ପାଗଳା କୁକୁର ଆକ୍ରମଣରେ ୧୨ ଆହତ

ଘସିପୁରା,୨୦ା୧(ନିରଞ୍ଜନ ସାହୁ): ଘସିପୁରା ଥାନା ବେଲବାହାଳି ଗ୍ରାମରେ ଗୋଟିଏ ପାଗଳା କୁକୁର ଆତଙ୍କ ଗ୍ରାମବାସୀଙ୍କୁ ଭୟଭୀତ କରିପକାଇଛି। କୁକୁର ଆକ୍ରମଣରେ ଶୁକ୍ରବାର ୮ ଜଣ ଆହତ ହୋଇଥିବା ବେଳେ ଶନିବାର ପୁଣି ୪ ଜଣଙ୍କୁ ପାଗଳା କୁକୁର ଆକ୍ରମଣ କରିଛି। ପାଗଳା କୁକୁରର ଆକ୍ରମଣର ଶିକାର ହୋଇଥିବା ଲୋକମାନେ ଆନନ୍ଦପୁର ମୁଖ୍ୟ ଚିକିତ୍ସାଳୟରେ ପ୍ରତିଷେଧକ ଇଞ୍ଜେକସନ୍‌ ନେଇଥିବା ଦେଖାଯାଇଛି। କିଛିଦିନ ପୂର୍ବରୁ କୁକୁରଟି ପାଗଳା ହୋଇ ଲୋକଙ୍କୁ ଗୋଡ଼ାଇବା ଆରମ୍ଭ କରିଥିଲା। ଗ୍ରାମରେ ଥିବା ଆଶ୍ରମ ନିକଟରେ ଲୋକମାନେ କାମ କରିବା ସମୟରେ ପାଗଳା କୁକୁରଟି ହଠାତ୍‌ ଆକ୍ରମଣ କରିଥିଲା। କୁକୁର ପାଇଁ ଭୟଭୀତ ଗ୍ରାମବାସୀ ଏହାର ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବାକୁ ପ୍ରଶାସନ ନିକଟରେ ଗୁହାରି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IND vs SA ମ୍ୟାଚ ପୂର୍ବରୁ ଭାରତୀୟ ଟିମକୁ ଲାଗିଲା ବଡ଼ ଝଟକା, ଆହତ ହେଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୨: ଲିଗ ପର୍ଯ୍ୟାୟରେ ସମସ୍ତ ଚାରୋଟି ମ୍ୟାଚ ଜିତି T20 World Cup 2026 ର ସୁପର ୮ପର୍ଯ୍ୟାୟରେ ପହଞ୍ଚିଥିବା ଟିମ ଇଣ୍ଡିଆ, ରବିବାର, ଫେବୃଆରୀ ୨୨ରେ…

ଭାରତ-ବ୍ରାଜିଲ ସମ୍ପର୍କରେ ନୂଆ ଅଧ୍ୟାୟ: ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ

ବ୍ରାସିଲିଆ,୨୧।୨: ଭାରତ-ବ୍ରାଜିଲ ସମ୍ପର୍କରେ ଏକ ନୂତନ ଅଧ୍ୟାୟ ଯୋଡି ହୋଇଛି। ଉଭୟ ଦେଶ ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ସ୍ବାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ…

ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ମିଳିଲା ୫୮ କେଜି ସୁନା, ଟଙ୍କା…

ଭୁବନେଶ୍ୱର,୨୧।୨: ଗତବର୍ଷ ଶ୍ରୀଜଗନ୍ନାଥ ମନ୍ଦିର ହୁଣ୍ଡିରୁ ୧୮ କୋଟି ୫୯ ଲକ୍ଷ ୨୩ ହଜାର ଟଙ୍କା ସଂଗ୍ରହ ହୋଇଥିଲା। ଏନେଇ ବିଧାନସଭାରେ ଆଇନ ମନ୍ତ୍ରୀ ପଥ୍ବୀରଜ ହରିଚନ୍ଦନଙ୍କ…

ଯନ୍ତ୍ରୀ-ଠିକାଦାର ମୁହାଁମୁହିଁ: ଜାତିଆଣ ଟିପ୍ପଣୀ ଧମକ ଦେଇ…

ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ…

ପାକିସ୍ତାନ କୋଚ ମଧ୍ୟ ବାବର ଆଜମଙ୍କୁ ଅପମାନିତ କଲେ? ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୨: ଶନିବାର ପାକିସ୍ତାନ କ୍ରିକେଟ ଦଳ ସୁପର ୮ରେ ନ୍ୟୁଜିଲାଣ୍ଡ ସହିତ ଖେଳୁଛି। ଦଳ ଗ୍ରୁପ ପର୍ଯ୍ୟାୟରେ ଚାରୋଟି ମ୍ୟାଚ ମଧ୍ୟରୁ ତିନୋଟିରେ ବିଜୟୀ ହୋଇଥିଲା, ତଥାପି…

ଅବକାରୀ ମନ୍ତ୍ରୀଙ୍କ ବଡ଼ ସୂଚନା: ଏଣିକି କାଚ ବୋତଲ ବଦଳରେ ମୋଟା କାଗଜ ଖୋଳରେ ମିଳିବ ମଦ

ଭୁବନେଶ୍ୱର,୨୧ା୨: ଶନିବାର ଗୃହରେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ସୂଚନା ଦେଇଛନ୍ତି। ସନାତନ ମହାକୁଡ଼ଙ୍କ ପ୍ରଶ୍ନର ଉତ୍ତରରେ ଅବକାରୀ ମନ୍ତ୍ରୀ ଉତ୍ତର ରଖି କହିଛନ୍ତି,…

ସେମିଫାଇନାଲରେ ପହଞ୍ଚିବା ପାଇଁ ଭାରତକୁ କେତୋଟି ମ୍ୟାଚ ଜିତିବାକୁ ପଡିବ, କେଉଁ ଦଳ ସବୁଠାରୁ ବିପଦଜନକ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୨: ଭାରତୀୟ ଦଳ ICC T20 ବିଶ୍ୱକପରେ ଚମତ୍କାର ପ୍ରଦର୍ଶନ ସହିତ ସୁପର ୮ରେ ପ୍ରବେଶ କରିଛି। ଏବେ, ଦଳକୁ ଆହୁରି ତିନୋଟି ମ୍ୟାଚ ଜିତିବାକୁ ଅଛି,…

ବନ୍ଧାହେଲେ କୋଟିପତି ଫରେଷ୍ଟର: ୯ ଦାମୀ ପ୍ଲଟ ସହ ମିଳିଥିଲା…

ଭବାନୀପାଟଣା,୨୧।୨(ଉତ୍ତମ କୁମାର ଦାଶ): ଭବାନୀପାଟଣା ରେଞ୍ଜ ଅନ୍ତର୍ଗତ ଭଟାଙ୍ଗପଦର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କୁ ଶନିବାର ଗିରଫ କରିଛି ଭିଜିଲାନ୍ସ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri