ସୁନ୍ଦରଗଡ଼ରେ ଏମ୍ସ ପ୍ରତିଷ୍ଠା ଦାବିରେ କଗ୍ରେସ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ପାଳନ

ସୁନ୍ଦରଗଡ଼,୭।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ରେ ରାଜ୍ୟରେ ଦ୍ୱିତୀୟ ଏମ୍ସ ପ୍ରତିଷ୍ଠା ଦାବିରେ ଜିଲା କଗ୍ରେସ ପକ୍ଷରୁ ଶନିବାର ସକାଳୁ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଇଛି। ସକାଳୁ ସକାଳୁ ଜିଲାରେ ବନ୍ଦର ପ୍ରଭାବ ଦେଖିବାକୁ ମଳିଛି। ବନ୍ଦକୁ ସମର୍ଥନ ଜଣାଇ ଏଠାରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡ଼ି ଚଳାଚଳ ମଧ୍ୟ ବନ୍ଦ ରହିଛି। କଗ୍ରେସ କର୍ମୀମାନେ ସ୍ଥାନୀୟ ଡିଆରଡିଏ ଛକ ସମେତ ବିଭିନ୍ନ ସ୍ଥାନରେ ପିକେଟିଂ କରୁଛନ୍ତି। ରାଉରକେଲା-ସମ୍ବଲପୁର ବିଜୁ ଏକ୍ସପ୍ରେସ ଓ୍ବେରେ ମଧ୍ୟ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଆନ୍ଦୋଳନକୁ ସୁନ୍ଦରଗଡ ନାଗରିକ କମିଟି ଓ ଜିଲା ଓକିଲ ସଙ୍ଘ ସମେତ ବିଭିନ୍ନ ସଙ୍ଗଠନଗୁଡିକ ସମର୍ଥନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁବତୀଙ୍କ ଆତ୍ମହତ୍ୟା ଉଦ୍ୟମ, କନଷ୍ଟେବଳ ଗିରଫ

ଭୁବନେଶ୍ୱର,୫-୨(ବ୍ୟୁରୋ):ବିବାହ ଆଳରେ ଯୁବତୀଙ୍କୁ ବଳାତ୍କାର କରି ସିଆର୍‌ପିଏଫ୍‌ରେ କାର୍ଯ୍ୟରତ ଜଣେ ଯବାନ ସୋମବାର ଗିରଫ ହୋଇଥିଲେ। ମଙ୍ଗଳବାର ଆଉ ଏକ ଘଟଣା ପଦାକୁ ଆସିଛି। ପୋଲିସ...

ବଢୁଛନ୍ତି ଅହିରାଜ, ଅଜଗର

ଢେଙ୍କାନାଳ ଅଫିସ, ୧୦।୮: ଢେଙ୍କାନାଳର ପ୍ରାକୃତିକ ପରିବେଶ ସର୍ପବଂଶ ବୃଦ୍ଧିରେ ସହାୟକ ହୋଇଛି। ଏଠାକାର ସଂରକ୍ଷିତ ଜଙ୍ଗଲ, ପାହାଡ଼ ଖୋଲ ସାପଙ୍କ ସୁରକ୍ଷିତ ଆବାସସ୍ଥଳୀ ପାଲଟିଛି।...

ମରାମତି ନାମରେ ଲୁଟ୍‌, ହେଉନି ତଦନ୍ତ

ଚଣ୍ଡିଖୋଲ,୨୭ା୨(ଡି.ଏନ.ଏ): ଗ୍ରାମ୍ୟ ଉନ୍ନୟନ ବିଭାଗ ଜାରକା ଡିଭିଜନ ଅନ୍ତର୍ଗତ ଚଣ୍ଡିଖୋଲ ସବ୍‌ଡିଭିଜନରେ ରାସ୍ତା ନିର୍ମାଣ ଓ ମରାମତି ନାମରେ ବ୍ୟାପକ ହରିଲୁଟ ଚାଲିଛି। ଯେଉଁ ରାସ୍ତାକାମ...

ପଦ୍ମ ଧରିଲେ ଅଞ୍ଜଳି

ଭୁବନେଶ୍ବର,୧୮।୧୦(ବ୍ୟୁରୋ) : ଭାଜପାରେ ମିଶିଲେ ପୂର୍ବତନ ମନ୍ତ୍ରୀ ତଥା ବିଜେଡ଼ି ନେତ୍ରୀ ଅଞ୍ଜଳି ବେହେରା । ସୋମବାର ରାଜ୍ୟ ଭାଜପା କାର୍ଯ୍ୟାଳୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ...

ବଡ଼ବିଲରେ ଜାତୀୟ ପତାକା ଉତ୍ତୋଳନ କଲେ ତହସିଲଦାର

ବଡ଼ବିଲ,୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲଠାରେ ୭୧ ତମ ସାଧାରଣତନ୍ତ୍ର ଦିବସ ରବିବାର ପାଳିତ ହୋଇଛି। ଜାତୀୟ ଦିବସ ପାଳନ ସମିତି ଦ୍ବାରା ଆୟୋଜିତ ଏହି କାର୍ଯ୍ୟକ୍ରମରେ...

ବାତ୍ୟା ‘ଫନୀ’କୁ ନେଇ ଲୋକେ ଭୟଭୀତ

ଗଞ୍ଜାମ,୧ା୫(ଡି.ଏନ୍‌.ଏ.): ସାମୁଦ୍ରିକ ଝଡ଼‘ଫନୀ’କୁ ନେଇ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଗଞ୍ଜାମ ବ୍ଲକ ଗୋଡ଼ମପେଟା, କଣ୍ଟିଆଗଡ଼, ଗୋଖରକୁଦା ଆଦି ସମୁଦ୍ର କୂଳବର୍ତ୍ତୀ ଲୋକେ ପାଣିପାଗ ବିଭାଗଠାରୁ ସୂଚନା...

ୱାର୍ଲଡ ସ୍କିଲ୍‌ ପ୍ରତିଯୋଗିତାରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରିବେ ଓଡ଼ିଆ ଛାତ୍ର

କଟକ ଅଫିସ,୭ା୫: ଚାଇନାର ସାଙ୍ଘାଇରେ ହେବାକୁ ଥିବା ୱାଲର୍‌ଡ ସ୍କିଲ୍‌-୨୦୨୨ ପ୍ରତିଯୋଗିତାରେ ଭାରତ ପକ୍ଷରୁ ଓଡ଼ିଆ ଯୁବକ ସନ୍ତୋଷ ଓଝା ପ୍ରତିନିଧିତ୍ୱ କରିବେ। ସେ କଟକ...

କଲବଲ କରୁଛି ଗୁଳୁଗୁଳି

ଢେଙ୍କାନାଳ ଅଫିସ, ୧୧ା୫- ବାତ୍ୟା ‘ଫନୀ’ ପରେ ପୁଣିଥରେ ବଢ଼ିବା ଆରମ୍ଭ କରିଛି ତାପମାତ୍ରା। ସପ୍ତାହେ ହେଲା ଢେଙ୍କାନାଳ ସହରର ପାରଦ ୪୩ ଡିଗ୍ରୀ ପାଖାପାଖି...

Advertisement
Archives

Model This Week