Posted inଫୁରସତ

ମଣିଷରୁ କୁକୁର ହେବା ପାଇଁ ଖର୍ଚ୍ଚ କଲେ ୧୨ ଲକ୍ଷ ଟଙ୍କା

ଦୁନିଆରେ ଅନେକ ଲୋକ ଅଛନ୍ତି, ଯେଉଁମାନେ ନିଜର ସଉକ ପୂରଣ ପାଇଁ ଯେକୌଣସି ସ୍ତରକୁ ଯିବାକୁ ପ୍ରସ୍ତୁତ ଥାନ୍ତି। ଜାପାନରେ ଏହାର ଏକ ନିଚ୍ଛକ ଉଦାହରଣ ଦେଖିବାକୁ ମିଳିଛି। ଏଠାରେ ଜଣେ ବ୍ୟକ୍ତି ମଣିଷରୁ କୁକୁର ହେବା ପାଇଁ ୧୨ ଲକ୍ଷ ଟଙ୍କା ଖର୍ଚ୍ଚ କରିଛନ୍ତି। ଏହି ବ୍ୟକ୍ତିଙ୍କ ଅଜବ ସଉକକୁ ନେଇ କେବଳ ଜାପାନରେ ନୁହେଁ, ସାରା ବିଶ୍ୱରେ ଚର୍ଚ୍ଚା ଜୋର ଧରିଛି। ସେ କୁକୁର ହେବାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି।
ମଣିଷରୁ କୁକୁର ହୋଇଥିବା ଏହି ବ୍ୟକ୍ତିଙ୍କ ନାମ ଟାକୋ ବୋଲି କୁହାଯାଉଛି। ଭିଡିଓରେ ଏହା ଦେଖିବାକୁ ମିଳେ ଯେ, ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରି କୁକୁର ହୋଇଥିବା ଟାକୋ ପ୍ରଥମ ଥର ପାଇଁ ବୁଲିବାକୁ ଯାଇ କିପରି ନୂଆ ବନ୍ଧୁ ସୃଷ୍ଟି କରୁଛନ୍ତି। ଏହି ସମୟରେ ଅନ୍ୟ କୁକୁରମାନେ ମଧ୍ୟ ତାଙ୍କୁ ଆକ୍ରମଣ କରିଥିଲେ, କିନ୍ତୁ ସେ ସେମାନଙ୍କଠାରୁ ଖସି ପଳାଇଥିବାର ଦେଖାଯାଇଥିଲା। ଟାକୋ ପିଲାଟି ଦିନରୁ ‘କୁକୁର’ ହେବାର ସ୍ବପ୍ନ ଦେଖୁଥିଲେ, ଯାହା ବର୍ତ୍ତମାନ ପୂରଣ ହୋଇଛି।

 

View this post on Instagram

 

A post shared by トコ(toco) (@toco.ev)

 


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

ଭାରତର ବଡ଼ ବାଜି: ଏବେ ରୁଷିଆରୁ ଆସିବ LNGର ଭଣ୍ଡାର!

ନୂଆଦିଲ୍ଲୀ/ମସ୍କୋ,୨୭।୩: ମଧ୍ୟପ୍ରାଚ୍ୟକୁ ଗ୍ରାସ କରୁଥିବା ବିନାଶକାରୀ ଅଶାନ୍ତିର ନିଆଁ ଏବେ ଭାରତର ରୋଷେଇ ଘରଠାରୁ ଆରମ୍ଭ କରି କାରଖାନା ପର୍ଯ୍ୟନ୍ତ ସବୁଠି ପହଞ୍ଚିଛି। ସାମ୍ପ୍ରତିକ ରଏଟର୍ସ ରିପୋର୍ଟ…

କାହିଁକି ବାତିଲ ହେଲା IPL 2026 ଉଦ୍‌ଘାଟନୀ ଉତ୍ସବ, ଜାଣନ୍ତୁ ପ୍ରକୃତ କାରଣ…

ବେଙ୍ଗାଲୁରୁର,୨୭।୩: IPL ବିଶ୍ୱର ସବୁଠୁ ବଡ଼ କ୍ରିକେଟ ଲିଗ୍‌। IPLର ୧୯ତମ ସଂସ୍କରଣ ମାର୍ଚ୍ଚ ୨୮ରେ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ…

ଟେନ୍‌ସନ୍‌ରେ ଆମେରିକା: ଇରାନ ବିକଶିତ କରୁଛି ଏମିତି ଜିନିଷ

ଓ୍ବାଶିଂଟନ୍‌,୨୭।୩: ଯୁଦ୍ଧ ମଧ୍ୟରେ ଇରାନ ଏକ ଜ୍ୟାକେଟ ଯୁକ୍ତ ପରମାଣୁ ବୋମା ବିକଶିତ କରିପାରେ। ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏହି ଚିନ୍ତା ପ୍ରକାଶ କରିଛନ୍ତି। ଭାନ୍ସ…

ମୁଖ୍ୟମନ୍ତ୍ରୀଙ୍କୁ ଆଖି ବନ୍ଦ କରିବାକୁ କହିଲେ କୁନି ଝିଅ, ହାତରେ ଧରାଇ ଦେଲେ ଏମିତି ଜିନିଷ: Video ଦେଖିଲେ ଅଟକାଇ ପାରିବେନି ହସ

ଲକ୍ଷ୍ନୌ,୨୭।୩: ଗୋରଖନାଥ ମନ୍ଦିର ପରିସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନିୟମିତ ପ୍ରାତଃଭ୍ରମଣ ସମୟରେ ଅତ୍ୟନ୍ତ ଭାବପ୍ରବଣ ଘଟଣା ଘଟିଥିଲା। କାନପୁରର ପାଞ୍ଚ ବର୍ଷୀୟା ଯଶସ୍ବିନୀ ସିଂ ମୁଖ୍ୟମନ୍ତ୍ରୀଙ୍କୁ…

ରଥଯାତ୍ରା ପାଇଁ କାଠ ଚିରା ଆରମ୍ଭ

କଟକ,୨୭।୩: ଶୁକ୍ରବାର ପବିତ୍ର ଶ୍ରୀରାମ ନବମୀ। ଗାଁଠୁ ସହର ସବୁଠି ଚଳଚଞ୍ଚଳ। ଏହି ପରିପ୍ରେକ୍ଷୀରେ ମହାପ୍ରଭୁଙ୍କ ରଥ ନିର୍ମାଣ ପାଇଁ ରଥ କାଠ ଚିରଟ ଆରମ୍ଭ ହୋଇଛି।…

ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ: ଏହି କାରଣ ପାଇଁ…

ଭବାନୀପାଟଣା,୨୭।୩(ଉତ୍ତମ କୁମାର ଦାଶ): ବିଶିଷ୍ଟ ସାମାଜିକ କର୍ମୀ ଲିଙ୍ଗରାଜ ଆଜାଦ ଗିରଫ ହୋଇଛନ୍ତି। କଳାହାଣ୍ଡି ଜିଲା କର୍ଲାପାଟ ପୋଲିସ ଦ୍ବାରା ଲିଙ୍ଗରାଜ ଆଜାଦଙ୍କୁ ଗତ ୨୫ ତାରିଖରୁ…

ଶିଶୁ ସେନା ନେବେ ଖାମେନେଇଙ୍କ ମୃତ୍ୟୁର ପ୍ରତିଶୋଧ? ଇରାନୀ ସେନାରେ ଭର୍ତ୍ତି ହେଲେଣି ୧୨ ବର୍ଷ ବୟସ୍କ ପିଲା!

ତେହରାନ୍‌,୨୭।୩: ଇରାନର ଇସଲାମିକ ରିଭୋଲ୍ୟୁସନାରୀ ଗାର୍ଡ କର୍ପସ (IRGC) ଏକ ନୂତନ ପଦକ୍ଷେପ ଅଧୀନରେ ସୁରକ୍ଷା ଏବଂ ଯୁଦ୍ଧ ସହାୟତା କାର୍ଯ୍ୟ ପାଇଁ ସର୍ବନିମ୍ନ ବୟସ ସୀମାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri