Posted inଜାତୀୟ

ଭାରତରେ ପହଞ୍ଚିଲେ ୧୨ ଚିତା

ନୂଆଦିଲ୍ଲୀ,୧୮।୨: ଭାରତରେ ପହଞ୍ଚିଲେ ଆଉ ୧୨ ଚିତା। ବାୟୁସେନାର ସି-୧୭ ଗ୍ଲୋବ ମାଷ୍ଟର ବିମାନ ଯୋଗେ ୧୨ ଚିତାଙ୍କୁ ଆଫ୍ରିକାରୁ ଭାରତ ଅଣାଯାଇଛି। ପୂର୍ବାହ୍ନ ୧୦ଟା ସମୟରେ ମଧ୍ୟପ୍ରଦେଶର ଗ୍ବାଲିଅରରେ ବିମାନଟି ପହଞ୍ଚିଛି। ଏହି ଚିତା ୧୦ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ରହିବେ। ଏହାପରେ ତାଙ୍କୁ କୁନୋ ନ୍ୟାଶନାଲ ପାର୍କରେ ଛଡାଯିବ। ଏହାକୁ ମିଶାଇ ଭାରତରେ ମୋଟ୍‌ ୨୦ଟି ଚିତା ହୋଇଯିବ। ତେବେ ଏହି ୧୨ ଚିତାଙ୍କ ମଧ୍ୟରେ ୭ଟି ପୁରୁଷ ଏବଂ ୫ ମାଈ ଅଛନ୍ତି। ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ ଏବଂ ପରିବେଶ ମନ୍ତ୍ରୀ ଭୂପେନ୍ଦ୍ର ଯାଦବ ନିଜେ କୁନୋ ଜାତୀୟ ଉଦ୍ୟାନରେ ଥିବା ଏନକ୍ଲୋଜରରେ ସେମାନଙ୍କୁ ଛାଡିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି...

ରାସେଶ୍ୱରୀଙ୍କ ଇସ୍ତଫା ନେଇ ବିଜେଡିକୁ ଝଟକା ଚର୍ଚ୍ଚା

ସମ୍ବଲପୁର,୨୪ା୪(ପ୍ରମୋଦ ବହିଦାର):ସମ୍ବଲପୁରର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀ ମଙ୍ଗଳବାର ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ସମ୍ବଲପୁର ବିଧାନ ସଭା ଓ ଲୋକ...

ନୁଡୁଲ୍ସ ପ୍ୟାକେଟ୍‌ରୁ ୨ କୋଟିର ହୀରା ଜବତ

ମୁମ୍ବାଇ,୨୪ା୪:ସୀମାଶୁଳ୍କ ବିଭାଗ ଅଧିକାରୀମାନେ ମୁମ୍ବାଇ ବିମାନବନ୍ଦରରୁ ୬.୪୬ କୋଟି ଟଙ୍କାର ସୁନା ଓ ହୀରା ଜବତ କରିଛନ୍ତି। ଜଣେ ଯାତ୍ରୀ ନୁଡୁଲ୍ସ ପ୍ୟାକେଟରେ ହୀରାକୁ ଲୁଚାଇଥିବାବେଳେ...

ପବନକୁ ସମ୍ଭାଳି ପାରିଲାନି ବ୍ରିଜ୍‌

ହାଇଦ୍ରାବାଦ୍‌,୨୪ା୪:ତେଲଙ୍ଗାନାର ପେଦ୍ଦାପଲ୍ଲୀରେ ସୋମବାର ରାତି ୯ଟା ୪୫ରେ ଏକ ନିର୍ମାଣାଧୀନ ବ୍ରିଜ୍‌ ପବନକୁ ସମ୍ଭାଳି ନ ପାରି ଭୁଶୁଡ଼ିପଡ଼ିଛି। ଉକ୍ତ ବ୍ରିଜ୍‌ର ଏକ ଅଂଶ ଭାଙ୍ଗିଯାଇଛି।...

ମତଦାନ କମିବା ଆଶଙ୍କା

ନୂଆଦିଲ୍ଲୀ,୨୪ା୪: ଲୋକ ସଭା ନିର୍ବାଚନରେ ବିଜୟୀ ହୋଇ ଭାଜପା ତୃତୀୟ ଥର ସରକାର ଗଢ଼ିବାକୁ ଲକ୍ଷ୍ୟ ରଖିଥିବାବେଳେ ଏହାକୁ ଅଟକାଇବା ପାଇଁ ଇଣ୍ଡିଆ ମେଣ୍ଟ ଜୋର୍‌ଦାର...

ଏସିଆ ଦେଶରେ ଅଧିକ ପଡିଲା ଜଳବାୟୁ ପରିବର୍ତ୍ତନର ପ୍ରଭାବ, ୨ ମାସରେ ଭାରତରେ ୧୦୦ରୁ ଅଧିକ ମୃତ୍ୟୁ: ରିପୋର୍ଟ

ନୂଆଦିଲ୍ଲୀ/ଜେନେଭା,୨୩।୪: ସର୍ବାଧିକ ବିପର୍ଯ୍ୟୟ ପ୍ରଭାବିତ ଅଞ୍ଚଳ ସମ୍ପର୍କରେ ମିଳିତ ଜାତିସଂଘ (ଜାତିସଂଘ) ରିପୋର୍ଟ ପ୍ରକାଶ ପାଇଛି। ଏହି ଅନୁଯାୟୀ, ୨୦୨୩ରେ ପାଗ, ଜଳବାୟୁ ଏବଂ ଜଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri