Posted inଜାତୀୟ

ଅବସର ସମୟ ପୂର୍ବରୁ ୬ ବର୍ଷରେ ୧୨ ବିଚାରପତି ଛାଡିଛନ୍ତି ପଦ

ନୂଆଦିଲ୍ଲୀ,୬।୮: ବମ୍ବେ ହାଇମୋର୍ଟର ଜଷ୍ଟିଶ ରୋହିତ ଦେବ ଅଗଷ୍ଟ ୪ରେ ନିଜ ପଦରୁ ଇସ୍ତଫା ଦେଇଛନ୍ତି। ରିଟାୟରମେଣ୍ଟର ୨ ବର୍ଷ ପୂର୍ବରୁ ସେ ପଦ ଛାଡିବାକୁ ନିଷ୍ପତ୍ତି ନେଇଥିଲେ। ଇସ୍ତଫା ଘୋଷଣା ସମୟରେ ଉପସ୍ଥିତ ଜଣେ ଓକିଲଙ୍କ କହିବାନୁସାରେ, ଜଷ୍ଟିସ ଦେବ ଇସ୍ତଫା ଦେବାର କାରଣ ସ୍ପଷ୍ଟ କରିନାହାଁନ୍ତି, କିନ୍ତୁ ସେ କହିଛନ୍ତି ଯେ ସେ ନିଜ ଆତ୍ମ ସମ୍ମାନ ବିରୋଧରେ କାର୍ଯ୍ୟ କରିପାରିବେ ନାହିଁ। ସେ ୨୦୨୫ରେ ଅବସର ନେବାକୁ ଯାଉଥିଲେ। ଅବସର ପୂର୍ବରୁ ଯେଉଁମାନେ ଏହି ପଦ ଛାଡିଛନ୍ତି ସେମାନଙ୍କ ମଧ୍ୟରେ ଜଷ୍ଟିସ ରାହୁଲ ଦେବ ହେଉଛନ୍ତି ଦ୍ୱାଦଶ ବିଚାରପତି। ୨୦୧୭ ପରଠାରୁ, ୧୨ ଜଣ ବିଚାରପତି ବିଭିନ୍ନ କାରଣରୁ ଅବସର ସମୟ ପୂର୍ବରୁ ନିଜ ପଦ ଛାଡିଛନ୍ତି।
ବିଚାରପତିମାନେ ସେମାନଙ୍କର ସେବା ସମାପ୍ତ ହେବା ପୂର୍ବରୁ ଅଫିସ ଛାଡିବା ପାଇଁ ସେମାନଙ୍କର ନିଜସ୍ବ କାରଣ ରହିଛି। କେତେକ ଇସ୍ତଫା ସ୍ବେଚ୍ଛାକୃତ ଏବଂ ବ୍ୟକ୍ତିଗତ କାରଣରୁ ହୋଇଥିଲା। ସେବାରେ ଥିବାବେଳେ କେତେଜଣ ବିଚାରପତି ସ୍ବତନ୍ତ୍ର ପରିସ୍ଥିତିରେ ଇସ୍ତଫା ଦେଇଥିବାବେଳେ ଅନେକ ଅନ୍ୟ ହାଇକୋର୍ଟକୁ ସ୍ଥାନାନ୍ତର କିମ୍ବା ପ୍ରଧାନ ବିଚାରପତି ଭାବରେ ପଦୋନ୍ନତି ମନା କରିବାକୁ ନିଷ୍ପତ୍ତି ନେଇଥିଲେ।
ବାର୍‌ ଏବଂ ବେଞ୍ଚର ରିପୋର୍ଟ ଅନୁଯାୟୀ, ୨୦୧୭ ପରଠାରୁ ୧୨ଜଣ ବିଚାରପତି ଅବସର ନେବା ପୂର୍ବରୁ ଏହି ପଦ ଛାଡିଛନ୍ତି ଏବଂ ସର୍ବାଧିକ ସଂଖ୍ୟକ ମାମଲା ବମ୍ବେ ହାଇକୋର୍ଟରୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଜ୍ୟର ବିଧାନସଭା ଆସନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୯।୪: କେରଳମ୍‌, ଆସାମ ଓ ପୁଡୁଚେରୀର ମୋଟ ୨୯୬ ଆସନରେ ଗୁରୁବାର ଗୋଟିଏ ପର୍ଯ୍ୟାୟରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ସକାଳୁ ସକାଳୁ ଲାଇନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri