Posted inଜାତୀୟ

ଗାଜିପୁର ବର୍ଡରରେ ରାତାରାତି ୧୨ସ୍ତରୀୟ ବ୍ୟାରିକେଡିଂ: ଏନ୍‌ଏଚ୍‌-୨୪ ବନ୍ଦ

ନୂଆଦିଲ୍ଲୀ,୩୧।୧: କୃଷି ଆଇନକୁ ବିରୋଧ କରି ବିଭିନ୍ନ ଚାଷୀ ସଂଗଠନ ପକ୍ଷରୁ ୨ମାସରୁ ଅଧିକ ଦିନ ଧରି ଆନ୍ଦୋଳନ ଜାରି ରହିଛି। ଗାଜିପୁର ବର୍ଡରରେ ଆନ୍ଦୋଳନକାରୀଙ୍କ ସଂଖ୍ୟା ବୃଦ୍ଧିକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ଏଠାରେ ରାତାରାତି ୧୨ ସ୍ତରୀୟ ବ୍ୟାରିକେଡିଂ ନିର୍ମାଣ ହୋଇଛି। ବ୍ୟାରିକେଡରେ ମୁନିଆ ତାରର ବାଡ଼ ଦିଆଯାଇଛି। ଫଳରେ ଗାଜିପୁର ବର୍ଡର ଅଭେଦ୍ୟ କିଲ୍ଲାରେ ପରିଣତ ହୋଇଛି। ସେହିପରି ଆନ୍ଦୋଳନକାରୀଙ୍କ ପ୍ରବେଶକୁୂ ରୋକିବା ପାଇଁ ଏନ୍‌ଏଚ୍‌-୨୪କୁ ବନ୍ଦ କରି ଦିଆଯାଇଛି। ନୋଏଡାର ସେକ୍ଟର ୬୨ଠାରୁ ଅକ୍ଷରଧାମ୍‌ ଏବଂ ଇନ୍ଦିରାପୁରମ୍‌ ପର୍ଯ୍ୟନ୍ତ ରାସ୍ତାକୁ ମଧ୍ୟ ବନ୍ଦ କରାଯାଇଛି। ଆନ୍ଦୋଳନକାରୀ ପୁଣିଥରେ ଦିଲ୍ଲୀରେ ପ୍ରବେଶ ପାଇଁ ଯୋଜନା କରୁଥିବାରୁ ପୋଲିସ ପକ୍ଷରୁ ଏଭଳି ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜାରକୁ ଆସିଲା ମୋନଲୁପିରାଭିର୍‌

ମୁମ୍ବାଇ, ୫ା୧: ନିକଟରେ ଜରୁରିକାଳୀନ ବ୍ୟବହାର ନିମନ୍ତେ ଅନୁମତି ପାଇଥିବା ସିପ୍‌ଲାର କୋଭିଡ୍‌ ଔଷଧ ମୋନଲୁପିରାଭିର୍‌ ସୋମବାର ଭାରତରେ ଲଞ୍ଚ ହୋଇଛି। ୫ ଦିନିଆ କୋର୍ସ...

ସୀମାରେ ଯବାନଙ୍କୁ ରାଖୀ ବାନ୍ଧିଲେ ମହିଳା

ପଞ୍ଜାବ,୧୫।୮: ସ୍ବାଧୀନତା ଦିବସ ଓ ରାଖୀ ପୂର୍ଣ୍ଣିମା ଗୋଟିଏ ଦିନରେ ପଡିଥିବାରୁ ଭାରତୀୟଙ୍କ ମଧ୍ୟରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି। ଏହି ଅବସରରେ ସୀମାରେ ସୁରକ୍ଷା...

ଲକ୍‌ଡାଉନ ସମୟରେ ଲଣ୍ଡା ହୋଇ କାହିଁକି ସୋସିଆଲ ମିଡିଆରେ ଫଟୋ ପୋଷ୍ଟ କରୁଛନ୍ତି ଲୋକେ

ନୂଆଦିଲ୍ଲୀ,୧୯।୪: ବର୍ତ୍ତମାନ କରୋନା ଭାଇରସକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ଅଧିକାଂଶ ଲୋକେ ଘରେ ରହି ସମୟ କାଟୁଛନ୍ତି। ବିଶେଷ ଭାବେ ପୁରୁଷମାନେ ଏହି...

ଟୁଇଟର୍‌ରେ ଦେଖାଯାଉ ନାହାଁନ୍ତି କଂଗ୍ରେସର ସୋସିଆଲ ମିଡିଆ ମୁଖପାତ୍ର ଦିବ୍ୟା

ନୂଆଦିଲ୍ଲୀ,୨।୬: କଂଗ୍ରେସ ଦଳର ସୋସିଆଲ ମିଡିଆ ମୁଖପାତ୍ର ଦିବ୍ୟା ସ୍ପନ୍ଦନା ଏବେ ମାଇକ୍ରୋବ୍ଲଗିଙ୍ଗ ସାଇଟ୍‌ ଟୁଇଟର୍‌ରେ ଆଉ ଦେଖାଯାଉ ନାହାଁନ୍ତି। ତାଙ୍କର ଟୁଇଟର୍‌ ଆକାଉଣ୍ଟ ଡିଲିଟ୍‌...

‘ଆରଆରଆର’ର ‘ନାଟୁ ନାଟୁ’ ଗୀତରେ ଝୁମିମ ସାରା ବିଶ୍ୱ, ଓସ୍କାର ସେରିମନିରେ ହେବ ଲାଇଭ ପରଫରମାନ୍ସ

ମୁମ୍ବାଇ,୨ ।୩: ରାମ ଚରଣ ଓ ଜୁନିୟର ଏନଟିଆରଙ୍କ ମୁଭି ‘ଆରଆରଆର’ର ସାରା ବିଶ୍ୱରେ ପ୍ରଶଂସା କରାଯାଉଛି । କେବଳ ଏହି ଫିଲ୍ମ ନୁହେଁ ବରଂ...

‘ଆଶା କରୁଛି ମେ ୨ ପୂର୍ବରୁ ଦିଦିଙ୍କ ଗୋଡ ଠିକ୍‌ ହୋଇଯିବ’

କୋଲକତା,୧୮।୪: ପଶ୍ଚିମବଙ୍ଗରେ ଗତ ପାଞ୍ଚଟି ପର୍ଯ୍ୟାୟରେ ଅନୁଷ୍ଠିତ ନିର୍ବାଚନରେ ୧୮୦ଟି ଆସନରୁ ଭାଜପାକୁ ୧୨୨ରୁ ଅଧିକ ଆସନ ଜିତିବ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା...

ଶାହାଙ୍କ ଭର୍ଚୁଆଲ ରାଲିକୁ ବିରୋଧ କରି ଥାଳି ବଜାଇଲେ ଆର୍‌ଜେଡି ନେତା

ପାଟନା,୭।୬: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ଭର୍ଚୁଆଲ ରାଲିକୁ ବିରୋଧ କରି ରବିବାର ବିହାରରେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି) ନେତା ରାବ୍ରୀ ଦେବୀ, ତେଜସ୍ବୀ ଯାଦବ ଓ...

ମୋଦି ସରକାରରେ ସାମିଲ ହେବନି ଜେଡିୟୁ

ନୂଆଦିଲ୍ଲୀ, ୩୦।୫: ନରେନ୍ଦ୍ର ମୋଦି ସରକାରରେ ସାମିଲ ହେବନି ଜେଡିୟୁ। ଜେଡିୟୁ ସୁପ୍ରିମୋ ନୀତିଶ କୁମାର ଏହା ଘୋଷଣା କରିଛନ୍ତି। ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ଭାବେ...

Advertisement
Archives

Model This Week