୧୧ରେ ବିଶ୍ୱ ଛେନାପୋଡ଼ ଦିବସ

ନୟାଗଡ଼ ଅଫିସ, ୯।୪: ଆସନ୍ତା ୧୧ ତାରିଖକୁ ବିଶ୍ୱ ଛେନାପୋଡ଼ ଦିବସ ଭାବେ ପାଳନ କରାଯାଉଛି। ଛେନାପୋଡ଼କୁ ଜିଆଇ ଟ୍ୟାଗ୍‌ ମାନ୍ୟତା ଦେବା ପାଇଁ ନୟାଗଡ଼ ଜିଲା ପ୍ରଶାସନ ପକ୍ଷରୁ ଉଦ୍ୟମ ଜାରି ରହିଛି। ଏଭଳିସ୍ଥଳେ ଏପ୍ରିଲ ୧୧ ପୂର୍ବାହ୍ନ ୧୧ଟାରେ ଜିଲାର ସବୁ ସରକାରୀ କାର୍ଯ୍ୟାଳୟରେ ଛେନାପୋଡ଼ କାଟି ଉତ୍ସବ ପାଳନ କରିବାକୁୁ ଜିଲାପାଳ ରବୀନ୍ଦ୍ର ନାଥ ସାହୁ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହାର ଫଟୋ ଉତ୍ତୋଳନ କରି ଟିମ୍‌ ନୟାଗଡ଼ ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ପୋଷ୍ଟ କରିବାକୁ ଚିଠିରେ ଉଲ୍ଲେଖ ରହିଛି। ଛେନାପୋଡ଼ ପ୍ରସ୍ତୁତକର୍ତ୍ତା ସ୍ବର୍ଗତ ସୁଦର୍ଶନ ସାହୁଙ୍କ ଜନ୍ମ ଦିବସ ଏପ୍ରିଲ ୧୧ରେ ଏହି ଉତ୍ସବ ପାଳନ କରାଯିବ। ଏନେଇ ଜିଲାପାଳଙ୍କ ଅଫିସ ପକ୍ଷରୁ ଏସ୍‌ପି, ଅତିରିକ୍ତ ଜିଲାପାଳ, ଉପଜିଲାପାଳ, ଜିଲାସ୍ତରୀୟ ଲାଇନ୍‌ ବିଭାଗର ଅଧିକାରୀ, ତହସିଲଦାର ଓ ବିଡିଓ, ଏନ୍‌ଏସି ଓ ମ୍ୟୁନିସିପାଲିଟିର ନିର୍ବାହୀ ଅଧିକାରୀ, ସିଡିପିଓ, ଡିଏଫ୍‌ଓ, ଜିଲା ଶିକ୍ଷା ବିଭାଗ ପରି ବିଭାଗୀୟ କାର୍ଯ୍ୟାଳୟରେ ଛେନାପୋଡ଼ ଦିବସ ପାଳନ କରିବାକୁ ଚଠି ହୋଇଛି।
ଏନେଇ ଜିଲାପାଳ ରବୀନ୍ଦ୍ର ନାଥ ସାହୁ କୁହନ୍ତି, ଛେନାପୋଡ଼ ହେଉଛି ନୟାଗଡ଼ର ଅନ୍ୟତମ ପରିଚୟ। ଛେନାପୋଡ଼କୁ ଜିଆଇ ମାନ୍ୟତା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଜିଆଇ ଟ୍ୟାଗ୍‌ର ଚେନ୍ନାଇ ଅଫିସକୁ ପ୍ରସ୍ତାବ ଦିଆଯାଇଛି। ଅନ୍ୟପକ୍ଷେ ଏପ୍ରିଲ ୧୧କୁ ସରକାରୀ ଭାବେ ବିଶ୍ୱସ୍ତରୀୟ ଛେନାପୋଡ଼ ଦିବସ ଭାବେ ପାଳନ କରାଯିବାକୁ ଜିଲାର ସବୁ ସରକାରୀ କାର୍ଯ୍ୟାଳୟକୁ ଚିଠି କରାଯାଇଛି ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଲ୍ଡେନ୍‌ ବୁଟ୍‌ ରେସ୍‌ରେ ମେସିଙ୍କ ସମକକ୍ଷ ଏମ୍‌ବାପେ

ଇଷ୍ଟ ରଦରଫୋର୍ଡ,୨ା୭ (ଏପି):ଚଳିତ ଫିଫା ବିଶ୍ୱକପ୍‌ରେ ଫ୍ରାନ୍ସ ତା’ର ବିଜୟଧାରା ଜାରି ରଖି ପ୍ରି-କ୍ୱାର୍ଟରରେ ପ୍ରବେଶ କରିଛି। କିଲିଆନ ଏମ୍‌ବାପେଙ୍କ ଡବଲ ଗୋଲ୍‌ ବଳରେ ବୁଧବାର ଅନୁଷ୍ଠିତ…

ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ, ଭଞ୍ଜନଗରରେ ରୋଗୀ ସେବା ପ୍ରଭାବିତ, ମୃତଦେହ ବ୍ୟବଚ୍ଛେଦ ହୋଇ ନ ପାରିବାରୁ…

ଭଞ୍ଜନଗର,୧ା୭(ବାବୁଲା ପ୍ରଧାନ): ଓଡ଼ିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (OMSA)ର ଆହ୍ବାନ କ୍ରମେ ବିଭିନ୍ନ ଦାବି ଏବଂ ଡାକ୍ତରମାନଙ୍କ ସୁରକ୍ଷା ପ୍ରସଙ୍ଗକୁ ନେଇ ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟର ଡାକ୍ତରମାନେ…

ପାରିବାରିକ କଳହ ହେଲା କାଳ, ଦିଅରର ଆକ୍ରମଣରେ ଚାଲିଗଲା ଭାଉଜଙ୍କ ଜୀବନ

ବେଲଗୁଣ୍ଠା,୧ା୭( କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଘରୋଇ ଅଶାନ୍ତିରୁ ଚାଲିଗଲା ମହିଳାଙ୍କ ଜୀବନ। ଏହିଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବେଲଗୁଣ୍ଠା ବ୍ଳକ୍ ତଥା ଗାଙ୍ଗପୁର ଥାନା ଅନ୍ତର୍ଗତ…

ଦୁର୍ଘଟଣାଗ୍ରସ୍ତଙ୍କୁ ଡାକ୍ତରଖାନା ନେଲେ ଭାଜପା ନେତା

ହାଟଡିହୀ,୧ା୭(ଶୁଭକାନ୍ତ ନାୟକ): ସାହାଯ୍ୟ ଏବଂ ମହାନତାର ପ୍ରମାଣ ଦେଖାଇଛନ୍ତି କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡର ଭାଜପା ନେତା ଆଲୋକ ସେଠୀ। ବୁଧବାର ଆଲୋକ ଏକ କାର୍ଯ୍ୟକ୍ରମରେ ଯୋଗ…

ଆଷାଢ଼ରେ ନାହିଁ ବର୍ଷା; ପୋଡ଼ିଗଲାଣି ଧାନ ତଳି, ଘୋଡ଼ାହାଡ଼ ଡ଼୍ୟାମକୁ ଦିଗପହଣ୍ଡି-ସାନଖେମୁଣ୍ଡି ଚାଷୀଙ୍କ ଭରସା  

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଆଷାଢ଼ରେ ଗଞ୍ଜାମ ଜିଲା ଦିଗପହଣ୍ଡି ଓ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ବର୍ଷା ନାହିଁ ।ଚାଷୀ ବୃନ୍ଦ ଖରିଫ ଧାନ ଚାଷ ପାଇଁ ବିହନ…

ବିଜେଡିରୁ ଭାଜପା, ପୁଣି ବିଜେଡିକୁ ଆସିବା ପରେ ଏବେ ହରଡ଼ଘଣାରେ ବ୍ଲକ ଅଧ୍ୟକ୍ଷା

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ବିଜେଡିରୁ ଭାଜପା ଓ ପୁଣି ବିଜେଡିକୁ ଆସିବା ପରେ ଗଞ୍ଜାମ ଜିଲା ବୁଗୁଡା ବ୍ଲକ ଅଧ୍ୟକ୍ଷା କେ.ପ୍ରିୟଦର୍ଶିନୀ ଆଚାରୀ ଏବେ ହରଡ଼ଘଣାରେ ପଡ଼ିଯାଇଛନ୍ତି। ଅଧ୍ୟକ୍ଷାଙ୍କ…

୧୦ ଦଫା ଦାବି ନେଇ ଡାକ୍ତରଙ୍କ ଧର୍ମଘଟ, ସରକାର ଆମ ଦାବି ପୂରଣ ନ କଲେ…

କେସିଙ୍ଗା,୧ା୭(ତୁମେଶ୍ୱର ସାହୁ): ଜୁଲାଇ ୧ରେ ଡାକ୍ତର ଦିବସରେ ଓଡ଼ିଶା ମେଡିକାଲ ସର୍ଭିସ ଆସୋସିଏଶନର ନିର୍ଦ୍ଦେଶ କ୍ରମେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ବୁଧବାରଠାରୁ ଆରମ୍ଭ…

ପାଟପୁର ଥାନା ପକ୍ଷରୁ ନିଆରା ପ୍ରୟାସ, ନିଶା ଦ୍ରବ୍ୟ ସେବନ ବିରୋଧରେ ନେଲେ ଶପଥ 

ଦିଗପହଣ୍ଡି,୧ା୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ବୁଧବାର ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୁଲ୍ୟରେ ସଚେତନତା ସଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri