ଖସିଲା କରୋନା ଗ୍ରାଫ୍‌, ଆଜି ୧୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ରାଜ୍ୟରୁ ସୋମବାର ୧୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୬୫୧ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ସ୍ଥାନୀୟ ସଂକ୍ରମିତ ଅଟନ୍ତି।

ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଷ୍ଟେଟ୍‌ପୁଲ୍‌ ସଂଖ୍ୟା ରହିଛି ୨।

ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୮୮,୬୫୧ରେ ପହଞ୍ଚିଥିବା ବେଳେ ୧୨,୭୯,୩୨୪ ଜଣ ସୁସ୍ଥ ହୋଇଛନ୍ତି। ୧୪୮ଜଣ ଚିକିିତ୍ସିତ ହେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ

ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି…

ଆନ୍ଧ୍ର ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚତୁର୍ଥ ସନ୍ତାନ ପାଇଁ ୪୦ ହଜାର

ବିଜୟଓ୍ବାଡ଼ା,୧୬ା୫: ଆନ୍ଧ୍ରପ୍ରଦେଶରେ ତୃତୀୟ ସନ୍ତାନ ଜନ୍ମ ପାଇଁ ୩୦ ହଜାର ଟଙ୍କା ଆର୍ଥତ୍କ ପ୍ରୋତ୍ସାହନ ମିଳିବାକୁ ଥିବାବେଳେ ଚତୁର୍ଥ ସନ୍ତାନ ଜନ୍ମ ହେଲେ ୪୦ ହଜାର ଟଙ୍କା…

ସୁନା ପରେ ଏବେ ରୁପା! ସରକାର ଲଗାଇଲେ ବଡ଼ କଟକଣା, ଏଣିକି ଆଉ…

ନୂଆଦିଲ୍ଲୀ,୧୬।୫: ରୁପା ଆମଦାନୀକୁ ନେଇ କେନ୍ଦ୍ର ସରକାର ଲଗାଇଛନ୍ତି କଟକଣା। ସରକାର ଏହାର ଅନେକ ଶ୍ରେଣୀ କୁ ମୁକ୍ତ ତାଲିକା (Free List)ରୁ ହଟାଇ ପ୍ରତିବନ୍ଧିତ ତାଲିକା…

ସିବିଏସ୍‌ଇ କଲା ବଡ଼ ପରିବର୍ତ୍ତନ: ୩ ଭାଷା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୬ା୫: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ପକ୍ଷରୁ ନବମ ଏବଂ ଦଶମ ଶ୍ରେଣୀ ପାଇଁ ଏକ ବଡ଼ ପରିବର୍ତ୍ତନ କରାଯାଇଛି। ଜାରି ହୋଇଥିବା ସର୍କୁଲାର ଅନୁଯାୟୀ…

ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା…

ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ   

ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ…

ଚେକ୍‌ ଡ୍ୟାମ୍‌ ନିର୍ମାଣକୁ ଚାଷୀଙ୍କ ବିରୋଧ

ଲାଠୋର,୧୬।୫(ଭୁବନେଶର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଟଙ୍କପାଣି ପଞ୍ଚାୟତ ପତ୍ରାପାଲି ଗ୍ରାମ ଏବଂ ବରଗଡ଼ ଜିଲା ପାଇକମାଲ ବ୍ଲକ ଝାରବନ୍ଧ ପଞ୍ଚାୟତ ମେନକାମୁଣ୍ଡା ଗ୍ରାମର ଚାଷୀମାନେ…

ଚିତା ବାଘ ଛାଲ, ଅଫୁଟା ବୋମା,ଅସ୍ତ୍ରଶସ୍ତ୍ର ଜବତ: ତିନି ଗିରଫ

ପାତ୍ରପୁର, ୧୬।୫ (ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅଞ୍ଚଳରେ ପୋଲିସ ଚଢ଼ାଉ କରି ଚିତା ବାଘ ଛାଲ ସହ ଅଫୁଟା ବୋମା ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri