ଭଦ୍ରକରେ ୧୨ ଘଣ୍ଟିଆ ଭାରତ ବନ୍ଦ

ଭଦ୍ରକ,୧୬ା୨(ସନାତନ ରାଉତ): କେନ୍ଦ୍ର ସରକାରଙ୍କ ଜନ ବିରୋଧୀ ଓ ଦେଶ ବିରୋଧୀ ନୀତି ବିରୋଧରେ ବିଭିନ୍ନ ସଂଗଠନ ପକ୍ଷରୁ ଶୁକ୍ରବାର ଦେଶ ବ୍ୟାପୀ ହରତାଳ, ଧର୍ମଘଟ ଓ ଭାରତ ବନ୍ଦ କରାଯାଇଛି। ଭଦ୍ରକ ସହର ବନ୍ତ ଛକଠାରେ ସଂଯୁକ୍ତ କିଷାନ ମୋର୍ଚ୍ଚା, କେନ୍ଦ୍ରୀୟ ଟ୍ରେଡ୍‌ ୟୁନିଅନ ମିଳିତ ମଞ୍ଚ ଭଦ୍ରକ ପକ୍ଷରୁ ସକାଳ ୬ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ବନ୍ଦ କରାଯାଇଛି। କର୍ପୋରେଟ ଟ୍ୟାକ୍ସ ବୃଦ୍ଧି, ରେଳଯାତ୍ରାରେ ବରିଷ୍ଠ ନାଗରିକ ମହିଳା ଓ ଦିବ୍ୟାଙ୍ଗମାନଙ୍କୁ ପୂର୍ବ ପରି ରିହାତି, ଖାଦ୍ୟ ନିରାପତ୍ତାରେ ଗ୍ୟାରେଣ୍ଟି, ରାଷ୍ଟ୍ରାୟତ୍ତ ଉଦ୍ୟୋଗ ବିକ୍ରି ବନ୍ଦ ଆଦି ବିଭିନ୍ନ ଦାବି ନେଇ ଭାରତ ବନ୍ଦ କରାଯାଇଛି। ଶ୍ରମିକ ନେତା ଦିବ୍ୟସିଂହ ନାୟକ, ଚନ୍ଦ୍ରଶେଖର ନାୟକ, ଗିରିଧାରୀ ନାଥଙ୍କ ନେତୃତ୍ୱରେ ଧର୍ମଘଟ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ, ୧୭ା୯ : ବାୟୁ ପ୍ରଦୂଷଣ ସଂସ୍ପର୍ଶରେ ଆସିବା ଦ୍ୱାରା ବ୍ୟକ୍ତିଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବୃତ୍ତି ଏବଂ ଆତ୍ମହତ୍ୟାର ଚିନ୍ତାଧାରା ବୃଦ୍ଧି ପାଉଥିବା ନେଇ ଏକ ନୂତନ…

ବୈଦିକ ଭୂମିରେ ହିନ୍ଦୁଧର୍ମ

ସିନ୍ଧୁ ନଦୀର ଶାଖାନଦୀଗୁଡ଼ିକ ଦ୍ୱାରା ପ୍ଳାବିତ ପଞ୍ଜାବ ମୂଳ ବୈଦିକ ଭୂମି ଥିଲା। ହେଲେ ଏବେ ଯମୁନା-ଗଙ୍ଗା ଧୋୟାଞ୍ଚଳ ସହିତ ବେଦକୁ ଅଧିକ ଜଡ଼ିତ କରାଯାଉଥିବାବେଳେ ଅନ୍ୟପକ୍ଷରେ…

PM ମୋଦି କେବେ କେବେ UPIରେ କରିଛନ୍ତି ପେମେଣ୍ଟ? ଜାଣନ୍ତୁ କେତେ ଟଙ୍କା କରିଥିଲେ ଖର୍ଚ୍ଚ

ନୂଆଦିଲ୍ଲୀ, ୧୭/୯:ଆଜି ସେପ୍ଟେମ୍ବର ୧୭। ଦେଶର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ତାଙ୍କ ଜନ୍ମଦିନକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ଦେଶରେ ଡିଜିଟାଲ ପେମେଣ୍ଟ ଏବଂ UPIକୁ…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ: କହିଲେ, ‘ନରେନ୍ଦ୍ର’ଙ୍କ ନେତୃତ୍ବରେ ହେଉଛି ନବଭାରତର ନିର୍ମାଣ

ଭୁବନେଶ୍ୱର,୧୭ା୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନ ଅବସରରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ଶତ ଶତ ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି। ସୋସିଆଲ ମିଡିଆ…

ପ୍ରେମିକା ଘର ବାରଣ୍ଡାରେ ପ୍ରେମିକଙ୍କୁ ପିଟି ପିଟି ହତ୍ୟା, ପ୍ରମାଣ ନଷ୍ଟ ପାଇଁ ଜାଳିଦେଲେ ମୃତଦେହ

ଦେବଗଡ଼, ୧୭ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ଏକ ଅତ୍ୟନ୍ତ ଚାଞ୍ଚଲ୍ୟକର ଓ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ପ୍ରେମିକା ଘରକୁ ଯାଇଥିବା ବେଳେ ପ୍ରେମିକଙ୍କୁ ନିର୍ମମ…

ଭାରତ-ପାକ୍‌ ନୌସେନା ଜାହାଜ ମୁହାଁମୁହିିଁ ଧକ୍କା

ନୂଆଦିଲ୍ଲୀ, ୧୭ା୯ : ଆରବ ସାଗରସ୍ଥିତ ଅନ୍ତର୍ଜାତୀୟ ଜଳଭାଗରେ ପାକିସ୍ତାନୀ ନୌସେନାର ଏକ ଜାହାଜ ଅତ୍ୟନ୍ତ ବେପରୁଆ ଭାବେ ଗତିକରି ଭାରତୀୟ ନୌସେନାର ଜାହାଜ ସହ ମୁହାଁମୁହିଁ…

PM ମୋଦିଙ୍କ ୭୭ତମ ଜନ୍ମଦିନ, ଗୁଜରାଟରେ ଜଳିବ ୮୮ ଲକ୍ଷ ଦୀପ

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୭ତମ ଜନ୍ମଦିନ ଅବସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ଦେଶବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ବିଶେଷ କରି ଗୁଜରାଟରେ…

ମହାଶକ୍ତିଶାଳୀ ବୁଧାଦିତ୍ୟ ରାଜଯୋଗ: ଆଜିଠୁ ୫ ରାଶିଙ୍କ ଗୋଲଡେନ୍‌ ସମୟ ଆରମ୍ଭ, ଲାଗିବ ଲଟେରୀ, ଟଙ୍କାରେ ଶୋଇବେ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ସିଂହ ରାଶିରୁ ବାହାରି କନ୍ୟା ରାଶିରେ ପ୍ରବେଶ କରିବେ। ଦ୍ରିକ ପଞ୍ଚାଙ୍ଗ ଅନୁସାରେ, ସକାଳ ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?