ବରଗଡ଼ରେ ନୂଆ ୧୨ କରୋନା ପଜିଟିଭ୍‌ ଚିହ୍ନଟ: ସର୍ବାଧିକ ପୌରାଞ୍ଚଳର

ବରଗଡ଼ ଅଫିସ,୩୦।୭: ବରଗଡ଼ ଜିଲାରେ ଗୁରୁବାର ପୁଣି ୧୨ ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳର ସର୍ବାଧିକ ୧୧ ଜଣ ହୋଇଥିବା ବେଳେ ଅନ୍ୟ ଆକ୍ରାନ୍ତ ଜଣକ କଟାପାଲି ଗ୍ରାମର ଅଟନ୍ତି। ବରଗଡ଼ ପୌରପରିଷଦର ଆକ୍ରାନ୍ତଙ୍କ ମଧ୍ୟରେ ୱାର୍ଡ ନଂ- ୭ର ୯ ଜଣ ଏବଂ ୱାର୍ଡ ନଂ-୧୬ ଓ ୱାର୍ଡ ନଂ-୧୮ର ଜଣେ ଲେଖାଏ ଆକ୍ରାନ୍ତ ଅଟନ୍ତି। ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୯ ଜଣ ପୁରୁଷ ଏବଂ ୩ ଜଣ ମହିଳା ଅଛନ୍ତି। ସମସ୍ତଙ୍କୁ ଚିକିତ୍ସା ପାଇଁ ବରଗଡ଼ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏହା ସହ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି।
ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୦୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୩୧ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ୭୧ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧିନ ଅଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ପୁଅକୁ ବିଷ ଦେଇ ମା’ ପିଇଲେ

ସଇଁତଳା, ୧୬ା୧୨(ଡ଼ି.ଏନ.ଏ.): ବଲାଙ୍ଗୀର ଜିଲା ସଇଁତଳା ବ୍ଲକ କୁମ୍ଭାରୀ ଗ୍ରାମରେ ମଙ୍ଗଳବାର ସକାଳେ ଘଟିଛି ଏକ ଅଭାବନୀୟ ଘଟଣା। ସ୍ବାମୀଙ୍କ ଅତ୍ୟାଚାର ସହି ନ ପାରି...

ତିନିମୁହାଣୀ ଶିଳ୍ପାଞ୍ଚଳରେ ଜବରଦଖଲକାରୀଙ୍କ ଭିଡ଼

କେନ୍ଦ୍ରାପଡ଼ା ଅଫିସ,୪ା୮: ରାଜ୍ୟ ସରକାରଙ୍କ ପକ୍ଷରୁ ୧୩ ପ୍ରକଳ୍ପରେ ୭୬୬ କୋଟି ଟଙ୍କା ପୁଞ୍ଜି ନିବେଶ କରି ୮୬୦୦ ଜଣଙ୍କୁ କର୍ମ ନିଯୁକ୍ତି ଦେବା ପାଇଁ...

ହାତଗୋଡ଼ ବନ୍ଧା ଅବସ୍ଥାରେ ୨ଯୁବକ ଉଦ୍ଧାର

ସାରସକଣା,୨୨।୪: ମୟୂରଭଞ୍ଜ ଜିଲା ଝାରପୋଖରିଆରୁ ବହରାଗୋଡା ଦେଇ ଯାଇଥିବା ୪୯ନମ୍ବର ଜାତୀୟ ରାଜପଥର କାଳିମନ୍ଦିର ନିକଟରୁ ଗୁରୁବାର ୨ ଯୁବକଙ୍କୁ ମୁମୂର୍ଷୁ ଅବସ୍ଥାରେ ଝାରପୋଖରିଆ ପୋଲିସ...

ଯନ୍ତ୍ରୀଙ୍କଠାରୁ ୫୦ ହଜାର ଲୁଟ

ଠାକୁରମୁଣ୍ଡା,୮ା୧୧(ଡି.ଏନ୍‌.ଏ.): କରଞ୍ଜିଆ ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ଏକ ଦୋକାନରେ ଜୋତା ପଲିସ କରୁଥିବା ବେଳେ ଗୁରବାର ଜଣେ ଯନ୍ତ୍ରୀଙ୍କ ୫୦ ହଜାର ଟଙ୍କା ଥିବା...

କମ୍ପାନୀରେ ନିଯୁକ୍ତି ଦେବା ନାଁରେ ଠକେଇ: ପ୍ରତିବାଦରେ ଧାରଣା ଦେଲେ ଚାଷୀ

ସୋର, ୪।୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ନଟାପଡ଼ାଠାରେ ଜଣେ ବ୍ୟକ୍ତି କମ୍ପାନୀ କରି ସେଥିରେ ନିଯୁକ୍ତି ଦେବାକୁ ପ୍ରତିଶ୍ରୁତି ଦେଇ ଚାଷୀମାନଙ୍କଠାରୁ ଜମି କିଣିଥିଲେ। ହେଲେ...

ଚିଙ୍ଗୁଡ଼ି ପ୍ରୋସେସିଂ ପ୍ଲାଣ୍ଟରେ ଗ୍ୟାସ୍‌ ଲିକ୍‌: ୧୦୦ରୁ ଊର୍ଦ୍ଧ୍ୱ ମହିଳା ଶ୍ରମିକ ଅସୁସ୍ଥ

ବାଲେଶ୍ୱର ଅଫିସ/ବାହାନଗା,୧୪।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ଅଧୀନ ପଣପଣାସ୍ଥିତ ଫାଲ୍‌କନ କମ୍ପାନୀର ଚିଙ୍ଗୁଡ଼ିି ପ୍ରୋସେସିଂ ପ୍ଲାଣ୍ଟରେ ବୁଧବାର ରାତି ପ୍ରାୟ ୯ଟା ବେଳେ କ୍ଲୋରିନ ଗ୍ୟାସ୍‌...

ଏବେ ମାଓବାଦୀଙ୍କ ରାଜ୍‌ ଚଳିବ ନାହିଁ, ସ୍ବାଭିମାନ ଅଞ୍ଚଳରେ ପୋଲିସ-ଗୁଇନ୍ଦା ବିଭାଗ ମାରିଲା ପୋଷ୍ଟର

ଚିତ୍ରକୋଣ୍ଡା,୨୬ା୧୦(ଡି.ଏନ୍‌.ଏ.): ଆନ୍ଧ୍ର ଓଡ଼ିଶା ସୀମାନ୍ତ ଆଦିବାସୀ ବହୁଳ ତଥା ଉପାନ୍ତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସୀମାନ୍ତ ଅଞ୍ଚଳରୁ ମାଓବାଦୀ ମୂଳପୋଛ ପାଇଁ ପ୍ରୟାସ ଜାରି ରହିଛି।...

ବାତ୍ୟା ପରେ ଦୁର୍ଦ୍ଦିନରେ ୩ ପରିବାର: ତୁରନ୍ତ ପାଲ ସହ ପକ୍କାଘର ଯୋଗାଇଦେବାକୁ ଦାବି

ବାଲିଆ,୯।୬: ଫନୀ ବାତ୍ୟାରେ ବାସହୀନ ହୋଇପଡ଼ିଥିବା ବିପନ୍ନ ପରିବାରଙ୍କୁ ତୁରନ୍ତ ସହାୟତା ପ୍ରଦାନ କରିବା ନିମନ୍ତେ ରାଜ୍ୟ ସରକାର କରିଥିବା ଘୋଷଣା ବିରିଡ଼ି ବ୍ଲକରେ ଏକପ୍ରକାର...

Advertisement
Archives

Model This Week