୧୨ ଘଣ୍ଟିଆ ଓଡ଼ିଶା ବନ୍ଦ: ପୋଲିସ-ଆନ୍ଦୋଳନକାରୀ ଧସ୍ତାଧସ୍ତି, ୫୦ ଅଟକ

ଭୁବନେଶ୍ୱର,୧୯।୭(ବ୍ୟୁରୋ): ବିଜେପି କଲେଜ ଛାତ୍ରୀ ରୁଚିକା ମହାନ୍ତିଙ୍କୁ ନ୍ୟାୟ ଦେବା ଦାବିରେ ମଙ୍ଗଳବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ଏହି ସମୟରେ ପୋଲିସ ଓ ନବନିର୍ମାଣ ଯୁବଛାତ୍ର ସଂଗଠନ କର୍ମକର୍ତ୍ତା ମୁହାଁମୁହିଁ ହୋଇଛନ୍ତି । ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ସଙ୍ଗଠନର ଶତାଧୀକ କର୍ମକର୍ତ୍ତା ପିକେଟିଂ କରୁଥିବା ବେଳେ ସେମାନଙ୍କର ପୋଲିସ ସହ ଧସ୍ତାଧସ୍ତି ହୋଇଛି। ଏପରିକି ପୋଲିସ ସଙ୍ଗଠନର ସଭାପତିଙ୍କ ସମେତ ପ୍ରାୟ ୫୦ରୁ ଊର୍ଦ୍ଧ୍ୱ କମକର୍ତ୍ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୋମବାର ଲଘୁଚାପ ସୃଷ୍ଟି ସମ୍ଭାବନା: ୯ରୁ ପ୍ରବଳ ବର୍ଷା

ଭୁବନେଶ୍ୱର, ୭।୬(ବ୍ୟୁରୋ)- ବାତ୍ୟ ‘ଅମ୍ଫନ’ ଓ ‘ନିସର୍ଗ’ ପରେ ବଙ୍ଗୋପସାଗରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ। ସୋମବାର ଏହି ଲଘୁଚାପ ସୃଷ୍ଟି ହେବାର...

କରୋନା ନେଇଗଲା ଦେଢ଼ବର୍ଷ ଶିଶୁର ଜୀବନ

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ଜଣେ ଦେଢ଼ବର୍ଷ ଶିଶୁର କରୋନାରେ ମୃତ୍ୟୁ ଘଟିଛି। ସ୍ବାସ୍ଥ୍ୟ ବିଭାଗ ସୂଚନା ଅନୁସାରେ, ଆଉ ୩ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ସେମାନଙ୍କ ମଧ୍ୟରେ...

ମାଟିରେ ମିଶିବ ରୂପେଶ ଭଦ୍ରଙ୍କ ବିବାଦୀୟ ଅତିଥିଭବନ: ବିରୋଧ ସତ୍ତ୍ୱେ ଭଙ୍ଗା କାର୍ଯ୍ୟ ଆରମ୍ଭ

ଧର୍ମଶାଳା/ରସୁଲପୁର,୭।୨(ଡି.ଏନ୍‌.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ହରିଦାସପୁର ପଞ୍ଚାୟତ ପିଇଓ(ପଞ୍ଚାୟତ ନିର୍ବାହୀ ଅଧିକାରୀ) ସ୍ମିତାରାଣୀ ବିଶ୍ୱାଳଙ୍କ ମୃତ୍ୟୁକୁ ନେଇ ବିବାଦକୁ ଆସିଥିବା ବାଲିଗରିରେ ଥିବା ଅତିଥିଭବନ...

ଆସନ୍ତା ୨୨ରେ ମୟୂରଭଞ୍ଜ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ୨୨ରେ ମୟୂରଭଞ୍ଜ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ସେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ...

ସୁସ୍ଥ ହେଲେ ୧୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୩୧ା୧- ଓଡ଼ିଶାରେ ରବିବାର ୧୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏପର୍ଯ୍ୟନ୍ତ କରୋନାରୁ ମୁକ୍ତ ହୋଇଥିବା ରାଜ୍ୟରେ ରୋଗୀଙ୍କ ସଂଖ୍ୟା ୩,୩୨,୧୦୩ରେ ପହଞ୍ଚିଛି।...

ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କ ପରଲୋକ

ଧାମନଗର,୨୪।୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ବାହାରବିଲ ଗ୍ରାମର ପୂର୍ବତନ ମନ୍ତ୍ରୀ ଜଗନ୍ନାଥ ରାଉତଙ୍କର ୭୮ ବର୍ଷ ବୟସରେ ପରଲୋକ ଘଟିଛି। ଭୁବନେଶ୍ୱରର ଏକ ଘରୋଇ...

ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି

ପୁରୀ ଅଫିସ, ୬ା୫: ପବିତ୍ର ନୃସିଂହ ଚତୁର୍ଦ୍ଦଶୀରେ ବୁଧବାର ମାଉସୀ ମା’ ମନ୍ଦିରରେ ଜଳାଶାୟୀ ନୀତି ସମ୍ପନ୍ନ ହୋଇଛି। ସ୍ଥାନୀୟ ବ୍ରାହ୍ମଣ ଯୁବକମାନେ କୂଅରୁ ଜଳ...

ଆଜି ରାଜ୍ୟରୁ ୨୩୪ କରୋନା ପଜିଟିଭ୍‌ ଚିହ୍ନଟ, ନୂଆପଡ଼ାରୁ ସର୍ବାଧିକ

ଭୁବନେଶ୍ୱର,୨୬।୩(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏବେ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରୁ ୨୩୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା...

Advertisement
Archives

Model This Week