Posted inଜାତୀୟ

୧୨ କ୍ରୀଡାବିତ ପାଇବେ ମେଜର ଧ୍ୟାନଚାନ୍ଦ ପୁରସ୍କାର

ନୂଆଦିଲ୍ଲୀ,୧୩।୧୧: କ୍ରୀଡାବିତଙ୍କୁ ଜାତୀୟ କ୍ରୀଡା ପୁରସ୍କାର ୨୦୨୧ ଶନିବାର ପ୍ରଦାନ କରାଯିବ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପୁରସ୍କାର ପ୍ରଦାନ କରିବେ। ଏ ବର୍ଷ ୧୨ ଜଣ କ୍ରୀଡାବିତଙ୍କୁ ମେଜର ଧ୍ୟାନଚାନ୍ଦ ପୁରସ୍କାର ପ୍ରଦାନ କରାଯିବ।
ଏ ନେଇ ରାଷ୍ଟ୍ରପତି ଭବନରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ରହିଛି । ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ ନେଇ ନଭେମ୍ବର ୨ରେ ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ ତରଫରୁ ଘୋଷଣା କରାଯାଇଥିଲା । କ୍ରୀଡା କ୍ଷେତ୍ରରେ ସଫଳତା ପାଇ ଥିବା କ୍ରୀଡାବିତଙ୍କୁ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଏ।

ନୀରଜ ଚୋପ୍ରା(ଆଥଲେଟିକ୍ସ), ରବି କୁମାର(କୁସ୍ତି), ଲଭଲିନା ବୋର୍ଗୋହେନ(ବକ୍ସିଂ), ପିଆର ଶ୍ରୀଜେଶ(ହକି), ଅବନୀ ଲେଖାରା(ପାରା ସୁଟିଂ), ସୁମିତ ଅଣ୍ଟିଲ(ପାରା ଆଥଲେଟିକ୍ସ), ପ୍ରମୋଦ ଭଗତ(ପାରା ବ୍ୟାଡମିଣ୍ଟନ), କୃଷ୍ଣା ନାଗର(ପାରା ବ୍ୟାଡ୍ମିଣ୍ଟନ), ମନୀଷ ନରୱାଲ(ପାରା ସୁଟିଂ), ମିତାଲି ରାଜ(କ୍ରିକେଟ), ସୁନୀଲ ଛେତ୍ରୀ(ଫୁଟବଲ) ଓ ମନପ୍ରୀତ ସିଂହ(ହକି) ।

 


Enter your email to get our daily news in your inbox.

All Right Reserved By Dharitri.Com

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ...

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ବାଂଲାଦେଶ ହିଂସା: ହିନ୍ଦୁଙ୍କ ଘର ଜାଳିଦେଲେ କଟ୍ଟରପନ୍ଥୀ, ସାମ୍ନାକୁ ଆସିଲା ଭୟଙ୍କର ଭିଡ଼ିଓ

ଢାକା,୨୪।୧୨: ବାଂଲାଦେଶରେ ହିନ୍ଦୁମାନଙ୍କ ଉପରେ ଅତ୍ୟାଚାରର ଧାରା ଥମିବାର ନାଁ ନେଉନାହିଁ। ବାଂଲାଦେଶୀ ଲେଖିକା ତସଲିମା ନସରିନ ଏକ ଭିଡିଓ ଜାରି କରିଛନ୍ତି ଯେଉଁଥିରେ ଚିଟାଗଙ୍ଗରେ...

ଇତିହାସ ରଚିଲା ଇସ୍ରୋ: ଏଣିକି ବିନା ମୋବୋଇଲ୍‌ ଟାଓ୍ବାରରେ ଆସିବ ନେଟଓ୍ବର୍କ

ନୂଆଦିଲ୍ଲୀ,୨୪।୧୨: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO) ପୁଣି ଥରେ ବିଶ୍ୱ ସମ୍ମୁଖରେ ନିଜର ଶକ୍ତି ଏବଂ ଆତ୍ମବିଶ୍ୱାସ ପ୍ରଦର୍ଶନ କରିଛି। ଏକ କମ ବଜେଟ,...

ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ

ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...

ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…

ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...

ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍‌ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...

ନେମାରଙ୍କ ଅସ୍ତ୍ରୋପଚାର ସଫଳ

ସାଓ ପାଉଲୋ,୨୪ା୧୨: ବ୍ରାଜିଲର ଷ୍ଟାର ଖେଳାଳି ନେମାରଙ୍କ ବାମ ଆଣ୍ଠୁରେ ଅସ୍ତ୍ରୋପଚାର ହୋଇଛି। ତାଙ୍କ କ୍ଲବ ସାଣ୍ଟୋସ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୩୩ ବର୍ଷୀୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri