ସୁନା ବ୍ୟବସାୟୀଙ୍କ ମୃତ୍ୟୁ ଘଟଣା: ଆଜି ୧୨ ଘଣ୍ଟିଆ ଦୋକାନ ବଜାର ବନ୍ଦ ଡାକରା

ଜୟପୁର,୨।୧୧: ଜିଏସ୍‌ଟି ବିଭାଗର ଚଢାଉ ପରେ ସୁନା ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି ବୋଲି ଜୟପୁର ଚାମ୍ବର ଅଫ କର୍ମସ ଅଭିଯୋଗ କରିଛି । ଏହାକୁ ନେଇ ଶନିବାର ସକାଳ ୬ ଟାରୁ ସନ୍ଧ୍ୟା ୬ଟା ଯାଏ ୧୨ ଘଣ୍ଟା ଦୋକାନ ବଜାର ବନ୍ଦ ଡାକରା ଦିଆଯାଇଛି। ନ୍ୟୁ ବାସବି ଜୁଏଲରୀ ନିକଟରେ ସମସ୍ତ ବ୍ୟବସ୍ଥାୟୀ ଏକତ୍ରିତ ହୋଇ ନ୍ୟାୟ ଦାବି କରିଛନ୍ତି । ଛୋଟ ଦୋକାନ ଠାରୁ ଆରମ୍ଭ କରି ବଡ ଦୋକାନ ଯାଏ ସମସ୍ତେ ଦୋକାନ ବଜାର ବନ୍ଦ ରହିବ। ନ୍ୟାୟ ଦାବି ସହ ଏଭଳି ଘଟଣା ପୁନାରାବୃତ୍ତି ନ ହେବା ପାଇଁ ଚାମ୍ବର ଅଫ କମର୍ସ ତରଫରୁ କୁହାଯାଇଛି। ଜୟପୁର ସହରର ସମସ୍ତ ଛୋଟ ବଡ ଦୋକାନ, ବଜାର ବନ୍ଦ ରହିଥିବା ବେଳେ ସ୍କୁଲ କଲେଜ ସମେତ ସମସ୍ତ ସରକାରୀ ଓ ବେସରକାରୀ ଅନୁଷ୍ଠାନ ଖୋଲା ରହିଛି ଏବଂ ଗାଡି ଚଳାଚଳ ସ୍ବାଭାବିକ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

ମଙ୍ଗଳବାର ସୁଦ୍ଧା ଗଭୀର ଅବପାତ: ଘଣ୍ଟା ପ୍ରତି ଏତିକି କି.ମି. ବେଗରେ ପବନ, ୨୪ ଘଣ୍ଟାରେ… 

ଭୁବନେଶ୍ୱର, ୨୧।୯(ବନ୍ଦନା ସେଠୀ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଥିବା ଲଘୁଚାପ ଆହୁରି ଘନୀଭୂତ ହୋଇ ସୋମବାର ସକାଳ ୮ଟା ୩୦ରେ ପଶ୍ଚିମ-କେନ୍ଦ୍ରୀୟ ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ…

ରିଲିଜ ପୂର୍ବରୁ ‘ରାକା’ରଚିଲା ଇତିହାସ: ଗିନିଜ ୱାଲର୍‌ଡ ରେକର୍ଡରେ ଅଲ୍ଲୁ ଅର୍ଜୁନଙ୍କ ଫିଲ୍ମ

ମୁମ୍ବାଇ: ‘ପୁଷ୍ପା’ ଓ ‘ପୁଷ୍ପା ୨’ ଭଳି ଫିଲ୍ମ ଜରିଆରେ କେବଳ ଦେଶ ନୁହେଁ, ସାରା ବିଶ୍ୱରେ ନିଜର ପରିଚୟ ସୃଷ୍ଟି କରିଥିବା ତେଲୁଗୁ ସୁପରଷ୍ଟାର ଅଲ୍ଲୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?