୧୨ ଫୁଟର ଅଜଗର ଉଦ୍ଧାର

ପରଜଙ୍ଗ,୩।୧୦(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରୁ ଏକ ୧୨ ଫୁଟ ଲମ୍ବର ଅଜଗର ସାପ ଉଧାର ହୋଇଛି। ତେବେ ସାପଟିକୁ ଉଦ୍ଧାର କରି ବନ ବିଭାଗକୁ ହସ୍ତାନ୍ତର କରାଯାଇଥିବା ଜଣାପଡିଛି।
ସୂଚନାଯୋଗ୍ୟ, ଶନିବାର ରାତିରେ ସାପଟି ବ୍ଲକ କାର୍ଯ୍ୟାଳୟ ସମ୍ମୁଖ ରାସ୍ତା ପାର ହେଉଥିବା ସମୟରେ ଜଣେ ବାଇକ୍‌ ଚାଳକ ସାପଟିକୁ ଦେଖିଥିଲେ। ଖବର ପାଇ ସ୍ନେକ୍‌ ହେଲ୍ପଲାଇନ୍‌ ସଦସ୍ୟ ପହଞ୍ଚି ସାପଟିକୁ ଉଦ୍ଧାର କରି ବନ ବିଭାଗକୁ ଦେଇଥିଲେ। ସାପଟିକୁ ବାରବାଙ୍କ ସାଉଥ ରିଜର୍ଭ ଜଙ୍ଗଲରେ ଛଡ଼ାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସବୁ ବ୍ୟକ୍ତି ଭିତରେ କବି ସତ୍ତାଟିଏ ରହିଛି’

ବଲାଙ୍ଗୀର ଅଫିସ, ୨୮ା୧୨: କଥାଶିଳ୍ପୀ ଡା. ମଞ୍ଜୁବାଳା ପଣ୍ଡାଙ୍କ ଗଳ୍ପ ସଙ୍କଳନ ପାରନାନୀ ଓ ଅନ୍ୟାନ୍ୟ ଗଳ୍ପ ଉନ୍ମୋଚିତ ହୋଇଛି ା ବଲାଙ୍ଗୀର ପୂଜ୍ୟପୂଜା ସଙ୍ଗଠନ...

ଲାଲଗଡରେ ପହଞ୍ଚିଲେ ଡିଜି ଅଭୟ

ଚିତ୍ରକୋଣ୍ଡା,୧୪।୧୨(ଡି.ଏନ.ଏ): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳରେ ଥିବା ଲାଲଗଡ ହନ୍ତାଳଗୁଡ଼ା ବିଏସଏଫ କ୍ୟାମ୍ପରେ ସୋମବାର ପହଞ୍ଚିଛନ୍ତି ରାଜ୍ୟ ପୋଲିସ ଡିଜି ଅଭୟ। ମାଓ ଦମନ...

ପର୍ଯ୍ୟଟକ ଅପେକ୍ଷାରେ ପର୍ଯ୍ୟଟନସ୍ଥଳୀ

ଚମ୍ପୁଆ,୩୧।୧୨(ଡି.ଏନ.ଏ): କେନ୍ଦୁଝର ଜିଲାର ଚମ୍ପୁଆ ଉପଖଣ୍ଡରେ ରହିଥିବା ପର୍ଯ୍ୟଟନସ୍ଥଳୀ କେଶରୀ କୁଣ୍ଡ ଓ କଙ୍ଗିରା ମୁହାଣ(ଦୋ ମୁହାଣି) ଚଳିତ ବର୍ଷ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିପାରିନି। କୋଭିଡ୍‌...

ଦୃଷ୍ଟିହୀନ ଛାତ୍ରଙ୍କୁ ମିଳୁନି ହଷ୍ଟେଲ୍‌

ବ୍ରହ୍ମପୁର ଅଫିସ୍‌,୨୭ା୮-ଖଲ୍ଲିକୋଟ ଜୁନିୟର୍‌ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଦୃଷ୍ଟିହୀନ ଛାତ୍ରଙ୍କୁ ରହିବା ପାଇଁ ହଷ୍ଟେଲ୍‌ରେ ସିଟ୍‌ ମିଳୁନି। ଏହାକୁ ନେଇ ଦୃଷ୍ଟିହୀନ ଛାତ୍ରମାନେ ଅସନ୍ତୋଷ ପ୍ରକାଶ...

ମାନସିକ ଚାପରୁ ମୁକୁଳି ବାତ୍ୟା ଅନୁଭୂତି ବଖାଣିଲେ ପିଲା

ପୁରୀ ଅଫିସ,୨୬ା୧୦: ବାତ୍ୟା ଫନୀରେ ପୁରୀ ଜିଲାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଲକ୍ଷାଧିକ ଗଛ, ଘର, ବିଦ୍ୟୁତ୍‌ଖୁଣ୍ଟ ଭାଙ୍ଗି ପଡ଼ିିଥିଲା। ବାତ୍ୟା ପରେ ବିଦ୍ୟୁତ୍‌ ଯୋଗାଯୋଗ...

ମୃତକଙ୍କ ନଁ।ରେ ଭତ୍ତା ଟଙ୍କା ହଡ଼ପ ଘଟଣା :ବ୍ଲକ ପ୍ରଶାସନ, ଜିଲା ସାକପମାଜିକ ସୁରକ୍ଷା ଅଧିକାରୀଙ୍କ ତଦନ୍ତ

ଦାରିଙ୍ଗବାଡ଼ି,୩୧।୮(ଡି.ଏନ.ଏ) -ଦାରିଙ୍ଗବାଡ଼ି ବ୍ଲକ ଶ୍ରାନିକେତା ପଞ୍ଚାୟତରେ ମୃତକଙ୍କ ନାମରେ ଭତ୍ତା ଟଙ୍କା ହଡ଼ପ ଘଟଣାର ବିଡିଓ ତ୍ରିଲୋଚନ ପାତ୍ର ଏବଂ ଜିଲା ସାମାଜିକ ସୁରକ୍ଷା ଅଧିକାରୀ...

କଟକ ମହାନଗର ନିଗମର ଦାୟିତ୍ୱହୀନତା: ରାସ୍ତାରେ ପଡୁଛି ବ୍ୟବହୃତ ପିପିଇ କିଟ୍‌

କଟକ ଅଫିସ,୨୩।୮: କରୋନା ସଂକ୍ରମଣରୁ ବର୍ତ୍ତିବା ପାଇଁ ବ୍ୟକ୍ତିଗତ ସୁରକ୍ଷା ସରଞ୍ଜାମ (ପିପିଇ କିଟ୍‌) ବ୍ୟବହାର ହେଉଛି ସତ; କିନ୍ତୁ ଏହାପରେ ତାକୁ ରାସ୍ତା ଉପରେ...

ଟିକେଟ ନ ମିଳିବାରୁ ସୂର୍ଯ୍ୟମନ୍ଦିରରେ ଉତ୍ତେଜନା

କୋଣାର୍କ,୧୪ା୧୧(ଡି.ଏନ୍‌.ଏ): ପ୍ରସିଦ୍ଧ ପର୍ଯ୍ୟଟନ କ୍ଷେତ୍ର ସୂର୍ଯ୍ୟମନ୍ଦିରରେ ରବିବାର ଅପ୍ରୀତିକର ପରିସ୍ଥିତି ଦେଖିବାକୁ ମିଳିଛି। ସୂର୍ଯ୍ୟମନ୍ଦିର ବୁଲିବାକୁ ପ୍ରବେଶ ଟିକେଟ ନ ମିଳିବାରୁ ପର୍ଯ୍ୟଟକଙ୍କୁ ନିରାଶ ହେବାକୁ...

Advertisement
Archives

Model This Week