ପାକିସ୍ତାନ-ଚାଇନା ମୁହାଁମୁହିଁ

ପେଶ୍ୱାର,୧୪।୭: ପାକିସ୍ତାନର ଖାଇବର ପାଖତୁନଖ୍ବା ପ୍ରଦେଶରେ ବୁଧବାର ଏକ ବସରେ ଘଟିଥିବା ବୋମା ବିସ୍ଫୋରଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଥିଲେ ଚାଇନାର ୯ ଜଣ ଇଞ୍ଜିନିୟର। ତେବେ ଏହି ବିସ୍ଫୋରଣ ଘଟଣାକୁ ନେଇ ମୁହଁାମୁହିଁ ହୋଇଛନ୍ତି ଦୁଇ ପଡ଼ୋଶୀ ଦେଶ ଚାଇନା ଓ ପାକିସ୍ତାନ।

ଏହି ଘଟଣାକୁ ଆତଙ୍କବାଦୀ ଆକ୍ରମଣ ବୋଲି ବେଜିଂ ପକ୍ଷରୁ କୁହାଯାଇଛି। ଚାଇନାର ବୈଦେଶିକ ମନ୍ତ୍ରଣାଳୟ ପ୍ରବକ୍ତା ଝାଓ ଲିଜିଆନ ଘଟଣାର ନିନ୍ଦା କରିବା ସହ ବୋମା ବିସ୍ଫୋରଣ ପାଇଁ ଦାୟୀ ବ୍ୟକ୍ତିଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଏଥିସହିତ ହାଇଡ୍ରୋପାଓ୍ବର ଡ୍ୟାମ ନିର୍ମାଣ କାର୍ଯ୍ୟରେ ଜଡ଼ିତ ଚାଇନା ଅଧିକାରୀଙ୍କୁ କଡ଼ା ସୁରକ୍ଷା ଦେବାକୁ ଇସଲାମାବାଦକୁ କହିଛନ୍ତି।

କିନ୍ତୁ ପାକିସ୍ତାନର ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ବିଜ୍ଞପ୍ତିରେ କୁହାଯାଇଛି, ଯାନ୍ତ୍ରିକ ତ୍ରୁଟି କାରଣରୁ ବସଟି ଏକ ନଦୀରେ ପଶିଯାଇଥିଲା। ଫଳରେ ଗ୍ୟାସ ଲିକ୍‌ ହେବା ସହ ବିସ୍ଫୋରଣ ଘଟିଥିଲା। ଘଟଣାର ଅଧିକ ତଦନ୍ତ ଚାଲିଛି।

ଉଲ୍ଲେଖଯୋଗ୍ୟ, ପାକିସ୍ତାନର ଖାଇବର ପାଖତୁନଖ୍ବା ପ୍ରଦେଶରେ ଚାଲିଥିବା ହାଇଡ୍ରୋପାଓ୍ବର ଡ୍ୟାମ ନିର୍ମାଣ କାର୍ଯ୍ୟରେ ମୁତୟନ ଥିବା ୪୦ ଚାଇନିଜ ଇଞ୍ଜିନିୟର, ସର୍ଭେୟର ଓ ମେକାନିକାଲ ଷ୍ଟାଫଙ୍କୁ ନେଇ ଯାଉଥିବା ବସରେ ସକାଳ ୭ଟାରେ ବିସ୍ଫୋରଣ ଘଟିଥିଲା। ଏହି ଘଟଣାରେ ୯ ଚାଇନିଜ ଇଞ୍ଜିନିୟର ଓ ୩ ପାକିସ୍ତାନୀ ନାଗରିକଙ୍କ ମୃତ୍ୟୁ ଘଟିଥିବା କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri