ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ

ଭବାନୀପାଟଣା,୨୫।୧୦(ସ୍ବ.ପ୍ର): ସୋମବାର ୧୨ ଘଣ୍ଟିଆ କଳାହାଣ୍ଡି ଜିଲା ବନ୍ଦ ଡାକରା ଦିଆଯାଇଛି। ପଛୁଆବର୍ଗ ଜାତି ସମୂହ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଜିଲାର ୧୩ଟି ବ୍ଲକର ୩୬ ଗୋଟି ଜିଲା ପରିଷଦ ସଦସ୍ୟ ପଦବୀ ପାଇଁ ଜଣେ ବି ପଛୁଆ ବର୍ଗଙ୍କୁ ସାମିଲ ନ କରିବା ଘଟଣାକୁ ନିନ୍ଦା କରିଛି ପଛୁଆବର୍ଗ ।
ତେବେ ତାଲିକା ସଂଶୋଧନ ନ କରିବାରୁ ଆଜି ସକାଳ ୬ଟା ରୁ ସଂଧ୍ୟା ୬ ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ କଳାହାଣ୍ଡି ସଂମ୍ପୁର୍ଣ୍ଣ ବନ୍ଦ କରାଯାଇଛି । ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗଙ୍କ ୨୭ ପ୍ରତିଶତ ସଂରକ୍ଷଣ ଦାବି ହୋଇଛି। ଏହି ବନ୍ଦରେ ଜରୁରୀକାଳୀନ ସେବାକୁ ଛାଡି ସରକାରୀ ବେସରକାରୀ ଅନୁଷ୍ଠାନ, ଦୋକାନ ବଜାର, ଗାଡି ଚଳାଚଳ ସବୁ ବନ୍ଦ ରହିଛି ।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

କୋର୍ଟରେ ହାଜର ନ ହେବାରୁ ବାନ୍ଧିଲା ପୋଲିସ, ଜାମିନ ନାମଞ୍ଜୁର ପରେ ଜେଲ ଗଲେ…

ଦିଗପହଣ୍ଡି, ୧୪|୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ପୋଲିସ ଏକ ଜାମିନବିହୀନ ୱାରେଣ୍ଟ ବଳରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri