Posted inଜାତୀୟ

ବେଙ୍ଗାଲୁରୁ ଗଣବଳାତ୍କାର: ୨ ମହିଳାଙ୍କ ସମେତ ୧୨ ଗିରଫ

ବେଙ୍ଗାଲୁରୁ,୮।୭: କର୍ନାଟକର ରାଜଧାନୀରେ ବାଂଲାଦେଶର ମହିଳାଙ୍କୁ ଗଣବଳାତ୍କାର ଓ ନିର୍ଯାତନା ମାମଲାରେ ବେଙ୍ଗାଲୁୁରୁ ପୋଲିସ ୧୨ ଜଣଙ୍କୁ ଗିରଫ କରିଛି। ୨ ମହିଳାଙ୍କ ସମେତ ୧୧ ଅଭିଯୁକ୍ତ ହେଉଛନ୍ତି ବାଂଲାଦେଶ ନାଗରିକ। ଘଟଣା ସାମ୍ନାକୁ ଆସିବାର ୫ ସପ୍ତାହରେ ତଦନ୍ତ ଶେଷ ହୋଇଥିବା ବେଙ୍ଗାଲୁରୁ ପୋଲିସ କମିଶନର କମଲ ପନ୍ତ ଗୁରୁବାର ଟୁଇଟ୍‌ କରିଛନ୍ତି। ଏହି ମାମଲାର ଚାର୍ଜଶିଟ୍‌ କୋର୍ଟରେ ଦାଖଲ କରାଯାଇଛି।

ତଦନ୍ତ କାର୍ଯ୍ୟ ଶୀଘ୍ର ଶେଷ କରିବା ପାଇଁ ତଦନ୍ତକାରୀ ଦଳକୁ ପ୍ରଶଂସା କରିବା ସହ ପୁରସ୍କାର ବାବଦକୁ ୧ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଛି। ଏହି ଗଣବଳାତ୍କାର ଓ ନିର୍ଯାତନା ଘଟଣା ଚଳିତ ବର୍ଷ ମେ’ରେ ଘଟିଥିଲା। ଗଣବଳାତ୍କାର ପରେ ପୀଡ଼ିତଙ୍କ ଯୌନାଙ୍ଗରେ ଭଙ୍ଗା କାଚ ବୋତଲ ପୂରାଇ ଦେଇଥିଲେ ଅଭିଯୁକ୍ତମାନେ। ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ୨୨ ବର୍ଷୀୟା ମହିଳା ଗଣବଳାତ୍କାର ଶୀକାର ହୋଇଥିବା ଜଣାପଡ଼ିଥିଲା।

ମାନବ ଚାଲାଣକାରୀଙ୍କ ଦ୍ୱାରା ପୀଡ଼ିତାଙ୍କୁ ଭାରତ ଅଣାଯାଇଥିଲା। ତାଙ୍କୁ ଠେଲି ଦିଆଯାଇଥିଲା ବେଶ୍ୟାବୃତ୍ତିକୁ। ଆର୍ଥିକ ବିବାଦକୁ ନେଇ ଅଭିଯୁକ୍ତମାନେ ତାଙ୍କୁ ଗଣବଳାତ୍କାର କରିବା ସହ ନିର୍ଯାତନା ଦେଇଥିଲେ। ଗତ ଦୁଇ ମାସରେ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୩ ଜଣ ପୋଲିସକୁ ଆକ୍ରମଣ କରି ଖସିବାକୁ ଉଦ୍ୟମ କରି ଗୁଳି ଖାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାମେଲିଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ: ଚାମେଲିଙ୍କୁ ଦୋଷ ମୁକ୍ତ କର, ନ ହେଲେ…

ପାଟଣା,୧୭।୬(ବୀର କିଶୋର ଦାଶ):କେନ୍ଦ୍ରାପଡା ଜିଲା ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ସପକ୍ଷରେ ବାହାରିଲେ ପାଟଣା ବ୍ଲକ ସରପଞ୍ଚ। ଯେ ପର୍ଯ୍ୟନ୍ତ ତାଙ୍କୁ ନ୍ୟାୟ ପ୍ରଦାନ ସହ ସମ୍ପୂର୍ଣ୍ଣ…

ଶେଷ ଦିନରେ ୧୩ ଜଣ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ, କିଏ କେଉଁ ଜୋନ୍‌ରୁ ଦେଖନ୍ତୁ ପୂରା ଲିଷ୍ଟ

ଛତ୍ରପୁର,୧୭।୬ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଯୋଜନା କମିଟି ସଦସ୍ୟ ଲାଗି ଆଜି ଶେଷ ଦିନରେ ୧୩ ଜଣ ଜିଲା ପରିଷଦ ସଭ୍ୟ / ସଭ୍ୟା ସେମାନଙ୍କ…

ଅଧା ରହିଗଲା ବିଜୟର ଖୁସି! ସିରାଜ, ତିଳକଙ୍କ ସମେତ ୩ କ୍ରିକେଟରଙ୍କୁ ଲିଗାଲ ନୋଟିସ୍‌, ବଢ଼ିଲା… 

ହାଇଦ୍ରାବାଦ,୧୭।୬: ଶ୍ରୀଲଙ୍କାରେ ଖେଳାଯାଉଥିବା ତ୍ରିଦେଶୀୟ ସିରିଜ୍‌ର ଫାଇନାଲ୍‌ରେ ପ୍ରବେଶ କରି ଭାରତୀୟ ଏ-ଦଳ (India A) ଉତ୍ସବ ମନାଉଥିବା ବେଳେ ଅଧିନାୟକ ତିଲକ ବର୍ମାଙ୍କୁ ଏକ ବଡ଼…

ବଲାଙ୍ଗୀର ଜିଲା ଯୁବମୋର୍ଚ୍ଚା କମିଟି ଘୋଷଣା: ଜାଣନ୍ତୁ କାହାକୁ କାହାକୁ ମିଳିଲା ଦାୟିତ୍ୱ

ବଲାଙ୍ଗୀର,୧୭।୬(ସୁନୀଲ କୁମାର ମହାନ୍ତି ): ଆଜି ରାଜ୍ୟ ନିର୍ଦ୍ଦେଶ କ୍ରମେ ଓ ଜିଲା ଭାଜପା ପକ୍ଷରୁ ବିଧିବଦ୍ଧ ଭାବେ ବଲାଙ୍ଗୀର ଜିଲା ଭାଜପା ଯୁବମୋର୍ଚ୍ଚା କମିଟି ଘୋଷଣା…

ଧାର ଟଙ୍କା ପରିଶୋଧକୁ କେନ୍ଦ୍ରକରି ଛୁରୀରେ ମରଣାନ୍ତକ ଆକ୍ରମଣ ; ଜାମିନ ଆବେଦନ ଖାରଜ ହେବାରୁ ୨ ଅଭିଯୁକ୍ତଙ୍କୁ…

ଦିଗପହଣ୍ଡି,୧୭।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସାହାସପୁର ଗ୍ରାମର ଚନ୍ଦନ ସ୍ବାଇଁଙ୍କ ଠାରୁ ଗ୍ରାମର ଏ.ସନ୍ତୋଷ ପାତ୍ର ଗତ ପ୍ରାୟ ୩ ମାସ ପୂର୍ବେ…

ଦ୍ୱିପାକ୍ଷିକ ବୈଠକ ପୂର୍ବରୁ ମୋଦିଙ୍କୁ ଏ କ’ଣ କହିଦେଲେ ଟ୍ରମ୍ପ? ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୭।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫ୍ରାନ୍ସର ଏଭିଆନଠାରେ ଆୟୋଜିତ ଜି-୭ (G-7) ସମିଟ ଅବସରରେ ଆଜି ବୁଧବାର (୧୭ ଜୁନ,…

ଧାନକିଣାରେ ଅବ୍ୟବସ୍ଥା: ଚିନ୍ତାରେ ଶତାଧିକ ଚାଷୀ

ତିହିଡ଼ି,୧୭ା୬(କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକରେ ରବି ଧାନ ସଂଗ୍ରହ ପ୍ରକ୍ରିୟାରେ ବିଳମ୍ବ ଯୋଗୁ ଶତାଧିକ ଚାଷୀ ଗଭୀର ଚିନ୍ତାରେ ପଡ଼ିଛନ୍ତି। ଚାଷୀମାନେ ଧାନ ଅମଳ…

ଭାଜପାରେ ସାମିଲ ହେଲେ ବିଜେଡି-କଂଗ୍ରେସର ବହୁ କର୍ମକର୍ତ୍ତା

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ପଡ଼ିଆ ସଦର ବ୍ଲକ କଲ୍ୟାଣମଣ୍ଡପଠାରେ ଭାରତୀୟ ଜନତା ପାର୍ଟିର ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ମିଶ୍ରଣ ପର୍ବରେ ମାଲକାନଗିରି ବିଧାୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri