୧୨ ଘଣ୍ଟିଆ ଦେବଗଡ଼ ବନ୍ଦ: ଆନ୍ଦୋଳନକାରୀଙ୍କୁ ଉଠାଇନେଲା ପୋଲିସ…

ଦେବଗଡ,୧୭।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୁରୁଣା ଡାକ୍ତରଖାନାରେ ୨୪ ଘଣ୍ଟିଆ ସ୍ବାସ୍ଥ୍ୟସେବା ଦାବିରେ ବନ୍ଦ ଡାକରା ଦେଇଛି ଜିଲା ମହିଳା ଏକତା ମଞ୍ଚ। ସକାଳ ୬ରୁ ସନ୍ଧ୍ୟା ୬ ଯାଏ ବନ୍ଦ ଡାକରା ଦିଆଯାଇଛି । ୪୯ ନଂ ଜାତୀୟ ରାଜପଥ ରଜାମୁଣ୍ଡା ଛକରେ ରାସ୍ତା ଅବରୋଧ ବେଳେ ଆନ୍ଦୋଳନକାରୀଙ୍କୁ ପୋଲିସ ଉଠାଇ ନେଇଛି। ଦୋକାନ ବଜାର, ସରକାରୀ ଓ ବେସରକାରୀ ଅଫିସ ଏବଂ ରାସ୍ତା ଘାଟ ବନ୍ଦ ରହିବ ବୋଲି ଡାକରା ଦିଆଯାଇଥିଲା। ବନ୍ଦ ପ୍ରବାହରେ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ପୋଲିସ ଆନ୍ଦୋଳନକାରୀଙ୍କୁ ଉଠାଇ ନେବା ପରେ ରାସ୍ତାରେ ଯାତାୟତ ସ୍ବଭାବିକ ରହିଛି। ବାରମ୍ବାର ଦାବି ପରେ ସରକାର ନଶୁଣିବାରୁ ବନ୍ଦ ଡାକରା ଦିଆଯାଇ ଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୧ରେ ରାଜ୍ୟ କ୍ୟାବିନେଟ୍‌: ୭ରୁ ଊର୍ଦ୍ଧ୍ୱ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମିଳିବ ଅନୁମୋଦନ

ଭୁବନେଶ୍ୱର,୨୪ା୬(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜୁଲାଇ ପହିଲାରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ଲୋକସେବାଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ…

ସବୁ ଜିଲାକୁ ଛୁଇଁଲା ମୌସୁମୀ: ଏହି ସବୁ ଜିଲାକୁ ପ୍ରବଳ ବର୍ଷା ଆଲର୍ଟ

ଭୁବନେଶ୍ୱର,୨୪ା୬(ବନ୍ଦନା ସେଠୀ): ରାଜ୍ୟର ଅବଶିଷ୍ଟ ଅଂଶକୁ ସ୍ପର୍ଶ କରିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ସ୍ଥିତି ଅନୁକୂଳ ଥିବାରୁ ମଙ୍ଗଳବାର ସମସ୍ତ ଜିଲାକୁ ମୌସୁମୀ ପ୍ରବେଶ କରିଥିବା ଆଞ୍ଚଳିକ…

ଝାରପଡ଼ା ଜେଲରେ ନିଶାର ଜାଲ! ଅତ୍ୟଧିକ ଡ୍ରଗ୍ସ ଖାଇ ୫ କଏଦୀ ଗୁରତର, ୩ ଆଇସିୟୁରେ

ଭୁବନେଶ୍ୱର, ୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀର ଝାରପଡ଼ା ସ୍ୱତନ୍ତ୍ର କାରାଗାର ପୁଣିଥରେ ନିଶା କାରବାରକୁ ନେଇ ଚର୍ଚ୍ଚାକୁ ଆସିଛି। ଜେଲ ଭିତରେ ଅତ୍ୟଧିକ ପରିମାଣର ଡ୍ରଗ୍ସ ସେବନ କରିଥିବା…

ରାଜଧାନୀରେ ଲଜ୍ଜା: ଏକ୍ସଟ୍ରା କ୍ଲାସ ବାହାନାରେ ଦଶମଶ୍ରେଣୀ ଛାତ୍ରୀଙ୍କୁ କୋଚିଂ ସେଣ୍ଟରରେ ବଳାତ୍କାର, ଶିକ୍ଷକଙ୍କୁ ବାନ୍ଧିଲା…

ଭୁବନେଶ୍ୱର,୨୩।୬(ତ୍ରିନାଥ ମହାନ୍ତି): ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକା ଛାତ୍ରୀଙ୍କୁ ଟ୍ୟୁସନ୍ କେନ୍ଦ୍ରରେ ବଳାତ୍କାର କରାଯାଇଥିବା ଅଭିଯୋଗ ନେଇ ମହିଳା ଥାନାରେ ମାମଲା ରୁଜୁ ହୋଇଛି। ପୋଲିସ ଏହି…

ଟୋକନ ତାଲିକାରେ ଚଞ୍ଚକତା,ପଛ ଚାଷୀଙ୍କୁ ଆଗକୁ ଆଣି ଧାନ ବିକ୍ରି! ତାତିଲେ ଚାଷୀ, ଉପଜିଲାପାଳଙ୍କ…

ଭବାନୀପାଟଣା, ୨୩।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ଚିଚୈଗୁଡା ପ୍ୟାକ୍ସ ଅଧୀନ ନୂଆଗୁଡା ମଣ୍ଡିରେ ଧାନ କ୍ରୟକୁ ନେଇ ସାମ୍ନାକୁ ଆସିଛି ସଙ୍ଗିନ…

କାକୁଡିଗଡ଼ିଆ ସଡ଼କ ଉନ୍ନତିକରଣ କାମରେ ଅନିୟମିତତା ଅଭିଯୋଗ, ଭିଜିଲାନ୍ସ ତଦନ୍ତ ଦାବି

ତିହିଡ଼ି, ୨୩।୬(କାଳନ୍ଦି ବେହେରା): ଭଦ୍ରକ ଜିଲାର ଧାମନଗର ବ୍ଲକ ଅଧୀନ କାକୁଡିଗଡ଼ିଆ ଅଞ୍ଚଳରେ ରାଜ୍ୟ ବିପର୍ଯ୍ୟୟ ପାଣ୍ଠି (ଏସ୍‌ଡିଏମ୍‌ଏଫ୍‌) ଅଧୀନରେ ଚାଲିଥିବା ସଡ଼କ ଉନ୍ନତିକରଣ କାମରେ ବ୍ୟାପକ…

ବିଜୟଙ୍କ ସହ ବ୍ରେକଅପ୍ ଗୁଜବ ଉପରେ ତ୍ରିଶାଙ୍କ ବଡ଼ ଧମାକା! ସୋସିଆଲ ମିଡିଆରେ ଫଟୋ ସେୟାର କରି…

ମୁମ୍ୱାଇ: ଅଭିନେତ୍ରୀ ତ୍ରିଶା କୃଷ୍ଣନ, ବିଜୟଙ୍କ ସହ ତାଙ୍କର ବିଚ୍ଛେଦ ହେବା ନେଇ ଚାଲିଥିବା ଗୁଜବ ଉପରେ ପୂର୍ଣ୍ଣଛେଦ ପକାଇଛନ୍ତି। ତ୍ରିଶା ଏମିତି ଏକ ପୋଷ୍ଟ ସେୟାର…

ଲଡୁଗାଁ କେନାଲ ରାସ୍ତାରେ ଭୟାବହ ଦୁର୍ଘଟଣା: ଦୁଇ ବାଇକ୍‌ ମୁହାଁମୁହିଁ; ଜଣେ ମୃତ, ୩ ଗୁରୁତର

କୋକସରା, ୨୩।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅନ୍ତର୍ଗତ ଲଡୁଗାଁ-ଉଛୁଲା କେନାଲ ରାସ୍ତାରେ ମଙ୍ଗଳବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁଇଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri