୫ ଆହାର କେନ୍ଦ୍ରକୁ ଆଇଏସ୍‌ଓ ମାନ୍ୟତା

ଢେଙ୍କାନାଳ ଅଫିସ, ୭।୧୧: ଢେଙ୍କାନାଳ ଜିଲାର ୫ ଆହାରକେନ୍ଦ୍ରକୁ ଆଇଏସ୍‌ଓ-୯୦୦୧:୨୦୧୫ ମାନ୍ୟତା ପ୍ରଦାନ କରାଯାଇଥିବା ବୁଧବାର ଜିଲା ଆହାର ସୋସାଇଟି ପକ୍ଷରୁ ସୂଚନା ଦିଆଯାଇଛି। ତନ୍ମଧ୍ୟରେ ଢେଙ୍କାନାଳ ପୌରାଞ୍ଚଳର ବସ୍‌ଷ୍ଟାଣ୍ଡ ଏବଂ ବାଜିଚୌକ୍‌ ନିକଟ ଆହାର କେନ୍ଦ୍ର ସହିତ, କାମାକ୍ଷାନଗର, ଭୁବନ ଏବଂ ହିନ୍ଦୋଳ ଏନ୍‌ଏସିରେ ଥିବା ଆହାର କେନ୍ଦ୍ର ରହିଛି।
ଗୁଣବତ୍ତା ବଜାୟ ରଖିବା, ଉନ୍ନତମାନର ପରିଚାଳନା ଏବଂ ସ୍ବଚ୍ଛତା ପାଇଁ ସମ୍ପୃକ୍ତ ଆହର କେନ୍ଦ୍ରଗୁଡ଼ିକୁ ଆଇଏସ୍‌ଓ ମାନ୍ୟତା ଦିଆଯାଇଛି। ଜିଲା ଆହାର ସୋସାଇଟିର ଅଧ୍ୟକ୍ଷ ତଥା ଜିଲାପାଳ ଭୂମେଶ ଚନ୍ଦ୍ର ବେହେରାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ପରିଚାଳନା କରାଯାଉଥିବା ସମ୍ପାଦକ ତଥା ପୌରସଂସ୍ଥା ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ ସୂଚନା ଦେଇଛନ୍ତି।


All Right Reserved By Dharitri.Com

ଏଟିଏମ୍‌ ସୁରକ୍ଷା କର୍ମୀଙ୍କ ମୃତ୍ୟୁ: ଅଂଶୁଘାତ ସନ୍ଦେହ

ଧାମନଗର, ୧୭।୪ (ଡି.ଏନ.ଏ.) – ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଅର୍ଜୁନପୁର ଗ୍ରାମର ପ୍ରହଲ୍ଲାଦ ରାଉତଙ୍କ ପୁଅ ଇନ୍ଦ୍ରଜିତ(୩୩)ଙ୍କର ବୁଧବାର ସକାଳେ ମୃତ୍ୟୁ ଘଟିଛି।...

ମନ୍ତ୍ରୀ ହେବାପରେ ଦିବ୍ୟଶଙ୍କରଙ୍କ ପ୍ରଥମ କଳାହାଣ୍ଡି ଗସ୍ତ

ଭବାନୀପାଟଣା, ୩।୬(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଜୁନାଗଡ଼ ବିଧାୟକ ତଥା ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ଏବଂ ଗୃହ ବିଭାଗର ରାଷ୍ଟ୍ରମନ୍ତ୍ରୀ...

୭ନମ୍ବର ୱାର୍ଡରେ ସରକାରୀ ଡ୍ରେନ ଅବରୋଧ: ଦୁର୍ଦ୍ଦଶା ଭୋଗୁଛନ୍ତି ଆମ୍ବେଦକର କଲୋନୀବାସୀ

ଯାଜପୁର ଅଫିସ,୧୬ା୧୦- ଦୀର୍ଘ ବର୍ଷ ହେଲା ବ୍ୟାସନଗର ସହରର ବିଭିନ୍ନ ସମସ୍ୟା ଅସମାହିତ ହୋଇରହିଛି। ବାର୍ଷିକ କୋଟିକୋଟି ଟଙ୍କା ବ୍ୟୟବରାଦ ହେଉଥିଲେ ସୁଦ୍ଧା ଆଜି ବି...

ପରିତ୍ୟକ୍ତ ନାଳରୁ ଶିଶୁପୁତ୍ରର ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ

ବଲାଙ୍ଗୀର ଅଫିସ, ୨୫।୫: ବଲାଙ୍ଗୀର ସହର ଲକ୍ଷ୍ମୀଯୋର ନିକଟରେ ଥିବା ଏକ ପରିତ୍ୟକ୍ତ ନାଳରୁ ଶୁକ୍ରବାର ସନ୍ଧ୍ୟାରେ ଏକ ଶିଶୁପୁତ୍ରର ମୃତଦେହ ଉଦ୍ଧାର ହୋଇଛି। ସେ...

ଜନସେବା କେନ୍ଦ୍ରକୁ ସହଯୋଗ ମିଳୁନି

ବାଲେଶ୍ୱର ଅଫିସ, ୭।୮-ବାଲେଶ୍ୱର ସଦର ବ୍ଲକ ଅଧୀନରେ ଥିବା ଜନସେବା କେନ୍ଦ୍ରଗୁଡ଼ିକୁ ତହସିଲ କର୍ମଚାରୀମାନେ ଅବହେଳା କରୁଥିବା ଅଭିଯୋଗ ହୋଇଛି। ଏନେଇ ଜନସେବା କେନ୍ଦ୍ରର ଭିଏଲ୍‌ସି(ଭିଲେଜ...

ଜିଲାପାଳଙ୍କ ଅଫିସ୍‌ ସମ୍ମୁଖରେ ବାମପନ୍ଥୀ ଦଳର ବିକ୍ଷୋଭ

ଭଦ୍ରକ ଅଫିସ, ୮।୮ – ବାମପନ୍ଥୀ ଦଳର କର୍ମକର୍ତ୍ତା ଓ ସମର୍ଥକମାନେ ଗୁରୁବାର ଭଦ୍ରକ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ଜମ୍ମୁ କଶ୍ମୀରକୁ...

ହୃଦ୍‌ଘାତରେ କଏଦୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୧୫ା୯-ସ୍ତ୍ରୀ ହତ୍ୟା ମାମଲାରେ ଅଭିଯୁକ୍ତ ଥାଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ଜଣେ କଏଦୀଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ନକୁଳ ସାହୁ...

ପିକ୍‌ନିକ୍‌ ପାଇଁ ଯାଉଥିଲେ: ଗାଡ଼ି କାଚ ଭାଙ୍ଗି ସୁନା ଅଳଙ୍କାର, ମୋବାଇଲ ଲୁଟିନେଲେ ଦୁର୍ବୃତ୍ତ

ନିରାକାରପୁର, ୧୭।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ନୂଆ ଜଗନ୍ନାଥ ସଡ଼କର ଏକ ଇଟା କମ୍ପାନୀ ନିକଟରେ ଶନିବାର...

selfi corner

Model This Week

Why Dharitri

Leave a comment

Your email address will not be published. Required fields are marked *