ସ୍ପ୍ଲାସ୍‌ର ୧୧ତମ ସଂସ୍କରଣ

ଭୁବନେଶ୍ୱର,୨୭।୧୧: ଆକ୍ସିସ୍‌ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ବାର୍ଷିକ ସର୍ବଭାରତୀୟ ପ୍ରତିଯୋଗିତା ‘ସ୍ପ୍ଲାସ୍‌’ର ୧୧ତମ ସଂସ୍କରଣର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷକରି ୭ରୁ ୧୪ବର୍ଷ ବୟସର ପିଲାମାନଙ୍କ ପାଇଁ କଳା, ହସ୍ତଶିଳ୍ପ ଏବଂ ସାହିତ୍ୟ ଆଦି ଉପରେ ଉପରୋକ୍ତ ପ୍ରତିଯୋଗିତାର ଆୟୋଜନ କରାଯାଇଛି। ଏପରିକି ଚଳିତ ବର୍ଷ ସ୍ପ୍ଲାସ୍‌ର ବିଷୟବସ୍ତୁ ‘କରୁଣା’ ରହିଛି, ଯାହା ନୂଆ ପିଢ଼ି ଭିତ୍ତିରେ ଦାନ ଭାବନା ଜାଗ୍ରତ କରିବ। ଉଲ୍ଲେଖଯୋଗ୍ୟ, ୨୦୨୩ ଡିସେମ୍ବର ୩୧ ପର୍ଯ୍ୟନ୍ତ ପ୍ରତିଯୋଗୀମାନେ ସେମାନଙ୍କର ଆବେଦନ ଅନ୍‌ଲାଇନ ମାଧ୍ୟମରେ ଦାଖଲ କରିପାରିବେ। ଏ ସମ୍ପର୍କରେ ଆକ୍ସିସ୍‌ ବ୍ୟାଙ୍କର ମୁଖ୍ୟ ମାର୍କେଟିଂ ଅଫିସର ଅନୁପ ମନୋହର କହିଛନ୍ତି, ସ୍ପ୍ଲାସ୍‌ର ୧୧ତମ ସଂସ୍କରଣର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରି ଆମେ ବେଶ୍‌ ଉତ୍ସାହିତ ଅଛୁ। ଏପରିକି ଚଳିତ ବର୍ଷ ‘କରୁଣା’ ବିଷୟବସ୍ତୁ ଆମର ବ୍ରାଣ୍ଡ୍‌ ଦର୍ଶନ ‘ଓପନ’ରୁ ଉତ୍ପନ୍ନ ହୋଇଛି, ଯାହାର ଉଦ୍ଦେଶ୍ୟ ବ୍ୟାଙ୍କିଙ୍ଗ୍‌ ଏବଂ ବ୍ୟବସାୟ ବ୍ୟତିରକେ ସମ୍ପ୍ରଦାୟ ସହିତ ଜଡ଼ିତ ହେବା। ଅପରପକ୍ଷରେ ଉକ୍ତ ପ୍ରତିଯୋଗିତାର ବିଜେତାଙ୍କୁ ହାମ୍‌ଲେଜ,ଫେବର କ୍ୟାସଲ ଓ ବୋଟ୍‌ ଭଳି ଅଂଶୀଦାରଙ୍କଠାରୁ ୧ଲକ୍ଷ ଟଙ୍କାର ବୃତ୍ତି, ଆକର୍ଷଣୀୟ ଓ ଇଲେକ୍ଟ୍ରୋନିକ୍‌ ଉପକରଣ ପ୍ରଦାନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

IND vs WI: ତୃତୀୟ ଦିନିକିଆ ପୂର୍ବରୁ ବଡ଼ ଝଟ୍‌କା, ବାଦ୍ ପଡ଼ିଲେ ଷ୍ଟାର୍ ଅଲରାଉଣ୍ଡର, ମାରିଥିଲେ ଦମଦାର୍ ଶତକ!

ନୂଆଦିଲ୍ଲୀ,୨।୧୦: ଭାରତ ଏବଂ ୱେଷ୍ଟଇଣ୍ଡିଜ୍ ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ (ODI) ସିରିଜ୍‌ରେ ଭାରତୀୟ ଦଳ ୨-୦ ରେ ଅଗ୍ରଣୀ ସହ ସିରିଜ୍ କବ୍‌ଜା…

ତୁଳା ରାଶିରେ ଶୁକ୍ରଙ୍କ ଓଲଟା ଚାଲି: ଅକ୍ଟୋବର ୩ରୁ ଏହି ୫ଟି ରାଶିର ଲୋକଙ୍କୁ ରହିବାକୁ ପଡ଼ିବ ସାବଧାନ!

୨୦୨୬ ଅକ୍ଟୋବର ୩ ତାରିଖରୁ ଶୁକ୍ର ନିଜର ସ୍ୱରାଶି ତୁଳାରେ ବକ୍ରୀ ଅର୍ଥାତ୍ ଓଲଟା ଚାଲି ଚାଲିବାକୁ ଯାଉଛନ୍ତି। ଶୁକ୍ରଙ୍କର ଏହି ଚଳନ ହେତୁ ସମ୍ପର୍କ, ଭାଗୀଦାରୀ,…

SRHର ଅଧିନାୟକ ନିଷ୍ପତ୍ତିକୁ ନେଇ ଝଡ଼! କ୍ଷୁବ୍ଧ ଅଭିଷେକ ଶର୍ମା, ଛାଡ଼ିପାରନ୍ତି ଦଳ

ନୂଆଦିଲ୍ଲୀ,୨।୧୦: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (IPL) ୨୦୨୭ ସଂସ୍କରଣ ପୂର୍ବରୁ ସନ୍‌ରାଇଜର୍ସ ହାଇଦ୍ରାବାଦ (SRH) ଶିବିରରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ,…

ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ‘ସୁରଭି’ ମହୋତ୍ସବ ଅନୁଷ୍ଠିତ

କଲ୍ୟାଣସିଂହପୁର, ୨/୧୦ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଧାମୁଣିପଙ୍ଗା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’…

ଚୋରାରେ କଟାଯାଇଥିବା ୪ ଶାଳ ଗଛର ଗଣ୍ଡି ଜବତ

ପାଟଣା, ୨।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପାଟଣା ସେକ୍ସନର ମଲ୍ଲିପୋଷି ବିଟ୍‌ ଅଧୀନ ନୂଆପଡ଼ା ଗ୍ରାମ ହୁଡ଼ିରୁ ଚୋରାରେ କଟାଯାଇ…

କଙ୍କାଳ ଜବତ, ନିଖୋଜ ମହିଳାଙ୍କ କଙ୍କାଳ ବୋଲି ଅନୁମାନ

ରିଆମାଳ,୨|୧୦(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଗୁଣ୍ଡିଆପାଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ସାନଡଙ୍ଗାଘାଟର ମୁଣ୍ଡା ସାହି ଗୋହିରା ନାଳ ପାଖରୁ ରିଆମାଳ ଥାନା ପୁଲିସ ଏକ…

ଅନ୍ତରବା ଛକରେ ଦୁର୍ଘଟଣା, ୩ ଗୁରୁତର, ୨ ଆହତ

ମୋହନା, ୨।୧୦ (ମନ୍ମଥ ମିଶ୍ର): ଗଜପତି ଜିଲା ଅଡ଼ବା ଥାନା ଅନ୍ତରବା ଛକରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟି ୩ ଜଣ ଗୁରୁତର ଓ ୨…

ଭାରତ-ପାକିସ୍ତାନ ମହାମୁକାବିଲା: ଓପନର ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ବଢ଼ିଲା ଚିନ୍ତା, ସାମ୍ନାକୁ ଆସିଲା…

ନୂଆଦିଲ୍ଲୀ,୨।୧୦: ଏସିଆନ୍ ଗେମ୍ସ କ୍ରିକେଟ୍ ପ୍ରତିଯୋଗିତାର ଫାଇନାଲ୍‌ରେ ଆସନ୍ତା ଅକ୍ଟୋବର ୩ ତାରିଖରେ ଭାରତ ଓ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। ଏହି ହାଇ-ଭୋଲ୍ଟେଜ୍ ସ୍ୱର୍ଣ୍ଣ ପଦକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?