ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ କରୋନା ପଜିଟିଭ୍‌

ଭୁବନେଶ୍ୱର,୪।୬(ବ୍ୟୁରୋ): ରାଜ୍ୟରେ ଗତ ୨୪ ଘଣ୍ଟାରେ ୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୮ ବର୍ଷରୁ କମ୍‌ ପିଲାଙ୍କ ମଧ୍ୟରେ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି କ୍ୱାରାଣ୍ଟାଇନ୍‌ରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ୫ ଜଣ ଲୋକାଲ କେସ ଚିହ୍ନଟ ହୋଇଛନ୍ତି। ଏ ନେଇ ଶନିବାର ରାଜ୍ୟ ସୂଚନା ଏବଂ ଲୋକ ସମ୍ପର୍କ ବିଭାଗ ସୂଚନା ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କଟକ, କେନ୍ଦ୍ରାପଡ଼ା ଏବଂ ନୂଆପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୬ ଜଣ ଚିହ୍ନଟ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ; ୟୁନିଟ-୪ ହାଟ : ହଟିଲା ମାଛ, ପରିବା ଦୋକାନ 

ଭୁବନେଶ୍ୱର, ୧ା୪ (ବ୍ୟୁରୋ) : ଭିଡ଼ ନ କରିବା ଓ ସାମାଜିକ ଦୂରତ୍ୱ ବଜାୟ ରଖିବା ପାଇଁ ରାଜଧାନୀର ବିଭିନ୍ନ ପରିବା ହାଟକୁ ଖୋଲା ସ୍ଥାନ...

ପାଟକୁରା ନିର୍ବାଚନ ଫଳାଫଳ: ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ୬୩୩୭ ଭୋଟରେ ଆଗୁଆ

କେନ୍ଦ୍ରାପଡ଼ା ଅଫିସ, ୨୪।୭: ପାଟକୁରା ବିଧାନସଭା ଆସନ ପାଇଁ ସକାଳ ୮ଟାରୁ ଭୋଟ ଗଣତି ଆରମ୍ଭ ହୋଇଛି। ପୂର୍ବାହ୍ନ ସାଢ଼େ ୯ଟା ସୁଦ୍ଧା ତୃତୀୟ ରାଉଣ୍ଡ...

ଫଳକ ଲାଗିଲା, କଢ଼ାଗଲା

କେନ୍ଦ୍ରାପଡ଼ା ଅଫିସ,୮ା୧: କେନ୍ଦ୍ରାପଡ଼ା ସହରର ଶାମଗୁଡ଼ିଆସ୍ଥିତ ଜିଲା ମାତୃ ଓ ଶିଶୁ ମଙ୍ଗଳ ହସ୍ପିଟାଲ ଉଦ୍‌ଘାଟିତ ହେବାର ଫଳକ ଲଗାଯିବା, ପୁଣି ହଟାଯିବା ଭଳି ଘଟଣା...

ବିଜେପୁର ନିର୍ବାଚନ ଲାଗି ବାଜିଲା ବିଗୁଲ୍‌; ୨୫ ସୁଦ୍ଧା ପ୍ରାର୍ଥୀ ଚୟନ କରିବ କଂଗ୍ରେସ: ନିରଞ୍ଜନ

ଭୁବନେଶ୍ୱର,୨୧।୯(ବ୍ୟୁରୋ): ବିଜେପୁର ଉପନିର୍ବାଚନ ପାଇଁ ଘୋଷଣା ହୋଇଛି ତାରିଖ। ଅକ୍ଟୋବର ୨୧ରେ ଏଠାରେ ଭୋଟ ଗ୍ରହଣ ହେବାକୁ ଥିବା ବେଳେ ଦଳଗୁଡ଼ିକ ପାଇଁ ରହିଛି ମାତ୍ର...

ଜରନ୍ଦାପାଳ ପୋଲ ନିକଟରୁ ଗାଡ଼ି ମାଲିକଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ, ଜଣେ ଅଟକ

କଳିଙ୍ଗନଗର,୮ା୬(ଡି.ଏନ୍‌.ଏ.): ଟମକା ଥାନା ଜରନ୍ଦାପାଳ ଛକ ନିକଟରୁ ଶୁକ୍ରବାର ସକାଳେ ପୋଲିସ ସ୍ଥାନୀୟ ଅଞ୍ଚଳର ଜଣେ ଗାଡି ମାଲିକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜରନ୍ଦାପାଳ...

୨ ମାସରେ ୪ ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ଭୁବନେଶ୍ୱର, ୧୯।୯(ବ୍ୟୁରୋ): ଗତ ୨ ମାସ ମଧ୍ୟରେ ରାଜ୍ୟରେ ୪ ନାବାଳିକା ବଳାତ୍କାର ଅଭିଯୁକ୍ତଙ୍କୁ ଫାଶୀ ଦଣ୍ଡାଦେଶ ଦିଆଯାଇଛି। ପ୍ରଥମେ ମୟୂରଭଞ୍ଜ, ଅନୁଗୋଳ, ଜଗତ୍‌ସିଂହପୁର ଜିଲାରେ...

ଦିନକୁ ୩ ପର୍ଯ୍ୟାୟରେ ଦାରୁଦିଅଁ ଦର୍ଶନ

ପୁରୀ ଅଫିସ,୨୩ା୧୨: ଦୀର୍ଘ ୯ମାସର ପ୍ରତୀକ୍ଷା ପରେ ବୁଧବାର ଶ୍ରୀମନ୍ଦିର ଖୋଲିବ। କରୋନା କଟକଣା ଭିତରେ ଦାରୁଦିଅଁଙ୍କ ଦର୍ଶନ ମିଳିବ। ପୁରୀ ଜିଲା ପ୍ରଶାସନ ପକ୍ଷରୁ...

ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ସ୍ଥାଣୁ

କେନ୍ଦ୍ରାପଡ଼ା ଅଫିସ, ୧୮ା୭: ୨୦୧୪ ଫେବୃୟାରୀ ୨୩ରୁ ରାଜ୍ୟରେ ଜାତୀୟ ସହରାଞ୍ଚଳ ସ୍ବାସ୍ଥ୍ୟ ମିଶନ ଆରମ୍ଭ ହେଲାଣି। ତେବେ କେନ୍ଦ୍ରାପଡ଼ା ସହରରେ ଏହି ମିଶନ କାର୍ଯ୍ୟକ୍ରମ...

Advertisement
Archives

Model This Week