ବିମାନ ଦୁର୍ଘଟଣାରେ ୧୨ ମୃତ, ଜଳୁଥିବା ଭିଡିଓ ସୋସିଆଲ ମିଡ଼ିଆରେ ଭାଇରାଲ…

ରିଓ ଡି ଜେନରିଓ,୩୦।୧୦: ବ୍ରାଜିଲରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି। ଯେଉଁଥିରେ ୧୨ ଜଣଙ୍କର ମୃତ୍ୟୁ ଘଟିଛି। ନ୍ୟୁଜ ଏଜେନ୍ସି ରିପୋର୍ଟ ଅନୁସାରେ ବ୍ରାଜିଲର ଆମାଜନ ଅଞ୍ଚଳରେ ରବିବାର ସକାଳେ ଏକ ଛୋଟ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନରେ ଥିବା ୧୨ଜଣଙ୍କର ମୃତ୍ୟୁ ଘଟିଛି।

ଗୋ ଗ୍ଲାଡସନ କାମେଲିଙ୍କ ପ୍ରେସ କାର୍ଯ୍ୟାଳୟ କହିଛି ଏକର ରାଜ୍ୟର ରାଜଧାନୀ ରିଓ ବ୍ରାନକୋର ମୁଖ୍ୟ ବିମାନବନ୍ଦର ନିକଟରେ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନ ଦୁର୍ଘଟଣା ପରେ ଏହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା ଯେଉଁଥିରେ ଜଙ୍ଗଲରେ ଜଳୁଥିବା ଆବର୍ଜନା ଦେଖିବାକୁ ମିଳିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ସକାଳୁ ସକାଳୁ ବଡ଼ ଝଟ୍‌କା, ମହଙ୍ଗା ହେଲା ଘରୋଇ ସିଲିଣ୍ଡର ଦାମ୍‌; ଜାଣନ୍ତୁ ନୂଆ ଦର

ନୂଆଦିଲ୍ଲୀ,୭।୬: ଦେଶରେ ମହଙ୍ଗା ମାଡ଼ ଯୋଗୁଁ ସାଧାରଣ ଜନତା ଅତିଷ୍ଠ ହୋଇପଡ଼ିଛନ୍ତି। ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀ ଦିନକୁ ଦିନ ମହଙ୍ଗା ହେବାରେ ଲାଗିଛି। କ୍ଷୀର, ପେଟ୍ରୋଲ-ଡିଜେଲ ଏବଂ ସିଏନଜି…

ଚାକିରି ଆରମ୍ଭ ୬ ହଜାରରୁ ହେଲେ ଏବେ ୧୩ ପ୍ଲଟ୍‌, ଲକ୍‌ରରେ କୋଟି କୋଟି ଟଙ୍କା ; ଆଇଟିଡିଏ ନିର୍ବାହୀ ଯନ୍ତ୍ରୀଙ୍କ ସମ୍ପତ୍ତି ଦେଖି…

ଭୁବନେଶ୍ୱର/ବାଲିଗୁଡ଼ା,୬।୬(ତ୍ରିନାଥ ମହାନ୍ତି/ ସଞ୍ଜୟ କୁମାର ପାଣିଗ୍ରାହୀ): ଚାକିିରି ଆରମ୍ଭ କରିଥିଲେ ୬ ହଜାର ଟଙ୍କାରେ। ହେଲେ ସେ କିଛି ଦିନ ପରେ ଆୟଠାରୁ ଢେର ପରିମାଣର ଅଧିକ…

ଗାଡ଼ି ଉପରେ ଏୟାର ଷ୍ଟ୍ରାଇକ୍‌, ଲେବାନନ୍‌ ସେନା ଅଫିସରଙ୍କ ସମେତ ଚାଲିଗଲା ୯ ଜୀବନ

ବେରୁଟ୍‌ ,୬ା୬: ଇସ୍ରାଏଲ ଏବଂ ଲେବାନନ୍‌ ମଧ୍ୟରେ ନୂଆ ଅସ୍ତ୍ରବିରତି ଚୁକ୍ତିନାମା ସତ୍ତ୍ୱେ ଇସ୍ରାଏଲୀ ସେନା ଆକ୍ରମଣ ଜାରି ରଖିଛି। ଇସ୍ରାଏଲୀ ସେନା ଶନିବାର ଦକ୍ଷିଣ ଲେବାନନ୍‌ରେ…

ପେଟ୍ରୋଲ ପମ୍ପ ଛାଡ଼ନ୍ତୁ, ଘର ଆଗରେ ଲଗାନ୍ତୁ EV ଚାର୍ଜିଂ ଷ୍ଟେଶନ; କେଇଦିନରେ ବଦଳିଯିବ ଆପଣଙ୍କ ଭାଗ୍ୟ!

ନୂଆଦିଲ୍ଲୀ,୬।୫: ଦିନ ଥିଲା ଯେତେବେଳେ ପେଟ୍ରୋଲ ପମ୍ପର ମାଲିକ ହେବା ପ୍ରତ୍ୟେକ ବ୍ୟବସାୟୀଙ୍କ ପାଇଁ ଏକ ବଡ଼ ସ୍ବପ୍ନ ଥିଲା। କିନ୍ତୁ ବଦଳୁଥିବା ସମୟ ସହିତ ଏହି…

କାଳବୈଶାଖୀରେ ଭାଙ୍ଗିଲା ଘର କାନ୍ଥ, ବାସହରା ହୋଇପଡ଼ିଛନ୍ତି ବୈବସତଙ୍କ ପରିବାର

ରିଷିଡ଼ା,୬ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବୈବସତ ରଣା ପିତା ସତ୍ୟ ରଣାଙ୍କ ପରିବାର ଆବାସ ଯୋଜନାରୁ ବଞ୍ଚିତ ହୋଇ ଦୟନୀୟ ଭାବେ…

ମାଡ଼ି ଆସିଲା କାଳବୈଶାଖୀ: କେଇ ମିନିଟରରେ ଛାରଖାର ହୋଇଗଲା ଜନତା ମଇଦାନ

ଭୁବନେଶ୍ବର,୬।୬: ରାଜଧାନୀ ଭୁବନେଶ୍ବରରେ ମାଡ଼ି ଆସିଲା କାଳବୈଶାଖୀ। କେଇ ମିନିଟର ଝଡତୋଫାନ ବର୍ଷାରେ ଛାରଖାର ହୋଇଗଲା ଜନତା ମଇଦାନ। ଜନତା ମଇଦାନରେ ଅନ୍ତର୍ଜାତୀୟ ଟ୍ରେଡ ଫେୟାର ପାଇଁ…

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! IMDର ପୂର୍ବାନୁମାନ

ଭୁବନେଶ୍ୱର,୬।୬: ୮ ଦିନ ମଧ୍ୟରେ ଓଡ଼ିଶା ଛୁଇଁବ ମୌସୁମୀ! ପ୍ରବଳ ଗରମ ଓ ଗୁଳୁଗୁଳିରୁ ଶୀଘ୍ର ମିଳିପାରେ ମୁକ୍ତି। ଆଗାମୀ ୬ରୁ ୮ ଦିନ ମଧ୍ୟରେ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri