ବସ୍‌କୁ ଅଧ କିଲୋମିଟର ଘୋଷାଡି ନେଲା ଟ୍ରେନ :୧୨ ମୃତ , ୬ ଗୁରୁତର

ଢାକା,୧୯।୧୨-ବାଂଲାଦେଶରେ ଶନିବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଟ୍ରେନ ଯାତ୍ରୀବାହୀ ବସ୍‌କୁ ଧକ୍କା ଦେବାରୁ ୧୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୬ ଜଣ ଗୁରୁତର ହୋଇଛନ୍ତି। ଜୟପୁରହାଟ ଜିଲା ପୁରାଣପୋଇଲ ରେଳ କ୍ରସିଂରେ ଏହି ଘଟଣା ଘଟିଛି। ଗୁରୁତରଙ୍କୁ ଉଦ୍ଧାର କରାଯାଇ ଜୟପୁରହାଟ ସଦର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ରିପୋର୍ଟ ମୁତାବକ, ଯାତ୍ରୀବାହୀ ବସ୍‌ଟି ପୁରାଣପୋଇଲ ରେଳ କ୍ରସିଂ ପାର ହେଉଥିବାବେଳେ ଉତ୍ତରା ଏକ୍ସପ୍ରେସ ଟ୍ରେନ ଉକ୍ତ ବସକୁ ଧକ୍କା ଦେଇଥିଲା। ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ, ଟ୍ରନଟି ବସ୍‌କୁ ପ୍ରାୟ ଅଧ କିଲୋମିଟର ପର୍ଯ୍ୟନ୍ତ ଘୋଷାଡି ନେଇଥିଲା। ବସ ଜୟପୁରହାଟରୁ ପଞ୍ଚବିବି ଯାଉଥିଲା। ଲେଭଲ କ୍ରସିଂରେ କର୍ମଚାରୀଙ୍କ ଅବହେଳା ଯୋଗୁ ଏହି ଦୁର୍ଘଟଣା ଘଟିଥିବା ଜୟପୁରହାଟ ସଦର ପୋଲିସ ଷ୍ଟେସନର ଦାୟିତ୍ୱରେ ଥିବା AKM ଆଲାମଗିର ଜାହାନ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହିନ୍ଦୁ-ଶିଖ ସମ୍ପ୍ରଦାୟଙ୍କୁ ଅସ୍ଥିି ବିସର୍ଜନ ପାଇଁ ମିଳିଲା ନୂଆ ସ୍ଥାନ

ଲଣ୍ଡନ,୩ ।୮: ବ୍ରିଟେନର ୱେଲସରେ ହିନ୍ଦୁ ଓ ଶିଖ୍ ସମ୍ପ୍ରଦାୟ ସେମାନଙ୍କ ଆତ୍ମୀୟଙ୍କ ଅସ୍ଥି ବିସର୍ଜନ କରିବାକୁ ନୂଆ ସ୍ଥାନ ମିଳିଛି । ବର୍ଷ ବର୍ଷ...

ପୃଥିବୀ ମୁହାଁ ଜଳନ୍ତା ଗ୍ରହ: ଘଣ୍ଟା ପ୍ରତି ୨୯ ହଜାର କିମି ବେଗରେ ଆସୁଛି ମାଡ଼ି

ଓ୍ବାଶିଂଟନ, ୩୧।୮: କ୍ଷୁଦ୍ରଗ୍ରହ ୨୦୧୧ ଇଏସ୍‌-୪ ପୃଥିବୀ ମୁହାଁ ହୋଇଛି। ଏହା ସେପ୍ଟେମ୍ବର ୧ରେ ପୃଥିବୀ ଏବଂ ଚନ୍ଦ୍ର ମଧ୍ୟ ଦେଇ ନିଜ କକ୍ଷ ପକ୍ଷରେ...

ବର୍ଦ୍ଧିତ ଦର ଯୋଗୁ ଜାଳିଦେଲେ ପେଟ୍ରୋଲ ପମ୍ପ

ଇସ୍‌ଲାମାବାଦ,୩୧।୧: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ପାକିସ୍ତାନର ଅବସ୍ଥା ବେଳକୁ ବେଳ ଖରାପ୍‌ ହେବାରେ ଲାଗିଛି। ସମଗ୍ର ବିଶ୍ୱରୁ ସହାୟତା ପାଇଁ ପାକିସ୍ତାନ ସରକାର...

ଲୁହାନସ୍କରେ ପୁଟିନଙ୍କ ବିଜୟ ଘୋଷଣା

କିଭ୍‌/ମସ୍କୋ,୪ା୭: ୟୁକ୍ରେନ ଉପରେ ରୁଷିଆର ଆକ୍ରମଣକୁ ସୋମବାର ୧୦୦ଦିନ ପୂରିଛି। ଇତିମଧ୍ୟରେ ପୂର୍ବ ୟୁକ୍ରେନ୍‌ ପ୍ରମୁଖ ଶିଳ୍ପାଞ୍ଚଳ ଲୁହାନସ୍କକୁ ରୁଷିଆ ସମ୍ପୂର୍ଣ୍ଣ ଭାବେ ଦଖଲ କରିଛି।...

ମହାମାରୀ ସାଜିବ ମାନବାଧିକାର ସଙ୍କଟ

ଜାତିସଂଘ,୨୬।୪: ମହାମାରୀ କରୋନା ବିଶ୍ୱରେ ଦ୍ରୁତ ଗତିରେ ମାନବାଧିକାର ସଙ୍କଟର ରୂପ ନେବାରେ ଲାଗିଛି। ପୂର୍ଣ୍ଣ ଆଜ୍ଞାନୁବର୍ତ୍ତିତା ଦାବି କରୁଥିବା ରାଷ୍ଟ୍ରଗୁଡ଼ିକ ଏହି ଘାତକ ଭୂତାଣୁକୁ...

ଆସନ୍ତା ୪୦ ଦିନ ମଧ୍ୟରେ ଚାଇନାରେ ୨୦୦ କୋଟି ଲୋକ ହେବେ ସ୍ଥାନାନ୍ତର: ସ୍ଥିତି ଅଣାୟତ୍ତ ହେବା ଆଶଙ୍କା…

ବେଜିଂ,୭।୧ : ଚାଇନାରେ କରୋନା ବିସ୍ଫୋରଣ ମଧ୍ୟରେ ଚାଇନା ଅନ୍ତର୍ଜାତୀୟ ଯାତ୍ରୀଙ୍କ ପାଇଁ ନିଜର ସୀମା ଖୋଲିଛି। ଏହା ଯୋଗୁ ଦେଶରେ ଉତ୍ସାହର ବାତାବରଣ ସୃଷ୍ଟି...

୨ ବର୍ଷ ଜେଲ୍‌ରେ କାଟିବେ ୫ ଟିକ୍‌ଟକ୍‌ ଷ୍ଟାର

କାହିରା,୨୮।୭: ଇଜିପ୍ଟରେ ଟିକ୍‌ଟକ୍‌ ଓ ଇନଷ୍ଟାଗ୍ରାମ ଇନଫ୍ଲୁଏନ୍ସ ଉପରେ ଆଇନଗତ ପଦକ୍ଷେପ ନିଆଯାଉଛି। ଇଜିପ୍ଟର ଏକ ଅଦାଲତ ସାର୍ବଜନିକ ନୈତିକତା ଉଲ୍ଲଂଘନ କରିଥିବା ଅଭିଯୋଗରେ ୫...

ପାକିସ୍ତାନ ପରେ ଏବେ ଇରାନ ଉପରେ ଚାଇନାର ନଜର: ବଡ଼ ନିବେଶ ସହ ମୁତୟନ କରିବ ୫ହଜାର ସେନା

ତେହରାନ,୧୦।୯: ଆମେରିକା ଓ ଚାଇନା ଭିତରେ ଚାଲିଥିବା ଟ୍ରେଡ ଓ୍ବାରର ପ୍ରଭାବ ଏବେ ସାରା ବିଶ୍ୱରେ ଦେଖିବାକୁ ମିଳିଛି। କେଉଁଠି ଅର୍ଥନୀତିରେ ମାନ୍ଦାବସ୍ଥା ତ କେଉଁଠି...

Advertisement
Archives

Model This Week