Posted inଜାତୀୟ

୧୨ କ୍ରୀଡାବିତ ପାଇବେ ମେଜର ଧ୍ୟାନଚାନ୍ଦ ପୁରସ୍କାର

ନୂଆଦିଲ୍ଲୀ,୧୩।୧୧: କ୍ରୀଡାବିତଙ୍କୁ ଜାତୀୟ କ୍ରୀଡା ପୁରସ୍କାର ୨୦୨୧ ଶନିବାର ପ୍ରଦାନ କରାଯିବ। ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପୁରସ୍କାର ପ୍ରଦାନ କରିବେ। ଏ ବର୍ଷ ୧୨ ଜଣ କ୍ରୀଡାବିତଙ୍କୁ ମେଜର ଧ୍ୟାନଚାନ୍ଦ ପୁରସ୍କାର ପ୍ରଦାନ କରାଯିବ।
ଏ ନେଇ ରାଷ୍ଟ୍ରପତି ଭବନରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ରହିଛି । ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ ନେଇ ନଭେମ୍ବର ୨ରେ ଯୁବ ବ୍ୟାପାର ଏବଂ କ୍ରୀଡା ମନ୍ତ୍ରଣାଳୟ ତରଫରୁ ଘୋଷଣା କରାଯାଇଥିଲା । କ୍ରୀଡା କ୍ଷେତ୍ରରେ ସଫଳତା ପାଇ ଥିବା କ୍ରୀଡାବିତଙ୍କୁ ପ୍ରତିବର୍ଷ ଜାତୀୟ କ୍ରୀଡ଼ା ପୁରସ୍କାର ପ୍ରଦାନ କରାଯାଏ।

ନୀରଜ ଚୋପ୍ରା(ଆଥଲେଟିକ୍ସ), ରବି କୁମାର(କୁସ୍ତି), ଲଭଲିନା ବୋର୍ଗୋହେନ(ବକ୍ସିଂ), ପିଆର ଶ୍ରୀଜେଶ(ହକି), ଅବନୀ ଲେଖାରା(ପାରା ସୁଟିଂ), ସୁମିତ ଅଣ୍ଟିଲ(ପାରା ଆଥଲେଟିକ୍ସ), ପ୍ରମୋଦ ଭଗତ(ପାରା ବ୍ୟାଡମିଣ୍ଟନ), କୃଷ୍ଣା ନାଗର(ପାରା ବ୍ୟାଡ୍ମିଣ୍ଟନ), ମନୀଷ ନରୱାଲ(ପାରା ସୁଟିଂ), ମିତାଲି ରାଜ(କ୍ରିକେଟ), ସୁନୀଲ ଛେତ୍ରୀ(ଫୁଟବଲ) ଓ ମନପ୍ରୀତ ସିଂହ(ହକି) ।

 


Enter your email to get our daily news in your inbox.

All Right Reserved By Dharitri.Com

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri