ରିଲିଜ୍‌ ଆଗରୁ ବୁକିଂରେ ୧୨ କୋଟି ରୋଜଗାର

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ଶାହରୁଖ୍‌ ଖାନ୍‌ଙ୍କ ଆଗାମୀ ଚଳଚ୍ଚିତ୍ର ‘ପଠାନ’କୁ ନେଇ ଅନେକ ବିବାଦ ଦେଖାଦେଇଥିଲା। ଏହା ମଧ୍ୟରେ ଫିଲ୍ମ ଆସନ୍ତା ୨୫ରେ ରିଲିଜ୍‌ ହେଉଛି। ଦର୍ଶକ ଏହାକୁ ନେଇ ଉତ୍ସାହର ସହ ଅପେକ୍ଷା କରିଛନ୍ତି। ବିଦେଶରେ ‘ପଠାନ’ ଆଡଭାନ୍ସ ଟିକେଟ୍‌ ବୁକିଂରେ ବମ୍ପର ରୋଜଗାର କରିଛି। ଭାରତରେ ଏହି ଚଳଚ୍ଚିତ୍ର ପାଇଁ ଆଡ୍‌ଭାନ୍ସ ଟିକେଟ୍‌ ବୁକିଂ ଗୁରୁବାରଠାରୁ ଆରମ୍ଭ ହୋଇଛି। ସିନେମାର ଆଡ୍‌ଭାନ୍ସ ବୁକିଂରୁ ୧୨ କୋଟି ଟଙ୍କା ରୋଜଗାର ହୋଇଛି। ତେବେ ଶାହରୁଖଙ୍କ ‘ପଠାନ’ ବକ୍ସ ଅଫିସରେ ଉଦ୍‌ଘାଟନୀ ଦିନରେ ରେକର୍ଡ ସୃଷ୍ଟି କରିପାରିବ ବୋଲି କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri