Posted inଜାତୀୟ

ଭାରତରେ ପହଞ୍ଚିଲେ ୧୨ ଚିତା

ନୂଆଦିଲ୍ଲୀ,୧୮।୨: ଭାରତରେ ପହଞ୍ଚିଲେ ଆଉ ୧୨ ଚିତା। ବାୟୁସେନାର ସି-୧୭ ଗ୍ଲୋବ ମାଷ୍ଟର ବିମାନ ଯୋଗେ ୧୨ ଚିତାଙ୍କୁ ଆଫ୍ରିକାରୁ ଭାରତ ଅଣାଯାଇଛି। ପୂର୍ବାହ୍ନ ୧୦ଟା ସମୟରେ ମଧ୍ୟପ୍ରଦେଶର ଗ୍ବାଲିଅରରେ ବିମାନଟି ପହଞ୍ଚିଛି। ଏହି ଚିତା ୧୦ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରହିବେ। ଏହାପରେ ତାଙ୍କୁ କୁନୋ ନ୍ୟାଶନାଲ ପାର୍କରେ ଛଡାଯିବ। ଏହାକୁ ମିଶାଇ ଭାରତରେ ମୋଟ୍‌ ୨୦ଟି ଚିତା ହୋଇଯିବ। ତେବେ ଏହି ୧୨ ଚିତାଙ୍କ ମଧ୍ୟରେ ୭ଟି ପୁରୁଷ ଏବଂ ୫ ମାଈ ଅଛନ୍ତି। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏବଂ ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ନିଜେ କୁନୋ ଜାତୀୟ ଉଦ୍ୟାନରେ ଥିବା ଏନକ୍ଲୋଜରରେ ସେମାନଙ୍କୁ ଛାଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ପ୍ରେମିକାଙ୍କ ସ୍ୱାମୀଙ୍କୁ ଏସ୍‌ଆଇଆର୍‌ ପାଇଁ ଡାକି ହତ୍ୟା

କୋଲକାତା,୧୫ା୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ଚାଲିଥିବାବେଳେ ଦିନକୁ ଦିନ ଅନେକ ଘଟଣା ସାମ୍ନାକୁ ଆସିବାରେ ଲାଗିଛି। ଏହି କ୍ରମେ ଜଣେ ବୁଥ୍‌ସ୍ତରୀୟ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri