Posted inଜାତୀୟ

ଓଲଟିଲା ମିନିଟ୍ରକ; ଚାଲିଗଲା ୧୨ ଶ୍ରମିକଙ୍କ ଜୀବନ

ମୁମ୍ବାଇ,୨୦।୮: ମହାରାଷ୍ଟ୍ରର ବୁଲଡାନା ଜିଲା ଦୁସରବିଦ ଗାଁ ନିକଟରେ ଶୁକ୍ରବାର ଏକ ଗାଡ଼ି ଓଲଟି ୧୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଏକ ନିର୍ମାଣାଧୀନ ରାଜପଥ କାର୍ଯ୍ୟ କରିବାକୁ ୧୬ ଜଣ ଶ୍ରମିକ ଏକ ମିନିଟ୍ରକ ଯୋଗେ ଯାଉଥିଲେ। ତେବେ ଟ୍ରକଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଟ୍ରକ ତଳେ ଚାପି ହୋଇ ୧୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଆହତ ଶ୍ରମିକଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଡ୍ରାଇଭର ଜଣକ ଦ୍ରୁତ ଗତିରେ ଗାଡ଼ି ଚଲାଉଥିବାରୁ ଏଭଳି ଦୁର୍ଘଟଣା ଘଟିଥିବା ଜଣାପଡିଛି। ମୃତକଙ୍କ ମଧ୍ୟରେ ଅଧିକାଂଶ ଶ୍ରମିକ ଉତ୍ତରପ୍ରଦେଶ ଏବଂ ବିହାରର ହୋଇଥିବା ଜଣେ ପୋଲିସ ଅଧିକାରୀ କହିଛନ୍ତି। ଏନେଇ ପୋଲିସ ଏକ ମାମଲା ରୁଜୁ କରି ଘଟଣାର ଅଧିକ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବର୍ଷା ପାଇଁ ଯଦି ଭାରତ-ପାକିସ୍ତାନ ଫାଇନାଲ ମ୍ୟାଚ ବାତିଲ ହୋଇଯାଏ, ତେବେ କିଏ ସ୍ବର୍ଣ୍ଣ ପଦକ ପାଇବ? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ୨୦୨୬ ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ପାଇଁ ଭାରତ ଓ ପାକିସ୍ତାନ ଦଳ ମୁହାଁମୁହିଁ ହେବାକୁ ଯାଉଛନ୍ତି। ପ୍ରଶଂସକମାନେ ଏହି ଗୁରୁତ୍ୱପୂର୍ଣ୍ଣ ମୁକାବିଲାକୁ ଉତ୍ସାହର ସହ…

FASTag ନିୟମରେ ବଡ଼ ପରିବର୍ତ୍ତନ: ଆଜିଠାରୁ ଲାଗୁ ହେଲା ନୂଆ ବ୍ୟବସ୍ଥା, ଲକ୍ଷ ଲକ୍ଷ ଯାତ୍ରୀଙ୍କ ଉପରେ ପଡ଼ିବ ପ୍ରଭାବ

ନୂଆଦିଲ୍ଲୀ, ୨।୧୦: ଦେଶରେ ପ୍ରତିଦିନ ଲକ୍ଷ ଲକ୍ଷ ଲୋକ ହାଇୱେ ଓ ଏକ୍ସପ୍ରେସେୱରେ ଯାତ୍ରା କରୁଛନ୍ତି। ଏଥିପାଇଁ ସେମାନଙ୍କୁ ଟୋଲ ଦେବାକୁ ପଡ଼ିଥାଏ। ଟୋଲ ବ୍ୟବସ୍ଥାକୁ ନେଇ…

ବୁଧ-ଶନିଙ୍କ ଷଡାଷ୍ଟକ ଯୋଗରେ ୪ ରାଶିଙ୍କ ଉପରେ ଭାଙ୍ଗିପଡିବ ଦୁଃଖର ପାହାଡ଼, ଘଟିପାରେ ବଡ଼ ଦୁର୍ଘଟଣା, ରୁହନ୍ତୁ ସାବଧାନ!

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୯ ଅକ୍ଟୋବର ୨୦୨୬ରେ ବୁଧ ଓ ଶନି ପରସ୍ପରଠାରୁ ୧୫୦ ଡିଗ୍ରୀ କୋଣରେ ଅବସ୍ଥିତ ରହିବେ। ଏହା ଫଳରେ ଷଡାଷ୍ଟକ ଯୋଗ…

ଟ୍ରେନ୍‌ ଟ୍ରାକ୍‌ ମରାମତି ଯାଞ୍ଚବେଳେ ଟ୍ରାକ୍‌ମ୍ୟାନଙ୍କୁ ଧକ୍କାଦେଲା ଦ୍ରୁତଗାମୀ ଇଣ୍ଟରସିଟି, ଚାଲିଗଲା ଜୀବନ

ଛତ୍ରପୁର,୨ା୧୦(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ରେଳ ଟ୍ରାକ୍‌ ରକ୍ଷଣାବେକ୍ଷଣ କାମ ଚାଲିଥିବା ସମୟରେ ଘଟିଛି ଏକ ଅଭାବନୀୟ ଦୁର୍ଘଟଣା। ଟ୍ରାକ୍‌ ରକ୍ଷଣାବେକ୍ଷଣ ଯାଞ୍ଚ ବେଳେ ଟ୍ରେନ୍‌ ଧକ୍କାରେ ଟ୍ରାକ୍‌ମ୍ୟାନଙ୍କ…

ପ୍ରଧାନମନ୍ତ୍ରୀ ମୋଦି, ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ ସମସ୍ତେ ହାତ ଯୋଡ଼ି ପରସ୍ପରକୁ ଅଭିବାଦନ ଜଣାଇଲେ; ହେଲେ କାହିଁକି? ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ଶାସକ ଓ ବିରୋଧୀ ଦଳ ମଧ୍ୟରେ ରାଜନୈତିକ ଟଣାଓଟରା ଚାଲିଥିବା ବେଳେ ଶୁକ୍ରବାର ସଂସଦ ଭବନରୁ ଏକ ଆକର୍ଷଣୀୟ ଭିଡିଓ ସାମ୍ନାକୁ ଆସିଛି। ମହାତ୍ମା ଗାନ୍ଧୀ…

ଗିଲ୍‌ ମାରିବେ ୧୦ ଦ୍ୱିଶତକ: ଭବିଷ୍ୟବାଣୀ କଲେ ଏହି କ୍ରିକେଟର୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ କ୍ରିକେଟ ଦଳର ଅଧିନାୟକ ଶୁବମନ ଗିଲ ଆଜିକାଲି ଜବରଦସ୍ତ ଫର୍ମରେ ଅଛନ୍ତି। ୱେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜରେ ତାଙ୍କ ବ୍ୟାଟ୍‌ରୁ ଏହାର ପ୍ରମାଣ ମଧ୍ୟ…

ଗୁଡ଼ାରୀରୁ ଭୁବନେଶ୍ୱର ସିଧାସଳଖ ସରକାରୀ ବସ୍‌ ଦାବି: ଗାନ୍ଧୀ ଜୟନ୍ତୀରେ ସାଇକେଲ ଯାତ୍ରା ଆରମ୍ଭ କଲେ ପ୍ରମୋଦ

ରାୟଗଡା/ଗୁଣପୁର,୨।୧୦(ଜଗନ୍ନାଥ ଗୌଡ/ସୁଜାତା ପାଢ଼ୀ):ରାୟଗଡ଼ା ଜିଲାର ଗୁଡ଼ାରୀରୁ ରାଜଧାନୀ ଭୁବନେଶ୍ୱରକୁ ସିଧାସଳଖ ସରକାରୀ ବସ ଚଳାଚଳ ଦାବିରେ ଶୁକ୍ରବାର ସାଇକେଲ ଯାତ୍ରା ଆରମ୍ଭ କରିଛନ୍ତି ପ୍ରମୋଦ ପତି। ଗୁଡ଼ାରୀରୁ…

Video: ‘ଶିବାଜୀ ପାର୍କ, ଶିବାଜୀ ପାର୍କ…’ ଡାକି ଅଟୋ ଡ୍ରାଇଭର ସାଜିଲେ ଅଭିଜିତ ଦୀପକେ, କେଉଁ ବାର୍ତ୍ତା ଦେବାକୁ ଚାହୁଁଥିଲେ CJP ମୁଖ୍ୟ, ଜାଣନ୍ତୁ…

ନୂଆଦିଲ୍ଲୀ,୨।୧୦: ‘କକରୋଚ ଜନତା ପାର୍ଟି’ (Cockroach Janata Party) ଅକ୍ଟୋବର ୨ ଅପରାହ୍ନ ୪ଟାରେ ମୁମ୍ବାଇରେ ଏକ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି। ଏହି ବିକ୍ଷୋଭ ଶିବାଜୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?