍ଚଳ ପୋଲିସ ଡିଆଇଜି ହିମାଂଶୁ କୁମାର ଲାଲ ଓ ଏସ୍‌ପି ଅଶ୍ବନୀ କୁମାର ମହାନ୍ତି ଏକ ଖବରଦାତା ସମ୍ମିଳନୀ କରିଛନ୍ତି। ଏଥିରେ ଡିଆଇଜି ହିମାଂଶୁଲାଲ୍‌ କହିଛନ୍ତି ୫-ଟି ମଡେଲରେ ଏହାର ତଦନ୍ତ କରାଯିବା ସହ ପୁଙ୍ଖାନୁପୁଙ୍ଖ ତଦନ୍ତ କରାଯାଇ ଚାର୍ଜସିଟ୍‌ ଦାଖଲ କରାଯିବ। ଯେମିତି ଅପରାଧୀମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇପାରିବ। ଏହି ଗ୍ୟାଙ୍ଗରେ ସମ୍ପୃକ୍ତ ଅପରାଧୀମାନଙ୍କୁ ମଧ୍ୟ ପୋଲିସ ଜେରା କରିବ।


All Right Reserved By Dharitri.Com

ଅନ୍ତର୍ଜାତିକ ଭିନ୍ନକ୍ଷମ ଦିବସ: ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି

ଜଗତ୍‌ସିଂହପୁର ଅଫିସ୍‌, ୪ା୧୨: ସମ୍ବିଧାନର ଧାରା ୨୧ ଅନୁଯାୟୀ ପ୍ରତ୍ୟେକଙ୍କ ଜିଇଁବାର ଅଧିକାର ରହିଛି। ଏହି ଅନୁଯାୟୀ ଭିନ୍ନକ୍ଷମଙ୍କୁ ଏଥିରୁ ବଞ୍ଚତ୍ତ କରାଯାଇ ପାରିବ ନାହିଁ।...

ମାଓବାଦୀ ଅଞ୍ଚଳରେ ଉଦାହରଣ ପାଲଟିଛନ୍ତି ସ୍ବାସ୍ଥ୍ୟକର୍ମୀ ପୁଷ୍ପା

ମାଲକାନଗିରି,୨୯ା୭(ଡି.ଏନ.ଏ.)- ଦୀର୍ଘ ୧୧ ବର୍ଷ ଧରି ମାଓବାଦୀ ଅଞ୍ଚଳରେ ଲୋକଙ୍କ ସେବାରେ ଲାଗିଛନ୍ତି ଜଣେ ମହିଳା ସ୍ବାସ୍ଥ୍ୟକର୍ମୀ। ଗତ ବର୍ଷେ ହେଲା ସେ ନିଜେ କ୍ୟାନସର...

ଗେଷ୍ଟହାଉସ୍‌ରେ ସେକ୍ସ ରାକେଟ ଠାବ: ୧୨ଜଣଙ୍କୁ ଉଠାଇନେଲା ପୋଲିସ

ଜଗତସିଂହପୁର ଅଫିସ,୨୭।୧୧: ସ୍ଥାନୀୟ ସିପି ଛକ ନିକଟ ଏକ ଗେଷ୍ଟ ହାଉସ୍‌ରେ ବୁଧବାର ଜଗତସିଂହପୁର ପୋଲିସ ସେକ୍ସ ରାକେଟ ଠାବ କରିଛି। ସେଠାରୁ ୬ଜଣ ମହିଳା...

ଚାଷ ଦେଇଛି ପୁରସ୍କାର

ବଅଁରପାଳ, ୧୦।୮(ଡି.ଏନ୍‌.ଏ.) – ଶିଳ୍ପ ସମୃଦ୍ଧ ଅନୁଗୋଳ ଜିଲାରେ ବି ଚାଷକୁ କରିହେବ ପେସା। ଭଲ ଲାଭ ମିଳିପାରିବ ଏଥିରୁ। ଏହାକୁ ପ୍ରମାଣିତ କରିଛନ୍ତି ବଅଁରପାଳ...

ମାଲେସିଆ ଜାହାଜ ଅଟକିବା ପ୍ରସଙ୍ଗ:ଜିଲାପାଳ, ଏସ୍‌ପିଙ୍କୁ ଏନ୍‌ଏଚ୍‌ଆର୍‌ସିଙ୍କ ନୋଟିସ

ପୁରୀ ଅଫିସ, ୧।୧୦: ମାଲେସିଆର ଏକ ପଣ୍ୟବାହୀ ଜାହାଜ ଅଚଳ ହୋଇପଡ଼ିିବାରୁ ଚିଲିକା ମୁହାଣ ନିକଟରେ ଅଟକି ରହିଥିଲା। ଏହି ଘଟଣାରେ ଜାତୀୟ ମାନବାଧିକାର କମିଶନ...

ଚୋରା କେନ୍ଦୁପତ୍ର ସହ ଗାଡ଼ି ଜବତ, ୨ ଗିରଫ

ଆଠମଲ୍ଲିକ,୧୦ା୧୨(ଡି.ଏନ.ଏ.)- ଆଠମଲ୍ଲିକ ଡିଏଫ୍‌ଓ ସମ୍ୟକ ସାମନ୍ତରାଙ୍କ ନିର୍ଦ୍ଦେଶ କ୍ରମେ ମଙ୍ଗଳବାର ବନ ବିଭାଗ କର୍ମଚାରୀମାନେ ଚଢାଉ କରି ଲକ୍ଷାଧିକ ଟଙ୍କାର ଚୋରା କେନ୍ଦୁପତ୍ର ସହ ଗୋଟିଏ...

ଲଘୁଚାପ ବରଷା ପରଭାବ: ବାସହରା ହେଲେ ଅନେକ ଗରିବ୍‌ଦୁଖି

ଗଣ୍ଡତୁରୁମ, ୬।୯ (ଡି.ଏନ୍‌.ଏ.): ଗଲା ମଙ୍ଗଲବାରନୁ ଲାଗି ରହିଥିବାର ଲଘୁଚାପ ବରଷାରେ ବରଗଡ଼ ଜିଲା ଭେଡ଼େନ ବ୍ଲକରେ ଲୁକ୍‌କର ବହୁତ୍‌ କ୍ଷୟକ୍ଷତି ହେଇଛେ। ବରଷାରେ ଅନେକ...

ଠାକୁର, ଉନ୍ନୟନ କାର୍ଯ୍ୟ ନାଁରେ ଜଙ୍ଗଲ ଲୁଟ୍‌: ପଦା ହେବାରେ ଲାଗିଛି ନୟାଗଡ଼ ବନଖଣ୍ଡ

ନୟାଗଡ଼ ଅଫିସ, ୫ା୨(ଲୋକନାଥ ମିଶ୍ର): ଜଙ୍ଗଲ ଲୁଟିବାର ନୂଆ ତରିକା ଆପଣାଇଛନ୍ତି ଅସାଧୁ ବ୍ୟବସାୟୀ। ଠାକୁର ଓ ଉନ୍ନୟନ କାର୍ଯ୍ୟ ବାହାନାରେ ସେମାନେ ଜଙ୍ଗଲରୁ ଗଛ...

Leave a comment

Your email address will not be published. Required fields are marked *