ରମ୍ଭା, ଗଞ୍ଜାମରେ ନିର୍ମାଣ ହେବ ୧୨ ଅଙ୍ଗନଓ୍ବାଡ଼ି କେନ୍ଦ୍ର

ଗଞ୍ଜାମ,୧୪ା୭(ଡି.ଏନ୍‌.ଏ.): ବିଭିନ୍ନ ଓ୍ବାର୍ଡରେ ଅଙ୍ଗନଓ୍ବାଡି କେନ୍ଦ୍ର ନ ଥିବାରୁ ଉକ୍ତ ସାହି ବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ l ଏନେଇ ବିଭିନ୍ନ ସମୟରେ ଅଭିଯୋଗ ମଧ୍ୟ ହୋଇଛି l ରମ୍ଭା ସହରର ବିଭିନ୍ନ ଓ୍ବାର୍ଡରେ ୭ଟି ଏବଂ ଗଞ୍ଜାମ ସହର ୫ଟି ଅଙ୍ଗନଓ୍ବାଡି କେନ୍ଦ୍ର ନିର୍ମାଣ ହେବ ବୋଲି ଗଞ୍ଜାମ ରାଜସ୍ବ ନିରୀକ୍ଷକ ରବୀନ୍ଦ୍ର କୁମାର ପ୍ରଧାନ ସୂଚନା ଦେଇଛନ୍ତି l ଗଞ୍ଜାମ ସହରର ମଧ୍ୟଖଣ୍ଡ ସାହି, ଗୌଡ଼ ସାହି, ପଣ୍ଡାସାହି, ଦାମୋଦରପୁର ଓ କର୍ମଚାରୀ କଲୋନୀ ଆଦି ସ୍ଥାନରେ ଜାଗା ଚି଼ହ୍ନଟ ହୋଇ ନିର୍ମାଣ କାର୍ଯ୍ୟ ଖୁବ୍‌ଶୀଘ୍ର ଆରମ୍ଭ ହେବ l


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ରାଜ୍ୟସ୍ତରୀୟ ବିଜ୍ଞାନ ମେଳାରେ କେ ଏମ ଭାଲିଆସାହି ଛାତ୍ରୀ, ଶୁଭେଚ୍ଛା ଜ୍ଞାପନ କରି…

ମୋହନା,୨୫ ।୧୨(ମନ୍ମଥ ମିଶ୍ର ): କେଉଁ ଆଦିମ କାଳରୁ ବିଜ୍ଞାନ ମନୁଷ୍ୟ ସମାଜର ଅଶେଷ ହିତ ସାଧନ କରି ଆସିଅଛି।ବିଜ୍ଞାନ ବିନା ସମାଜର ଉନ୍ନତିର ପରିକଳ୍ପନା...

ଅସହାୟଙ୍କୁ ସହାୟତାର ହାତ ବଢାଇଲା ନ୍ୟୁ ଲାଇଫ ମିଶନ

କେସିଙ୍ଗା,୨୫ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କୁର୍ଲୁପଡ଼ା ଗ୍ରାମର ନ୍ୟୁ ଲାଇଫ ମିଶନ ପରିସରରେ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଡାଇରେକ୍ଟର ସିଆନି ହରପାଲ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ପରିତ୍ୟକ୍ତ ଅବସ୍ଥାରେ ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ, ଅର୍ଥ ମଞ୍ଜୁର ହୋଇଥିଲେ ବି…

କର୍ଲାମୁଣ୍ଡା,୨୫।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଜୋରାଡ଼ବରାଠାରେ ପରିତ୍ୟକ୍ତ ଅବସ୍ଥାରେ ରହିଛି ସରକାରୀ ଆୟୁର୍ବେଦିକ ଚିକିତ୍ସାଳୟ। ସରକାର ୧୯୮୮ ମସିହାରେ ଏହି ଚିକିତ୍ସାଳୟ...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

ତୁଳସୀରେ ଅଛି ଅନେକ ଔଷଧୀୟ ଗୁଣ: ସକାରାତ୍ମକ ପରିବେଶ…

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ରେ ତୁଳସୀ ପୂଜନ ଉତ୍ସବ ପାଈଁ ଅଞ୍ଚଳ ଉତ୍ସବ ମୁଖର ହୋଇଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri