ରାଜଧାନୀରେ ମାଡ଼ି ଚାଲିଛି କରୋନା: ଚିହ୍ନଟ ହେଲେ ୧୨ ନୂଆ ଆକ୍ରାନ୍ତ; ଜାଣନ୍ତୁ କେଉଁ ଅଞ୍ଚଳର କେତେ

ଭୁବନେଶ୍ୱର,୧।୭(ବ୍ୟୁରୋ): ରାଜଧାନୀରେ ମାଡ଼ି ଚାଲିଛି କରୋନା। ବୁଧବାର ଆଉ ୧୨ ନୂଆ କୋଭିଡ ପଜିଟିଭ୍‌ ମାମଲା ଚିହ୍ନଟ ହୋଇଛି। ସେମାନଙ୍କ ମଧ୍ୟରେ ୪ ହୋମ୍‌ କ୍ୱାରାଣ୍ଟାଇନ୍‌ କେସ୍‌ ଥିବାବେଳେ ୮ ଲୋକାଲ୍‌ କେସ୍‌ ରହିଛି।

ନୂଆ ହୋମ୍‌ କ୍ୱାରାଣ୍ଟାଇନ୍‌ ଆକ୍ରାନ୍ତଙ୍କ ମଧ୍ୟରେ ଟଙ୍କପାଣି ରୋଡ୍‌ ଅଞ୍ଚଳର ୨ଜଣ ପୁରୁ(୨୬,୧୭ ବର୍ଷ), ଶୈଳଶ୍ରୀବିହାର ଅଞ୍ଚଳର ୨୬ ବର୍ଷୀୟ ପୁରୁଷ, ଖଣ୍ଡଗିରି ଅଞ୍ଚଳର୨୫ ବର୍ଷୀୟ ପୁରୁଷ ଅଛନ୍ତି। ସେହିଭଳି ଲୋକାଲ କେସ୍‌ ମଧ୍ୟରେ ଡୁମ୍‌ଡୁମା ରଘୁନାଥ ନଗର ବସ୍ତି ଅଞ୍ଚଳର ୨ଜଣ(୩୦ବର୍ଷୀୟ ମହିଳା, ୩୫ ବର୍ଷୀୟ ପୁରଷ), ଡୁମ୍‌ଡୁମା ସୁଖ ବିହାର ବସ୍ତିର ୩୪ ବର୍ଷୀୟ ପୁରୁଷ, ଶ୍ରୀରାମ ନଗର ଲୋୟଲା ସ୍କୁଲ ନିକଟର ୩୫ ବର୍ଷୀୟ ମହିଳା, ବେସରକାରୀ ହସ୍ପିଟାଲର ୩୩ ବର୍ଷୀୟ ପୁରୁଷ, ନିଳାଦ୍ରି ବିହାର ସେକ୍ଟର ୨ ଅଞ୍ଚଳର ୫୩ ବର୍ଷୀୟ ପୁରୁଷ, ଜାଗମରା କ୍ରିଷ୍ଣା ଗାର୍ଡେନ ଅଞ୍ଚଳର ୩୪ ବର୍ଷୀୟ ପୁରୁଷ, ୟୁନିଟ୍‌ ୨ ଅଞ୍ଚଳର ୩୦ ବର୍ଷୀୟ ମହିଳା ଅଛନ୍ତି। ସେହିଭଳି ୭ଜଣ କରୋନା ପଜିଟିଭ୍‌ ସୁସ୍ଥ ହୋଇଥିବା ଅପରାହ୍ନରେ ବିଏମ୍‌ସି ପକ୍ଷରୁ ଟୁଇଟ୍‌ କରି ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବହୁତ ବଡ଼ ‘ଦାନବୀର’ ଥିଲେ ନାନା ପାଟେକର, ନିଜ ରୋଜଗାରର ଏକ ବଡ଼ ଅଂଶ ଦାନ କରୁଥିଲେ ଅଭିନେତା, ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ମୁମ୍ବାଇ,୮।୧୦: ବଲିଉଡ ଚଳଚ୍ଚିତ୍ର ଜଗତ ପାଇଁ ଗୁରୁବାର ସକାଳ ଏକ ଅତ୍ୟନ୍ତ ଦୁଃଖଦ ଖବର ନେଇ ଆସିଥିଲା। ପ୍ରଖ୍ୟାତ ଅଭିନେତା ନାନା ପାଟେକର ଗୁରୁବାର ସକାଳେ ଗୋଆସ୍ଥିତ…

ଆରମ୍ଭ ହେଲା ସେଲ୍; iPhone 16 ଉପରେ ବଡ଼ ଅଫର, ୧୮ ହଜାର କମିଲା ଦାମ୍!

ନୂଆଦିଲ୍ଲୀ,୮।୧୦: ଆମାଜନ ଗ୍ରେଟ ଇଣ୍ଡିଆନ ଫେଷ୍ଟିଭାଲ ସେଲ୍ 2026ରେ iPhone କିଣିବାକୁ ଚାହୁଁଥିବା ଗ୍ରାହକଙ୍କ ପାଇଁ ଭଲ ଡିଲ୍ ସାମ୍ନାକୁ ଆସିଛି । Samsung Galaxy S25…

କଳାହାଣ୍ଡିରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ, ଜାତୀୟ ରାଜପଥ ଅବରୋଧ କରି ବିକ୍ଷୋଭକାରୀ…

ଭବାନୀପାଟଣା,୮ା୧୦(ଉତ୍ତମ କୁମାର ଦାଶ): ଇଣ୍ଡିଆ ମେଣ୍ଟ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରା ପ୍ରଭାବ କଳାହାଣ୍ଡି ଜିଲାରେ ଦେଖିବାକୁ ମିଳିଛି। ବନ୍ଦକୁ ସମର୍ଥନ ଜଣାଇ କଂଗ୍ରେସ, ସିପିଆଇ…

ମୃତ୍ୟୁ ପୂର୍ବରୁ ବନ୍ଧୁଙ୍କୁ ଏହି ଶେଷ ମେସେଜ କରିଥିଲେ ନାନା ପାଟେକର, ନିଜର ଯନ୍ତ୍ରଣା ପ୍ରକାଶ କରି…

ମୁମ୍ବାଇ: ଭାରତୀୟ ସିନେ ଜଗତର ଭେଟେରାନ ଅଭିନେତା ନିଜର ଦମଦାର ଅଭିନୟ, ଅନନ୍ୟ ଡାଏଲଗ୍‌ କହିବା ଶୈଳୀରେ ବେଶ୍‌ ପରିଚିତ ଥିବା ନାନା ପାଟେକରଙ୍କ ବୁଧବାର ବିଳମ୍ବିତ…

ଦୋକାନବଜାର ବନ୍ଦ, ଗାଡ଼ି ଚଳାଚଳ ଠପ୍‌: କର୍ଲାମୁଣ୍ଡାରେ ଓଡ଼ିଶା ବନ୍ଦର ପ୍ରଭାବ

କର୍ଲାମୁଣ୍ଡା, ୮।୧୦(ପ୍ରଦୀପ କୁମାର ସାହୁ): ଗୁରୁବାର ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଳାହାଣ୍ଡି ଜିଲ୍ଲାର କର୍ଲାମୁଣ୍ଡା ବ୍ଲକରେ ସ୍ବତଃସ୍ଫୂର୍ତ୍ତ ସମର୍ଥନ ମିଳିଛି। ବନ୍ଦ ଯୋଗୁ ସକାଳୁ ବ୍ଲକର…

ଜାନୁଆରୀ ପର୍ଯ୍ୟନ୍ତ ସ୍ଥଗିତ ରହିବ UPI ଶୁଳ୍କ! ଜାଣନ୍ତୁ ଅନଲାଇନ ପେମେଣ୍ଟ ସମ୍ବନ୍ଧୀୟ ଗୁରୁତ୍ୱପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୮।୧୦: UPI କାରବାର ପାଇଁ ନୂତନ ‘ମର୍ଚାଣ୍ଟ ଡିସକାଉଣ୍ଟ ରେଟ’ (MDR) ବ୍ୟବସ୍ଥା ଲାଗୁ ହେବାର ତାରିଖ ୨୦୨୭ ମସିହା ଜାନୁଆରୀ ୧ ତାରିଖ ପର୍ଯ୍ୟନ୍ତ ଘୁଞ୍ଚାଇ…

କେନ୍ଦ୍ର ସରକାରଙ୍କ ବିରୋଧରେ କଂଗ୍ରେସର ଗର୍ଜନ, ମହାକାଳପଡ଼ାରେ ପଡ଼ିଲା ପ୍ରଭାବ

ମହାକାଳପଡ଼ା,୮ା୧୦(ପ୍ରତାପ ଚନ୍ଦ୍ର ସ୍ବାଇଁ): ଇଣ୍ଡି ମେଣ୍ଟ ଓ ଜାତୀୟ କଂଗ୍ରେସ ପକ୍ଷରୁ ଓଡ଼ିଶା ବନ୍ଦର ପ୍ରଭାବ ପଡ଼ିଛି। କେନ୍ଦ୍ର ସରକାରଙ୍କ ଦୋମୁହାଁ ନୀତିକୁ ନେଇ ଗର୍ଜିଛନ୍ତି ଇଣ୍ଡି…

ବାଇକ୍‌ରେ କାମକୁ ଯାଉଥିଲେ ଯୁବକ, ଧକ୍କା ଦେଲା ଟ୍ରାକ୍ଟର: ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଥୁଆମୂଳ ରାମପୁର, ୭।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଥୁଆମୂଳ ରାମପୁର ପେଟ୍ରୋଲ ପମ୍ପ ନିକଟରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକ ଗୁରୁତର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?