Posted inଜାତୀୟ

ପାକିସ୍ତାନ ଯିବାକୁ ଏସ୍‌. ଜୟଶଙ୍କରଙ୍କୁ ପୁଣି ଚିଠି ଲେଖିଲେ ସିଦ୍ଧୁ

ଚଣ୍ଡିଗଡ,୭।୧୧: ପୂର୍ବତନ କ୍ୟାବିନେଟ୍‌ ମନ୍ତ୍ରୀ ତଥା କଂଗ୍ରେସ ନେତା ନବଜୋତ ସିଂ ସିଦ୍ଧୁଙ୍କ ପାକିସ୍ତାନ ପ୍ରେମର ଆଉ ଏକ ନମୁନା ଦେଖିବାକୁ ମିଳିଛି। ଗୁରୁ ନାନକ ଦେବଙ୍କ ୫୫୦ତମ ଜୟନ୍ତୀ ଅବସରରେ ଆୟୋଜିତ ହେବାକୁ ଥିବା ପକାଶ ପର୍ବ ପାଇଁ ପଞ୍ଜାବ ବିଧାନସଭାର ସ୍ବତନ୍ତ୍ର ଅଧିବେଶନ ଅନୁଷ୍ଠିତ ହେଉଥିବାବେଳେ ଏଥିରେ ଯୋଗ ନ ଦେଇ ପାକିସ୍ତାନ ଯିବା ପାଇଁ ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌.ଜୟଶଙ୍କରଙ୍କୁ ପୁଣି ଚିଠି ଲେଖିଛନ୍ତି ସିଦ୍ଧୁ। ନଭେମ୍ବର ୯ରେ କରତାରପୁର କରିଡର ଉଦଘାଟନ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ପାକିସ୍ତାନ ସିଦ୍ଧୁଙ୍କୁ ଆମନ୍ତ୍ରଣ କରିଛି। ଏହି କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ସିଦ୍ଧୁ ପୂର୍ବରୁ ମଧ୍ୟ ବହିର୍ବ୍ୟାପାର ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ। ୯ ତାରିଖ ସକାଳ ୯.୩୦ରେ କରିଡର ଜରିଆରେ ପାକିସ୍ତାନ ଯାଇ ଉଦଘାଟନ ସମାରୋହ ଭାଗ ନେଇ ପୁଣି ସନ୍ଧ୍ୟାରେ ଫେରିଆସିବେ ବୋଲି ଚିଠିରେ ସେ ଉଲ୍ଲେଖ କରିଛନ୍ତ


All Right Reserved By Dharitri.Com

କଂଗ୍ରେସ ନେତୃତ୍ୱ ନେବାକୁ ଆଣ୍ଟୋନୀ ମନାକଲେ

ନୂଆଦିଲ୍ଲୀ,୧୫ା୬(ଆଇଏଏନ୍‌ଏସ୍‌): କଂଗ୍ରେସରେ ନେତୃତ୍ୱ ସଙ୍କଟ ଜାରି ରହିଥିବାବେଳେ ପୂର୍ବତନ ପ୍ରତିରକ୍ଷାମନ୍ତ୍ରୀ ଏ.କେ. ଆଣ୍ଟୋନୀ ଏବଂ ଦଳର ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ ଅଧ୍ୟକ୍ଷ ପଦ ଗ୍ରହଣ...

ବୋମ୍‌ଡିଲାରେ ବାଦଲ ଫଟା ବର୍ଷା: ୮ଶହ ଜଳବନ୍ଦୀ; ବହୁ ନିଖୋଜ

ଇଟାନଗର,୯।୭: ଅରୁଣାଚଳ ପ୍ରଦେଶ ବୋମ୍‌ଡିଲାରେ ମଙ୍ଗଳବାର ବାଦଲ ଫଟା ବର୍ଷା ହୋଇଛି। ଏହା ଯୋଗୁ ପଶ୍ଚିମ କାମେଙ୍ଗ୍‌ ଜିଲାର ନାଗ-ମନ୍ଦିର ଟେଙ୍ଗା ନିକଟରେ ଥିବା କାସ୍ପି...

ଆଉ ୬ ମାସ ଭାଜପା ମଙ୍ଗ ସମ୍ଭାଳିବେ ଶାହ

ନୂଆଦିଲ୍ଲୀ,୧୩ା୬: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ଭାଜପା ଅଧ୍ୟକ୍ଷ ପଦରେ ଆଉ ଅନ୍ତତଃ ୬ ମାସ ରହିବା ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଦଳର...

୪ ଆତଙ୍କବାଦୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ଜୟପୁର, ୨୧ା୧୨(ପି.ଟି.): ରାଜସ୍ଥାନର ଜୟପୁରରେ ୨୦୦୮ ମେ ୧୩ରେ ହୋଇଥିବା ସିରିଜ୍‌ ବୋମା ବିସ୍ଫୋରଣ ମାମଲାରେ ସ୍ବତନ୍ତ୍ର କୋର୍ଟ ପକ୍ଷରୁ ୪ ଦୋଷୀସାବ୍ୟସ୍ତ ଆତଙ୍କବାଦୀଙ୍କୁ ଶୁକ୍ରବାର...

ଅଜିତ ଯୋଗୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର:ଡାକ୍ତରଖାନାରେ ଭର୍ତ୍ତି

ନୂଆଦିଲ୍ଲୀ,୫।୯: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ସ୍ବାସ୍ଥାବସ୍ଥା ଅଚାନକ ବିଗିଡି ଯାଇଛି। ତାଙ୍କୁ ଗୁରୁଗ୍ରାମର ମେନ୍ଦାତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଡାକ୍ତରଙ୍କ କହିବା ମୁତାବକ,...

ନାଗରିକତା ସଂଶୋଧନ ବିଲ୍‌ ବିରୋଧରେ ସୁପ୍ରିମ୍‌କୋର୍ଟରେ ଆବେଦନ ଦାଖଲ: ମୁସଲିମ୍‌ ଲିଗ୍‌ ପକ୍ଷରୁ ଲଢ଼ିବେ ସିିବଲ୍‌

ନୂଆଦିଲ୍ଲୀ,୧୨।୧୨: ନାଗରିକତା ସଂଶୋଧନ ବିଲ୍‌ ଲୋକ ସଭା ଏବଂ ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହାକୁ ବିରୋଧ କରି ଗୁରୁବାର ସୁପ୍ରିମକୋର୍ଟରେ ଇଣ୍ଡିଆନ୍‌ ୟୁନିୟନ ମୁସଲିମ୍‌...

ନୌସେନାର ୭ ଅଧିକାରୀ ଗିରଫ

ନୂଆଦିଲ୍ଲୀ,୨୧ା୧୨: ପାକିସ୍ତାନ ପାଇଁ ଗୁପ୍ତଚରଗିରି କରୁଥିବା ଅଭିଯୋଗରେ ଭାରତୀୟ ନୌସେନାର ୭ ଅଧିକାରୀ ଗିରଫ ହୋଇଛନ୍ତି। ଆନ୍ଧ୍ରପ୍ରଦେଶର ଗୋଇନ୍ଦା ବିଭାଗ, ନୌସେନା ଓ କେନ୍ଦ୍ରୀୟ ସଂସ୍ଥାଗୁଡ଼ିକ...

ପାକିସ୍ତାନକୁ ଭାରତର ଜବାବ

ନୂଆଦିଲ୍ଲୀ,୯।୮: ମୋଦି ସରକାର ଜମ୍ମୁ-କଶ୍ମୀରରେ ଅନୁଚ୍ଛେଦ ୩୭୦ ହଟାଇବା ପରେ ଭାରତ ପାକିସ୍ତାନ ମଧ୍ୟରେ ତିକ୍ତତା ବଢିବାରେ ଲାଗିଛି। ପାକିସ୍ତାନ ଭାରତ ସହ ବ୍ୟବସାୟୀକ ସମ୍ପର୍କ...

Leave a comment

Your email address will not be published. Required fields are marked *